Advertisment

ବାତ୍ୟା ପାଇଁ ଚଣ୍ଡୀଖୋଲରୁ ବାଲେଶ୍ୱର ଗାଡ଼ି ଚଳାଚଳ ବନ୍ଦ

ମାଡ଼ି ଆସୁଛି ବାତ୍ୟା। ତେବେ ବାତ୍ୟାକୁ ନଜରରେ ରଖି ଯାଜପୁର ଜିଲ୍ଲା ପ୍ରଶାସନ ବଡ଼ ନିଷ୍ପତ୍ତି ନେଇଛି। ସୂଚନା ଅନୁସାରେ, ଚଣ୍ଡୀଖୋଲରୁ ବାଲେଶ୍ୱର ଗାଡ଼ି ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

ବାତ୍ୟା ପାଇଁ ଚଣ୍ଡୀଖୋଲରୁ ବାଲେଶ୍ୱର ଗାଡ଼ି ଚଳାଚଳ ବନ୍ଦ

vehicle

Advertisment
  • ଚଣ୍ଡୀଖୋଲରୁ ବାଲେଶ୍ୱର ଗାଡ଼ି ଚଳାଚଳ ବନ୍ଦ
  • ବାତ୍ୟା ୟାସକୁ ଦୃଷ୍ଟିରେ ରଖି ଯାଜପୁର ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ଚଣ୍ଡୀଖୋଲରୁ ବାଲେଶ୍ୱର ମଧ୍ୟରେ ଗାଡ଼ି ଚଳାଚଳ ଉପରେ କଟକଣା
  • ଆଜି ରାତି ୧୨ଟାରୁ କାଲି ସକାଳ ୧୨ ଯାଏଁ ଗାଡ଼ି ଚଳାଚଳ ବନ୍ଦ
  • ଚଣ୍ଡୀଖୋଲରୁ ବାଲେଶ୍ୱରକୁ କୌଣସି ଗାଡ଼ି ଛଡାଯିବନି- ଜିଲ୍ଲାପାଳ

ଯାଜପୁର: ମାଡ଼ି ଆସୁଛି ବାତ୍ୟା। ତେବେ ବାତ୍ୟାକୁ ନଜରରେ ରଖି ଯାଜପୁର ଜିଲ୍ଲା ପ୍ରଶାସନ ବଡ଼ ନିଷ୍ପତ୍ତି ନେଇଛି। ସୂଚନା ଅନୁସାରେ, ଚଣ୍ଡୀଖୋଲରୁ ବାଲେଶ୍ୱର ଗାଡ଼ି ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏହାସହ ଚଣ୍ଡୀଖୋଲରୁ ବାଲେଶ୍ୱର ମଧ୍ୟରେ ଗାଡ଼ି ଚଳାଚଳ ଉପରେ ସଂପୂର୍ଣ୍ଣ ଭାବରେ କଟକଣା ଲାଗିଛି। ଆଜି ରାତି ୧୨ଟାରୁ କାଲି ସକାଳ ୧୨ ଯାଏଁ ଗାଡ଼ି ଚଳାଚଳ ବନ୍ଦ ରଖାଯିବା ନେଇ ସୂଚନା ମିଳିଛି। ଚଣ୍ଡୀଖୋଲରୁ ବାଲେଶ୍ୱରକୁ କୌଣସି ଗାଡ଼ି ଛଡାଯିବନି ବୋଲି କହିଲେ ଜିଲ୍ଲାପାଳ।

Advertisment
Cyclone Yass
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ