Advertisment

Ganjam Road Tragedy Under Scanner: ଗଞ୍ଜାମ ସଡ଼କ ଦୁର୍ଘଟଣା: ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ ରାସ୍ତା ନିରାପତ୍ତା କମିଟି

ବ୍ରହ୍ମପୁର ହଳଦିଆପଦର ନିକଟ ଜାତୀୟ ରାଜପଥ ଉପରେ ହୋଇଥିବା ଦୁର୍ଘଟଣା ନେଇ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ ରାସ୍ତା ନିରାପତ୍ତା କମିଟି। ମାର୍ଚ୍ଚ ୫ ସୁଦ୍ଧା ବିସ୍ତୃତ ରିପୋର୍ଟ ଦେବାକୁ ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।

BRAMHAPUR_ACCIDENT

BRAMHAPUR_ACCIDENT Photograph: (OTV)

Advertisment

ଗଞ୍ଜାମ ଦୁର୍ଘଟଣା ପ୍ରସଙ୍ଗରେ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ। ବ୍ରହ୍ମପୁର ହଳଦିଆପଦର ନିକଟ ଜାତୀୟ ରାଜପଥ ଉପରେ ହୋଇଥିବା ଦୁର୍ଘଟଣା ନେଇ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ ରାସ୍ତା ନିରାପତ୍ତା କମିଟି। ମାର୍ଚ୍ଚ ୫ ସୁଦ୍ଧା ବିସ୍ତୃତ ରିପୋର୍ଟ ଦେବାକୁ ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।

Advertisment

ଭବିଷ୍ୟତରେ ଦୁର୍ଘଟଣା ରୋକିବାକୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରସ୍ତାବିତ ସୁରକ୍ଷା ପଦକ୍ଷେପଗୁଡ଼ିକର ରିପୋର୍ଟ ମଧ୍ୟ କମିଟିକୁ ପଠାଇବେ। ଜାନୁଆରୀ ୩୧ରେ ଗଞ୍ଜାମରେ ଟ୍ରକ୍  ଧକ୍କାରେ ୫ ଜଣଙ୍କ ମୃତ୍ୟୁ ହୋଇଥିଲା...

ଗଞ୍ଜାମ ଦୁର୍ଘଟଣା: ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ମାର୍ଚ୍ଚ ୫ ସୁଦ୍ଧା ବିସ୍ତୃତ ରିପୋର୍ଟ ଦେବାକୁ ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ

ଭବିଷ୍ୟତରେ ଦୁର୍ଘଟଣା ରୋକିବାକୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ

ପ୍ରସ୍ତାବିତ ସୁରକ୍ଷା ପଦକ୍ଷେପଗୁଡ଼ିକର ରିପୋର୍ଟ ମଧ୍ୟ କମିଟିକୁ ପଠାଇବେ

ଜାନୁଆରୀ ୩୧ରେ ଗଞ୍ଜାମରେ ଟ୍ରକ୍  ଧକ୍କାରେ ୫ ଜଣଙ୍କ ମୃତ୍ୟୁ ହୋଇଥିଲା

Supreme Court Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ