Advertisment

ବିଜେଡି ଛାଡ଼ିଲେ ରବିନାରାୟଣ ପାଣି

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ରବିନାରାୟଣ ପାଣି ଆଜି ଦଳରୁ ଇସ୍ତଫା ଦେଇଛନ୍ତି। ନବୀନ ନିବାସ ଯାଇ ସେ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଦଳ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ସେ ଇସ୍ତଫା ଦେଇଥିବା କହିଛନ୍ତି।  ୨୦୦୯ରୁ ୨୦୧୪ ଯାଏ ସେ ପାଲଲହଡ଼ାରୁ ବିଜେଡି ବିଧାୟକ ଥିଲେ। ସେ ବିଧାନସଭାରେ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ମଧ୍ୟ ତୁଲାଇଛନ୍ତି। ପୂର୍ବରୁ ସେ ୧୯୮୯ରୁ ୯୧ ଯାଏ ଜନତା ଦଳରୁ ଦେବଗଡ଼ର ବିଧାୟକ […]

author-image
Jyotsnamayee Pradhan
ବିଜେଡି ଛାଡ଼ିଲେ ରବିନାରାୟଣ ପାଣି

rabi

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ରବିନାରାୟଣ ପାଣି ଆଜି ଦଳରୁ ଇସ୍ତଫା ଦେଇଛନ୍ତି। ନବୀନ ନିବାସ ଯାଇ ସେ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।

Advertisment

ଦଳ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ସେ ଇସ୍ତଫା ଦେଇଥିବା କହିଛନ୍ତି।  ୨୦୦୯ରୁ ୨୦୧୪ ଯାଏ ସେ ପାଲଲହଡ଼ାରୁ ବିଜେଡି ବିଧାୟକ ଥିଲେ। ସେ ବିଧାନସଭାରେ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ମଧ୍ୟ ତୁଲାଇଛନ୍ତି। ପୂର୍ବରୁ ସେ ୧୯୮୯ରୁ ୯୧ ଯାଏ ଜନତା ଦଳରୁ ଦେବଗଡ଼ର ବିଧାୟକ ଥିଲେ।

Advertisment
Advertisment