rabi
Advertisment
ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ରବିନାରାୟଣ ପାଣି ଆଜି ଦଳରୁ ଇସ୍ତଫା ଦେଇଛନ୍ତି। ନବୀନ ନିବାସ ଯାଇ ସେ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।
Advertisment
ଦଳ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ସେ ଇସ୍ତଫା ଦେଇଥିବା କହିଛନ୍ତି। ୨୦୦୯ରୁ ୨୦୧୪ ଯାଏ ସେ ପାଲଲହଡ଼ାରୁ ବିଜେଡି ବିଧାୟକ ଥିଲେ। ସେ ବିଧାନସଭାରେ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ମଧ୍ୟ ତୁଲାଇଛନ୍ତି। ପୂର୍ବରୁ ସେ ୧୯୮୯ରୁ ୯୧ ଯାଏ ଜନତା ଦଳରୁ ଦେବଗଡ଼ର ବିଧାୟକ ଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rabi-123_1626760217.jpg)