/odishatv-khabar/media/media_files/2026/02/18/bramhapur_accident-2026-02-18-12-13-53.jpg)
BRAMHAPUR_ACCIDENT Photograph: (OTV)
ଗଞ୍ଜାମ ଦୁର୍ଘଟଣା ପ୍ରସଙ୍ଗରେ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ। ବ୍ରହ୍ମପୁର ହଳଦିଆପଦର ନିକଟ ଜାତୀୟ ରାଜପଥ ଉପରେ ହୋଇଥିବା ଦୁର୍ଘଟଣା ନେଇ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ ରାସ୍ତା ନିରାପତ୍ତା କମିଟି। ମାର୍ଚ୍ଚ ୫ ସୁଦ୍ଧା ବିସ୍ତୃତ ରିପୋର୍ଟ ଦେବାକୁ ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।
ଭବିଷ୍ୟତରେ ଦୁର୍ଘଟଣା ରୋକିବାକୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରସ୍ତାବିତ ସୁରକ୍ଷା ପଦକ୍ଷେପଗୁଡ଼ିକର ରିପୋର୍ଟ ମଧ୍ୟ କମିଟିକୁ ପଠାଇବେ। ଜାନୁଆରୀ ୩୧ରେ ଗଞ୍ଜାମରେ ଟ୍ରକ୍ ଧକ୍କାରେ ୫ ଜଣଙ୍କ ମୃତ୍ୟୁ ହୋଇଥିଲା...
ଗଞ୍ଜାମ ଦୁର୍ଘଟଣା: ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ
ମାର୍ଚ୍ଚ ୫ ସୁଦ୍ଧା ବିସ୍ତୃତ ରିପୋର୍ଟ ଦେବାକୁ ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ
ଭବିଷ୍ୟତରେ ଦୁର୍ଘଟଣା ରୋକିବାକୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ
ପ୍ରସ୍ତାବିତ ସୁରକ୍ଷା ପଦକ୍ଷେପଗୁଡ଼ିକର ରିପୋର୍ଟ ମଧ୍ୟ କମିଟିକୁ ପଠାଇବେ
ଜାନୁଆରୀ ୩୧ରେ ଗଞ୍ଜାମରେ ଟ୍ରକ୍ ଧକ୍କାରେ ୫ ଜଣଙ୍କ ମୃତ୍ୟୁ ହୋଇଥିଲା
High Drama in Assembly: ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ, ଧାନମଣ୍ଡି ସମସ୍ୟାକୁ ନେଇ ବିଜେଡି ଓ କଂଗ୍ରେସର ପ୍ରତିବାଦ

Illegal T20 World Cup Betting Den Unearthed: T 20 ବିଶ୍ବକପ ବେଟିଂ: ରାଉରକେଲାରେ ପୋଲିସର ରେଡ୍

Rajya Sabha Elections Scheduled for March 16: ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ, ପ୍ରେସ୍ ନୋଟ୍ ଜାରି କଲେ ECI

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)