• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Gajapati

6 odia death
କେମିତି ପୋଡ଼ି ହୋଇଗଲେ ୬ ଓଡ଼ିଆ ଶ୍ରମିକ?

ଭୟଙ୍କର..ବୀଭତ୍ସ...ଘଟଣା। ନା ବର୍ଣ୍ଣନା କରିହେଉଛି, ନା ସେ ଚିତ୍ରକୁ ସ୍ପଷ୍ଟ ଦେଖିହେଉଛି। ମଣିଷଙ୍କ ଶବ ପଡ଼ିଛି ଜାକୁ ଜୁକି ହୋଇ। ଆଉ ତାହାରି ଭିତରେ ସାଇଣ୍ଟିଫିକ୍ ଟିମକୁ ଧରି ଚାଲିଛି ଆନ୍ଧ୍ର ପୋଲିସର ତନାଘନା । କାରଣ ଛଅ ଛଅ ଜଣ ଖଟିଖିଆ ମଣିଷଙ୍କ ଶୋଚନୀୟ ଭାବେ ଗୁଣ୍ଟୁର ଜିଲ୍ଲା ରେପାଲ ସ୍ଥିତ ଲଙ୍କେଭାନିଡିବାରେ ମୃତ୍ୟୁ ହୋଇଛି। ଯାହାଙ୍କ ଘର ସୁଦୂର ରାୟଗଡ଼ା ଜିଲ୍ଲା ଗୁଣୁପୁର ଏବଂ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ

Gajapati ACF Death Case
“ମୋ ଭାଇକୁ ମାରିଦିଆଯାଇଛି, ସେ ଆତ୍ମହତ୍ୟା କରିନାହିଁ”

ତପନ ପଟ୍ଟନାୟକଙ୍କ ଉପସ୍ଥିତିରେ ତଦନ୍ତ କରାଯାଇଛି। ସୌମ୍ୟଙ୍କ ସହକର୍ମୀଙ୍କୁ ନେଇ ଡେମୋ କରିଥିଲା ପୋଲିସ। ତେବେ ମାମଲାରେ ସଂପୃକ୍ତ ନଥିବା ନେଇ ପୂର୍ବରୁ ସୌମ୍ୟଙ୍କ ସ୍ତ୍ରୀ, ରୋଷେୟା ମନ୍ମଥ କୁମ୍ଭ ଏବଂ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା କହିଛନ୍ତି।

Paralakhemundi murder case
କେମିତି ମଲେ ଏସିଏଫ୍ ସୌମ୍ୟରଂଜନ ମହାପାତ୍ର?

ଆଉ ରୋଷେୟାକୁ ଜେରା କରିଛି ପୋଲିସ । ତେବେ ରୋଷେୟା ମନ୍ମଥ ଗଣମାଧ୍ୟମରେ ପ୍ରତିକ୍ରିୟା ଦେବା ସହ କେମିତି ନିଆଁ ଲାଗିଲା ଜାଣିନଥିବା କହିଛନ୍ତି। ଚିତ୍କାର ଶୁଣି ସୌମ୍ୟରଂଜନଙ୍କୁ ଉଦ୍ଧାର ପାଇଁ ସେ ଦୌଡ଼ିଯାଇଥିଲେ। ଆସନ୍ତାକାଲି ଡିଏଫ୍ଓଙ୍କୁ ଜେରା କରିବ ଗଜପତି ପୋଲିସ।

ACFO Soumya Ranjan Mohapatra
ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣା; ସନ୍ଦେହଘେରରେ ପତ୍ନୀ

ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ACFOଙ୍କ ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସୌମ୍ୟ ରଞ୍ଜନଙ୍କ ବାପା। ପୁଅର ମୃତ୍ୟୁ ପାଇଁ ବୋହୂକୁ ଦାୟୀ କଲେ।

forest officer dead
ନିଆଁରେ ପୋଡି ହୋଇ ଫରେଷ୍ଟ ଅଫିସରଙ୍କ ମୃତ୍ୟୁ

ନିଆଁରେ ପୋଡ଼ି ହୋଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର।ଆଜି ତାଙ୍କର ମୃତ୍ୟୁ ଘଟିଛି। ୬ ମାସ ତଳେ ବିବାହ କରିଥିବା ବନ ଅଧିକାରୀ କିପରି ନିଆଁରେ ପୋଡି ହେଲେ ତାହାର କାରଣ ଏ ଯାଏ ଅସ୍ପଷ୍ଟ ରହିଛି।