Advertisment

ଶପଥ ନେଲେ ଓଡ଼ିଶାର ୪ ନବନିର୍ବାଚିତ ରାଜ୍ୟସଭା ସଦସ୍ୟ

ଭୁବନେଶ୍ୱର: ଓଡିଶାରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ୪ ସଦସ୍ୟ ଆଜି ଶପଥ ଗ୍ରହଣ କରିଛନ୍ତି। ମୁନ୍ନା ଖାଁ, ସୁଜିତ୍ କୁମାର, ମମତା ମହନ୍ତ, ସୁବାସ ସିଂହ ଆଜି ରାଜ୍ୟସଭା ସଭ୍ୟ ଭାବେ ଶପଥ ନେଇଛନ୍ତି। ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ। ଓଡ଼ିଶାର ୪ଜଣଙ୍କ ବ୍ୟତୀତ ରାଜ୍ୟସଭାର ୩୯ଜଣଙ୍କୁ ଶପଥ କରାଯାଇଥିଲା। ମାର୍ଚ୍ଚ ୨୬ ତାରିଖରେ ଅନୁଷ୍ଠିତ ନିର୍ବାଚନରେ ୪ଜଣ ଯାକ ସଦସ୍ୟ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। […]

ଶପଥ ନେଲେ ଓଡ଼ିଶାର ୪ ନବନିର୍ବାଚିତ ରାଜ୍ୟସଭା ସଦସ୍ୟ

rajyasabha1

Advertisment

ଭୁବନେଶ୍ୱର: ଓଡିଶାରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ୪ ସଦସ୍ୟ ଆଜି ଶପଥ ଗ୍ରହଣ କରିଛନ୍ତି। ମୁନ୍ନା ଖାଁ, ସୁଜିତ୍ କୁମାର, ମମତା ମହନ୍ତ, ସୁବାସ ସିଂହ ଆଜି ରାଜ୍ୟସଭା ସଭ୍ୟ ଭାବେ ଶପଥ ନେଇଛନ୍ତି।

Advertisment

ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ। ଓଡ଼ିଶାର ୪ଜଣଙ୍କ ବ୍ୟତୀତ ରାଜ୍ୟସଭାର ୩୯ଜଣଙ୍କୁ ଶପଥ କରାଯାଇଥିଲା।

ମାର୍ଚ୍ଚ ୨୬ ତାରିଖରେ ଅନୁଷ୍ଠିତ ନିର୍ବାଚନରେ ୪ଜଣ ଯାକ ସଦସ୍ୟ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। ହେଲେ କରୋନା ଲକଡାଉନ ପାଇଁ ଏମାନେ ଦିଲ୍ଲୀ ଯାଇ ଶପଥ ନେଇପାରିନଥିଲେ। ତେବେ ଆଜି ନବ ନିର୍ବାଚିତ ସଦସ୍ୟମାନେ ଶପଥ ଗ୍ରହଣ କରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ