Advertisment

ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ରନାଥ ଭୋଇଙ୍କ ପରଲୋକ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ରବୀନ୍ଦ୍ରନାଥ ଭୋଇଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ପାର୍ଥିବ ଶରୀରକୁ ହାଜିପୁର ଓ ବାଲିଆ ସ୍ଥିତ ଦଳୀୟ କାର୍ଯ୍ୟାଳୟକୁ ନିଆ ଯାଇଥିଲା। ସେଠାରେ ଶେଷଦର୍ଶନ ପରେ ତାଙ୍କ ପାର୍ଥିବ ଶରୀରକୁ ବାଲିଆ ସ୍ଥିତ ବାସଭବନରେ ରଖାଯାଇଛି। ଆଜି ଗାଁ ଶ୍ମଶାନରେ ରବୀନ୍ଦ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ। ରବୀନ୍ଦ୍ର ନାଥ ୨୦୦୯ […]

ଅଦ୍ୟତନ ହୋଇଛି
ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ରନାଥ ଭୋଇଙ୍କ ପରଲୋକ

former-mla

Advertisment

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ରବୀନ୍ଦ୍ରନାଥ ଭୋଇଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।

Advertisment

ତାଙ୍କ ପାର୍ଥିବ ଶରୀରକୁ ହାଜିପୁର ଓ ବାଲିଆ ସ୍ଥିତ ଦଳୀୟ କାର୍ଯ୍ୟାଳୟକୁ ନିଆ ଯାଇଥିଲା। ସେଠାରେ ଶେଷଦର୍ଶନ ପରେ ତାଙ୍କ ପାର୍ଥିବ ଶରୀରକୁ ବାଲିଆ ସ୍ଥିତ ବାସଭବନରେ ରଖାଯାଇଛି। ଆଜି ଗାଁ ଶ୍ମଶାନରେ ରବୀନ୍ଦ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ।

ରବୀନ୍ଦ୍ର ନାଥ ୨୦୦୯ ରୁ ୨୦୧୪ ମସିହା ପର୍ଯ୍ୟନ୍ତ ତିର୍ତ୍ତୋଲ ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ