Advertisment

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ। ୬୭ ବର୍ଷ ବୟସରେ ବିଜୟଶ୍ରୀଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ପରଲୋକ ନେଇ ବିଜୟଶ୍ରୀଙ୍କ ନିକଟ ସଂପର୍କୀୟ ସୂଚନା ସୂଚନା ଦେଇଛନ୍ତି। ପରଲୋକ ନେଇ ହସ୍ପିଟାଲ ପକ୍ଷରୁ…

ଅଦ୍ୟତନ ହୋଇଛି
ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

bijayshree-routray

Advertisment

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ। ୬୭ ବର୍ଷ ବୟସରେ ବିଜୟଶ୍ରୀଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ପରଲୋକ ନେଇ ବିଜୟଶ୍ରୀଙ୍କ ନିକଟ ସଂପର୍କୀୟ ସୂଚନା ସୂଚନା ଦେଇଛନ୍ତି। ପରଲୋକ ନେଇ ହସ୍ପିଟାଲ ପକ୍ଷରୁ ମଧ୍ୟ ସ୍ପଷ୍ଟ କରାଯାଇଛି। କୋଭିଡ଼ ପରବର୍ତ୍ତୀ ଜଟିଳତା ଯୋଗୁଁ ଚିକିତ୍ସାଧୀନ ଥିଲେ।

Advertisment

ବିଜୟଶ୍ରୀ ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ ଥିଲେ। ବାସୁଦେବପୁର ନିର୍ବାଚନ ମଣ୍ଡଳିରୁ ୬ ଥର ବିଜୟଶ୍ରୀ ଜିତିଥିଲେ। ନବୀନ ସରକାରରେ ଏକାଧିକ ବିଭାଗର ସେ ମନ୍ତ୍ରୀ ଥିଲେ। ସ୍ବାସ୍ଥ୍ୟ, ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଥିଲେ।

Advertisment

ବିଜୟଶ୍ରୀଙ୍କ ପରଲୋକରେ ବହୁ ନେତା ଓ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି। ତାଙ୍କର ପରଲୋକରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟ‍କ୍ଷ ବୈଜୟନ୍ତ ପଣ୍ଡା ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ