ଗଞ୍ଜାମ ଭଂଜନଗର ବ୍ଲକ ମୁଦୁଲିପଲ୍ଲୀ ପଞ୍ଚାୟତରେ ଚାଷୀମାନଙ୍କ ଜମିର ଉନ୍ନତୀକରଣ ପାଇଁ ୨୦୨୨-୨୩ ଆର୍ଥିକ ବର୍ଷରେ ଆସିଥିଲା ୧୫ ଲକ୍ଷ ଟଙ୍କା ଅନୁଦାନ।
ନିଜେ ଚାକିରି ଛାଡି ପୁଅକୁ ଦେଇଥିଲେ ଚାକିରି । ଭାବିଥିଲେ ବୁଢା ବୟସରେ ସେବା କରିବ...ଯତ୍ନ ନେବ । ହେଲେ ଏବେ ବୁଢା ବାପା-ମାଆଙ୍କୁ ଘରେ ଛାଡି ପଳେଇଗଲେ ତିନି ପୁଅ ବୋହୂ । କହୁଛନ୍ତି ସବୁଦିନ ବୁଢାବୁଢୀଙ୍କୁ ଘରେ ରଖିବ କିଏ ?
ଆଜି ୭ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ ଜିଲ୍ଲାକୁ ଆଲର୍ଟ କରାଯାଇଛି।
ସଂସ୍କୃତି ମନ୍ତ୍ରୀଙ୍କ ଘରେ ବିଜୁଳି ଗାଏବ । ଟାଟା ପାୱାର ଅଫିସରେ ବି ବିଜୁଳି ବିଭ୍ରାଟ ।
ଆସନ୍ତା ୨ ଦିନ ରାଜ୍ୟରେ ଅତ୍ୟଧିକ ଗ୍ରୀଷ୍ଣ ପ୍ରବାହ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ହିଟ୍ ୱେଭ୍ ସତର୍କତା ଜାରି କରିଛି। ଆଜି ପାଇଁ ୧୨ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି।
ବୁଢା ବୁଢୀ ବୟସରେ ସରକାରୀ ସହାୟତା ପାଇଁ ଅନାଇ ରହିଛନ୍ତି ଅନେକ ହିତାଧିକାରୀ। ଏବେ ଅପେକ୍ଷା କେବେ ଏମାନଙ୍କୁ ଭତ୍ତା ମିଳୁଛି।
ଆରେ ୱା ! ଇଏ ଅଟୋ ନାଁ ଆଉ କଣ? ସିଟ୍ ପୂରା କାର୍ ପରି...ପୁଣି ଲାଗିଛି ଟିଭି ସହିତ କୁଲର । ଖରାବେଳିଆ ଥଣ୍ଡାଥଣ୍ଡା କୁଲକୁଲ ହୋଇ ଯାତ୍ରା କରୁଛନ୍ତି ଯାତ୍ରୀ...ଓଲା ଉବର ପରି ପୂର୍ବରୁ କରିବାକୁ ପଡୁଛି ବୁକ୍
ପ୍ରବଳ ଖରା ଓ ଝାଂଜି ପବନ ହେଉଥିବାରୁ ଦେଶୀ ଯୁଗାଡ଼ରେ ଅଟୋରେ କୁଲର୍ ଲଗାଇଛନ୍ତି ଜିତେନ୍ଦ୍ର ।
ସାଇକେଲ୍ରେ ପ୍ଲା କାର୍ଡ...ବହୁରୂପୀର ବେଶ । ଗାଁ କୁ ଗାଁ ବୁଲିବୁଲି ଲୋକଙ୍କୁ ତମାଖୁ ନଖାଇବାକୁ ଦେଉଛନ୍ତି ପରାମର୍ଶ
ନିଖୋଜ ପ୍ରଜ୍ଞାରାଣୀ ତ୍ରିପାଠୀଙ୍କ ମୃତଦେହ ବି ଉଦ୍ଧାର ହୋଇଛି ।
ଆସନ୍ତା ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଓ ବଜ୍ରପାତ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଗଞ୍ଜାମ ବିଜେପି ଫାଟ ପଛରେ ରହିଛି କି ବିଜେଡି ? ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ବିଜେଡିର ଡିଭାଇଡ୍ ଆଣ୍ଡ ରୁଲ୍ ପଲିସି । ବିଜେପିର ଶକ୍ତିବୃଦ୍ଧିକୁ ଚେକ୍ ଦେବାକୁ ଗେମ୍ ପ୍ଲାନ୍ ! ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବ୍ରହ୍ମପୁର ଗସ୍ତବେଳେ ଗଞ୍ଜାମ ଜିଲ୍ଲା ସଭାପତି ବିଭୁତି ଜେନାଙ୍କୁ କାଳିମାଡ଼ ।
ହଟଚମଟ ଗୋପାଳପୁର ପଲିଟିକାଲ ମୈଦାନ। ବିଜେଡିରୁ ବହିଷ୍କୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କିଏ ଓ କେମିତି ଦେବେ ଚେକ୍, ବିଜେଡି ଚଳାଇଛି ଗୋଟି ଚାଳନା।
ଦୁଃଖ ଏମିତି ବି ଆସେ ! ଦାଦନ ଖଟିବାକୁ ଯାଇଥିଲା ପୁଅ, ଚାଲିଗଲା ଜୀବନ । ମାଆ ପାଖରେ ଖବର ପହଞ୍ଚିବା ପରେ ମୁଣ୍ଡ ବାଡେଇ ବାଡେଇ କାନ୍ଦୁଛି । ଚେତାଶୂନ୍ୟ ସ୍ତ୍ରୀ...
ଯୁକ୍ତିତର୍କ ପରେ ଝଗଡା... ଆଉ ତା’ପରେ ହତ୍ୟା । ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ ।
ଆଦିବାସୀ ଭୋଟ୍ ନେବାକୁ ବି ଷ୍ଟ୍ରାଟେଜି ରହିଥିବା ଚର୍ଚ୍ଚା । ବିଜେଡି ସରକାରଙ୍କୁ କଡ଼ା ସମାଲୋଚନା କଲେ ବିରୋଧୀ । ଏଭଳି ମନ୍ତ୍ରିମଣ୍ଡଳ ପୁନର୍ଗଠନ କୌଣସି ପ୍ରଭାବ ପଡ଼ିବନି କହିଲେ ବିରୋଧୀ ।
ବରଗଡ଼ ଓ ବଲାଙ୍ଗିରରେ ଖୋଲାଖୋଲି ଅସନ୍ତୋଷ । ବରଗଡ଼ ଓ ବଲାଙ୍ଗିର ବିଜେଡି ଯୁବ ସଭାପତିଙ୍କ ଅସନ୍ତୋଷ ।
ଖାପ୍ ପଞ୍ଚାୟତ, କଙ୍ଗାରୁ କୋର୍ଟ, ଭିଡ଼ ହିଂସା...। ଏସବୁର କେବେ ଘଟିବ ଅନ୍ତ? ଆଧୁନିକ ସମାଜରେ ମଧ୍ୟଯୁଗୀୟ ବର୍ବରତା ବଞ୍ଚି ରହିବାର କାରଣ କଣ?
ସାମାନ୍ୟ ଚୋରି ଅଭିଯୋଗରେ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ଅତି ନୃଶଂସ ଆକ୍ରମଣ କରି ହତ୍ୟା କରାଯାଇଛି । ଗଂଜାମ ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଏପର୍ଯ୍ୟନ୍ତ ଗିରଫ ହୋଇଛନ୍ତି ୭ ଅଭିଯୁକ୍ତ ।
ଦଳୀୟ ଗୋଷ୍ଠୀ କନ୍ଦଳ ଓ ଜିଲ୍ଲାରେ ନେତୃତ୍ୱବିହୀନ ସ୍ଥିତି ! ଚର୍ଚ୍ଚାରେ ପ୍ରଦୀପ ପାଣିଗ୍ରାହୀଙ୍କ ଅରେଞ୍ଜ ରିଭୋଲୁସନ୍ ମନ୍ତବ୍ୟ
ବାପା-ମାଆ ଥିବେ ଯାହାର, ଚିନ୍ତା ନାହିଁ ତାଙ୍କର । ଜନ୍ମରୁ ପୁଅ-ଝିଅ ଦିବ୍ୟାଙ୍ଗ...ହେଲେ ହତାଦର କରୁନାହାନ୍ତି ବାପା-ମାଆ । ଭେଣ୍ଡିଆ ପୁଅର ଯତ୍ନ ନେଉଛନ୍ତି, ସ୍ନେହ ଆଦର କରି ଖୁଆଇ ଦେଉଛନ୍ତି । ପୁଣି ଘର ଚଳେଇବା ଲାଗି ପର ଦୁଆରେ ମାଟି ହାଣୁଛନ୍ତି
ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଥିବା ବିକ୍ରମ କେଶରୀ ଆରୁଖଙ୍କ ରାଜନୈତିକ ଜୀବନ ଥିଲା ବେଶ ସଫଳତା। ଛାତ୍ର ଜୀବନରୁ ତାଙ୍କର ରାଜନୀତି ପ୍ରତି ଆଗ୍ରହ ଥିଲା। ତାଙ୍କ ସାଂଗଠନିକ ଦକ୍ଷତା ବିଜୁବାବୁଙ୍କୁ କରିଥିଲା ପ୍ରଭାବିତ। ଆଉ ତା’ ପରେ…
ଭଗବାନ କୋଳକୁ ସନ୍ତାନ ସିନା ଦେଇଛନ୍ତି ହେଲେ ଏମିତି ଅବସ୍ଥାରେ, ଯେଉଁମାନେ କିଛି ଜାଣନ୍ତି ନାହିଁ କି ବୁଝନ୍ତି ନାହିଁ ।
ଆଇନର ପଞ୍ଝା ସଶକ୍ତ ହୋଇଥିବା ସତ୍ୱେ ସମାଜରୁ ଏବେ ବି ଲୋପ ପାଇନି ସାମାଜିକ ବାସନ୍ଦ ଭଳି କୁପ୍ରଥା।
ଭିନ୍ନ ଭିନ୍ନ କାରଣରୁ ଭତ୍ତା ପାଇଁ କେମିତି ହିନସ୍ତା ହେଉଛନ୍ତି ହିତାଧିକାରୀ, ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଛି ପୁଳାପୁଳା ଚିତ୍ର । ଗଞ୍ଜାମ, ଯାଜପୁର, କନ୍ଧମାଳରେ ଯୁଆଡ଼େ ନଜର ପକାଇବ, ଭତ୍ତା ପାଇଁ ହିନସ୍ତା ଭୋଗୁଛନ୍ତି ହିତାଧିକାରୀ । ଯାଜପୁର ବିଂଝାରପୁର ବ୍ଲକ ଦୁଆରିପାଟଣା ଗାଁର କାଳୀ ଜେନା ।