Advertisment

ଏପ୍ରିଲ ୨୯ରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୨୯ ତାରିଖରେ ଅନୁଷ୍ଠିତ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବ। ଏଥିରେ ରାଜ୍ୟର ୬ଟି ଲୋକସଭା ଆସନରେ ଭୋଟଗ୍ରହଣ ହେବ। ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ହେବ ନିର୍ବାଚନ। ଏହି ୬ ଲୋକସବା ଆସନ ସହ ୪୨ ଗୋଟି ବିଧାନସଭା ଆସନରେ ମଧ୍ୟ ନିର୍ବାନଚ ହେବ। ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୫୨ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ୱନ୍ଦ୍ୱିତା କରିବେ। ବିଧାନସଭା ରଣାଙ୍ଗନରେ ୩୪୬ ପ୍ରାର୍ଥୀଙ୍କ ମଧ୍ୟରେ ଟକ୍କର ହେବ। ସେମାନଙ୍କ […]

author-image
Sangita Sahu
ଏପ୍ରିଲ ୨୯ରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ

election

ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୨୯ ତାରିଖରେ ଅନୁଷ୍ଠିତ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବ। ଏଥିରେ ରାଜ୍ୟର ୬ଟି ଲୋକସଭା ଆସନରେ ଭୋଟଗ୍ରହଣ ହେବ।
ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ହେବ ନିର୍ବାଚନ। ଏହି ୬ ଲୋକସବା ଆସନ ସହ ୪୨ ଗୋଟି ବିଧାନସଭା ଆସନରେ ମଧ୍ୟ ନିର୍ବାନଚ ହେବ। ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୫୨ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ୱନ୍ଦ୍ୱିତା କରିବେ।
ବିଧାନସଭା ରଣାଙ୍ଗନରେ ୩୪୬ ପ୍ରାର୍ଥୀଙ୍କ ମଧ୍ୟରେ ଟକ୍କର ହେବ। ସେମାନଙ୍କ ମଧ୍ୟରୁ ୩୧୧ ଜଣ ପୁରୁଷ ଥିବାବେଳେ ୩୪ ଜଣ ମହିଳା ଓ ୩ ଜଣ ତୃତୀୟ ଲିଙ୍ଗ ପ୍ରାର୍ଥୀ ଅଛନ୍ତି। ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଭୋଟଗ୍ରହଣ ପାଇଁ ୧୦ ହଜାର ୭୯୨ଟି ବୁଥ କରାଯାଇଥିବାବେଳେ ମୋଟ ୯୫ ଲକ୍ଷ ୧୪ ହଜାର ୮୮୩ ଜଣ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ।

Advertisment

Advertisment
Advertisment