• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Ganjam

BJD Politics
ସମ୍ବଲପୁର ବିଜେଡିରେ ଫାଟ ଜଳଜଳ, ଗଞ୍ଜାମ ସ୍ଥିତି ବି ସଙ୍ଗୀନ !

ସମ୍ବଲପୁର ସହର ଭିତରେ ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ, ଜିଲ୍ଲା ସଭାପତି ସିଦ୍ଧାର୍ଥ ଦାସଙ୍କ ସମେତ ଅନେକ ନେତା ପ୍ରଣବଙ୍କୁ ସ୍ୱାଗତ କରିଥିଲେ।

Today Heavy Rain Alert To 7 Districts Of Odisha
ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷିବ ! ସତର୍କ କଲା ପାଣିପାଗ ବିଭାଗ...

ଗତ କିଛି ଦିନ ହେଲା ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ହେଲେ ଏହାରି ଭିତରେ ପୁଣି ଥରେ ବର୍ଷା ହେବା ସମ୍ଭାବନା ରହିଛି। 

Ganjam Road Mishap
ଚେତିଲା ପରିବହନ ବିଭାଗ; ବିବାହ ଉତ୍ସବରେ ଗାଡ଼ି ବ୍ୟବହାର ନେଇ ଖୁବଶୀଘ୍ର ଆସିବ ନୂଆ SOP

ରାଜ୍ୟରେ ପାଖାପାଖି ୧୬ ହଜାର ବସ୍ ଚଳାଚଳ କରୁଛି । ସେଥିମଧ୍ୟରୁ ୨ ହଜାର ସରକାରୀ ବସ୍ ହୋଇଥିବା ବେଳେ ପ୍ରାୟ ୧୪ ହଜାର ଘରୋଇ ବସ୍ । ଏହି ୧୪ ହଜାର ଘରୋଇ ବସ୍ ମଧ୍ୟରୁ ୨୫ ଭାଗ ବା ପ୍ରାୟ ୩ ହଜାର ୫ଶହ ବସ୍ ୧୫ ବର୍ଷରୁ ଅଧିକ ପୁରୁଣା ।

Jojanara Na Hariloot
ଟଙ୍କା ହଡ଼ପ୍‌ କରିବାର ନୂଆ ଫଣ୍ଡା ! ଯେଉଁଠି ପୋଖରୀ ନାହିଁ ସେଠି ଚାଲିଛି ପୁନରୁଦ୍ଧାର କାମ

ଯେଉଁଠି ପୋଖରୀ ନାହିଁ ସେଠି ପୋଖରୀର ପୁନରୁଦ୍ଧାର ନାଁରେ ଟଙ୍କା ହଡପ୍ ପାଇଁ ମସୁଧା। ଏକ ଗୋଚର ଜମିରେ ପୋଖରୀ ଥିବା ଦର୍ଶାଇ ତାର ପୁନରୁଦ୍ଧାର ପାଇଁ ଆସିଛି ୮ ଲକ୍ଷ ଟଙ୍କା ଅନୁଦାନ। ଯାହାକୁ ବିରୋଧ କରିଛନ୍ତି ଗଞ୍ଜାମ ଆସିକା ବ୍ଳକର ଆମ୍ବପୁଆ ଗ୍ରାମବାସୀ

Bus Tragedy
ବାହାବେଦୀ ପାଖରେ ଆଜି ବନ୍ଧା କୋକେଇ

ଲୁହରେ ଭିଜିଲା ଖଣ୍ଡଦେଉଳି ଗାଁ, ଏକାଠି ଜଳିଲା ୩ ଜୁଇ । ଅକସ୍ମାତ୍ ଅଫେରା ରାଇଜର ପଥିକ ହୋଇଗଲେ ୧୧ ଆତ୍ମିୟ ।

Bus Tragedy
ଦିଗପହଣ୍ଡି ବସ୍ ଟ୍ରାଜେଡି: ୨୫ ବର୍ଷର ଦଦରା ବସ୍‌ର ନଥିଲା ପରମିଟ୍, କମିତି ମିଳିଥିଲା ଫିଟନେସ୍ ?

ଦୁର୍ଘଟଣାକୁ ନେଇ ସ୍ତବ୍ଧ ରାଜ୍ୟ, ଚାଲିଛି କାରଣ ଖୋଜା । ଦୁର୍ଘଟଣାଗ୍ରସ୍ତ ଘରୋଇ ବସ୍‌ର ନଥିଲା ପରମିଟ୍ ।

Narendra Modi
ଦିଗପହଣ୍ଡି ଦୁର୍ଘଟଣା : ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି ପକ୍ଷରୁ ସହାୟତା ଘୋଷଣା ହୋଇଛି ।

accident
ଦିଗପହଣ୍ଡି ଦୁର୍ଘଟଣା : ପୂର୍ବତନ ସାଂସଦଙ୍କ ୧୧ ସମ୍ପର୍କୀୟ ମୃତ, ଗାଁରେ ଶୋକାକୁଳ ପରିବେଶ

ଦୁର୍ଘଟଣାରେ ପୂର୍ବତନ ସାଂସଦ ରେଣୁବାଳା ପ୍ରଧାନଙ୍କ ୧୧ ସମ୍ପର୍କୀୟଙ୍କ ମୃତ୍ୟୁ । ଖଣ୍ଡଦେଉଳି ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

accident
‘ମୁଁ ମରିଯାଇ ଥାଆନ୍ତି’.. ଡ୍ରାଇଭର୍‌ ବଖାଣିଲେ ଦୁର୍ଘଟଣାର ଲୋମଟାଙ୍କୁରା କାହାଣୀ

ଅଳ୍ପକେ ବର୍ତ୍ତିଛନ୍ତି ବସର ଡ୍ରାଇଭର୍ । କହିଲେ, ସିଏ ଖୁବ୍ ଜୋରରେ ଆଣି ଲେଫ୍ଟରୁ ପିଟିଲା ।

GanjamRoadMishap
ସହାୟତା ରାଶି ଘୋଷଣା; ମୃତକଙ୍କ ପରିବାରକୁ ମିଳିବ ୩ ଲକ୍ଷ

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବାବେଳେ ପ୍ରତି ମୃତକଙ୍କ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ଦିଆଯିବ ବୋଲି କୁହାଯାଇଛି ।

Ganjam Road Mishap
ଦିଗପହଣ୍ଡିରେ ଦୁଇ ବସ୍‌ ମୁହାଁମୁହିଁ ଧକ୍କା; ମୃତ୍ୟୁସଂଖ୍ୟା ୧୨କୁ ବୃଦ୍ଧି

ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁଡାରି ଠାରୁ ଭୁବନେଶ୍ୱର ଯାଉଥିବା OSRTC ବସ ଓ ବ୍ରହ୍ମପୁରରୁ ଏକ ଭୋଜି ପାଇଁ ଆସି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ ମଧ୍ୟରେ ଏହି ମୁହାଁମୁହିଁ ଧକ୍କା ହୋଇଛି ।

ganjam accident
ଦିଗପହଣ୍ଡିରେ ଭୟଙ୍କର ବସ୍‌ ଦୁର୍ଘଟଣା; ୧୦ ଜଣଙ୍କ ମୃତ୍ୟୁ

ଗୁଡ଼ାରି ଠାରୁ ଭୁବନେଶ୍ୱର ଯାଉଥିବା OSRTC ବସ ଓ ବ୍ରହ୍ମପୁରରୁ ଏକ ଭୋଜି ପାଇଁ ଆସି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ ମଧ୍ୟରେ ଏହି ମୁହାଁମୁହିଁ ଧକ୍କା ହୋଇଛି ।

Fish farmers
ଭୟଙ୍କର ! ସକାଳେ ଫକଫକ ଖେଳୁଥିଲେ, ସଂଧ୍ୟାରେ ମରି ପଡିଲେ

ଏମିତି କେମିତି ହେଲା? ସକାଳେ ଫକ୍‌ଫକ୍‌ କିନା ଡେଉଁଥିଲେ, ସଂଧ୍ୟାରେ ମରିପଡିଲେ । ଆଖି ସାମ୍ନାରେ ଚାଷ ଉଜୁଡିଯିବାରୁ ପୋଖରୀ ହୁଡାରେ ବସି ଭୋ ଭୋ କାନ୍ଦିଲେ ଚାଷୀ ।

Today Heavy Rain Alert To 8 Districts Of Odisha
ଖୁବ୍‌ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ ! ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।

‘Chhera Pahanra’ ritual of sibling deities’ in Ganjam
ଗଞ୍ଜାମ ଧରାକୋଟ, ଯାଜପୁର ଗଡ଼ ମଧୁପୁରରେ ରାଣୀଙ୍କ ରଥଯାତ୍ରା

ଯାଜପୁର ଧର୍ମଶାଳା ବ୍ଲକ ଗଡ଼ ମଧୁପୁରରେ ଛେରା ପହଁରା କରିଛନ୍ତି ରାଜଜେମା ଅପର୍ଣ୍ଣା ଧିରସିଂ। ଗତ ୧୫ ବର୍ଷ ଧରି ସେ ଛେରା ପହଁରା କରୁଛନ୍ତିା

murder
ଚାଞ୍ଚଲ୍ୟ : ପୂର୍ବତନ ସରପଞ୍ଚଙ୍କୁ କାର୍ ମଡ଼ାଇ ହତ୍ୟା !

ବୁଲେଟରେ ଫେରୁଥିବା ବେଳେ ଜଣେ ସ୍ଥାନୀୟ ଯୁବକ ମାରିଥିବା ଅଭିଯୋଗ ।

Yojna
ମୂଳରୁ ପୋଖରୀ ନାହିଁ...ପୁନରୁଦ୍ଧାର ନାଁରେ ବିଲ୍‌ ହେଲା ୮ ଲକ୍ଷ

ପଡିଆକୁ କରିଦେଲେ ପୋଖରୀ, ଲୁଟି ନେଲେ ୮ ଲକ୍ଷ ଟଙ୍କା । ସତ ଜାଣିବା ପରେ ଗାଁ ଲୋକ କଲେ ବିରୋଧ।

Mirror writing gives new identity to vegetable seller in Ganjam
ଅଜବ ଖିଆଲି ମଣିଷ; ଓଲଟାରେ ନିର୍ଭୁଲ ଓଡ଼ିଆ ଲେଖି ଚର୍ଚ୍ଚାରେ ବିଜୟ

ଲେଖା ଓଲଟା ହେଲେ ବି ଅକ୍ଷର, ବନାନ କିମ୍ବା ଭାବ କି ଭାଷା ଦୃଷ୍ଟିରୁ ସମ୍ପୂର୍ଣ୍ଣ ନିର୍ଭୁଲ ଥାଏ । ତାଙ୍କ ଲେଖା ପଢ଼ିବାକୁ ହେଲେ ଟିକେ ଅକଲ ଖର୍ଚ୍ଚ କରିବାକୁ ପଡ଼େ ।

Jojanara Na hariloot
ଚାଷୀଙ୍କ ଜମିରେ ମାଟି ମୁଠାଏ ପଡିନି, ଉନ୍ନତୀକରଣ ନାଁରେ ଲକ୍ଷ ଲକ୍ଷ ହଡପ୍‌

ଗଞ୍ଜାମ ଭଂଜନଗର ବ୍ଲକ ମୁଦୁଲିପଲ୍ଲୀ ପଞ୍ଚାୟତରେ ଚାଷୀମାନଙ୍କ ଜମିର ଉନ୍ନତୀକରଣ ପାଇଁ ୨୦୨୨-୨୩ ଆର୍ଥିକ ବର୍ଷରେ ଆସିଥିଲା ୧୫ ଲକ୍ଷ ଟଙ୍କା ଅନୁଦାନ।

Elderly couple
ବାପା ଚାକିରି ଦେଇଥିଲେ : ଘରେ ଏକୁଟିଆ ଛାଡ଼ି ପୁଅ ପଳେଇଲା

ନିଜେ ଚାକିରି ଛାଡି ପୁଅକୁ ଦେଇଥିଲେ ଚାକିରି । ଭାବିଥିଲେ ବୁଢା ବୟସରେ ସେବା କରିବ...ଯତ୍ନ ନେବ । ହେଲେ ଏବେ ବୁଢା ବାପା-ମାଆଙ୍କୁ ଘରେ ଛାଡି ପଳେଇଗଲେ ତିନି ପୁଅ ବୋହୂ । କହୁଛନ୍ତି ସବୁଦିନ ବୁଢାବୁଢୀଙ୍କୁ ଘରେ ରଖିବ କିଏ ?

Today Rain Alert For 7 Districts Of Odisha
ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୩ ଘଣ୍ଟା ପାଇଁ ୭ ଜିଲ୍ଲାବାସୀ ସତର୍କ ରୁହନ୍ତୁ...

ଆଜି ୭ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ ଜିଲ୍ଲାକୁ ଆଲର୍ଟ କରାଯାଇଛି।

Odisha Power Cut
ବିଜୁଳି ଯନ୍ତ୍ରଣାରେ ଛଟପଟ ସାରା ରାଜ୍ୟ, ଶକ୍ତିମନ୍ତ୍ରୀଙ୍କ ସଭାରେ ବି କଟିଲା ଲାଇନ

ସଂସ୍କୃତି ମନ୍ତ୍ରୀଙ୍କ ଘରେ ବିଜୁଳି ଗାଏବ । ଟାଟା ପାୱାର ଅଫିସରେ ବି ବିଜୁଳି ବିଭ୍ରାଟ ।

Heatwave To Continue In Odisha For Next Two Days
ସତର୍କ ସୂଚନା- ଆବଶ୍ୟକ ନଥିଲେ ଏହି ସମୟରେ ଘରୁ ବାହାରନ୍ତୁ ନାହିଁ

ଆସନ୍ତା ୨ ଦିନ ରାଜ୍ୟରେ ଅତ୍ୟଧିକ ଗ୍ରୀଷ୍ଣ ପ୍ରବାହ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ହିଟ୍ ୱେଭ୍ ସତର୍କତା ଜାରି କରିଛି। ଆଜି ପାଇଁ ୧୨ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି।

Elderly beneficiaries allege irregularities in pension distribution
ବୟସର ଅପରାହ୍ନରେ ଭତ୍ତା ପାଇଁ ହୀନସ୍ତା: ପଂଚାୟତରୁ ବ୍ଲକ ଅଫିସ, ଦୌଡି ଦୌଡି ନୟାନ୍ତ

ବୁଢା ବୁଢୀ ବୟସରେ ସରକାରୀ ସହାୟତା ପାଇଁ ଅନାଇ ରହିଛନ୍ତି ଅନେକ ହିତାଧିକାରୀ। ଏବେ ଅପେକ୍ଷା କେବେ ଏମାନଙ୍କୁ ଭତ୍ତା ମିଳୁଛି।

Auto
ଅଟୋ ନୁହେଁ କାର୍‌ : ଲାଗିଛି କୁଲର...ଚାଲୁଛି ଟିଭି

ଆରେ ୱା ! ଇଏ ଅଟୋ ନାଁ ଆଉ କଣ? ସିଟ୍‌ ପୂରା କାର୍‌ ପରି...ପୁଣି ଲାଗିଛି ଟିଭି ସହିତ କୁଲର । ଖରାବେଳିଆ ଥଣ୍ଡାଥଣ୍ଡା କୁଲକୁଲ ହୋଇ ଯାତ୍ରା କରୁଛନ୍ତି ଯାତ୍ରୀ...ଓଲା ଉବର ପରି ପୂର୍ବରୁ କରିବାକୁ ପଡୁଛି ବୁକ୍‌