• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Ganjam

Rainfall Likely Continue In Odisha Till October 9 
୯ ଯାଏ ବର୍ଷିବ ! ପ୍ରବଳ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲାକୁ ସତର୍କ ସୂଚନା

ବର୍ଷା ଲାଗି ରହିବାରୁ ଦଶହରା ଓ ଭସାଣି ଉତ୍ସବ ଫିକା ପଡ଼ିଥିବା ବେଳେ ଆସନ୍ତା ୯ ତାରିଖ ଯାଏ ବର୍ଷା ଲାଗି ରହିବ। ଅର୍ଥାତ୍‌ ଗଜଲକ୍ଷ୍ନୀ ପୂଜାରେ କିଛି ସ୍ଥାନରେ ବର୍ଷା ହୋଇପାରେ।

Theft
ବିଶ୍ୱାସଘାତକ ଡ୍ରାଇଭର ! ମାଲିକକୁ ଭୁଆଁ ବୁଲାଉଥିଲା, ଏବେ ନିଜେ ଖାଲରେ ପଡ଼ିଲା

ବିଶ୍ୱାସଘାତକ ସାଜିଲା ଡ୍ରାଇଭର କାହ୍ନୁ କୁମାର ଚୌଧୁରୀ । ଯିଏ କି ମାଲିକର ବିଶ୍ୱାସରେ ବିଷ ଦେଇ ପିକଅପ୍‌ ଭ୍ୟାନକୁ ଚୋରି କରିବାକୁ କରିଥିଲା ଉଦ୍ୟମ ।

Rain Forecast During Durga Puja
ପୂଜା ମଉଜକୁ ଫିକା କରିବ ବର୍ଷା ! କାଲିଠୁ ଅଷ୍ଟମୀ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨ ତାରିଖରୁ ଅର୍ଥାତ୍‌ ମହାସପ୍ତମୀରୁ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

Special story
ଅଫିସ ଭିତରେ ମଦ ପିଉଛନ୍ତି ଅଫିସର : ଫଟୋ ଭାଇରାଲ୍ ହେବାପରେ ରାଣ ଖାଇଲେ

ସ୍ୱାସ୍ଥ୍ୟ ବିଭାଗର ଜଣେ ଅଧିକାରୀ ଅଫିସ ଭିତରେ ମଦ ପିଇବାର ଫଟୋ ଏବେ ଭାଇରାଲ୍ ପରେ ସେ ନିଜକୁ ନିର୍ଦ୍ଦୋଷ ସାବ୍ୟସ୍ତ କରିବା ପାଇଁ ରାଣ ଖାଇଛନ୍ତି ।

In Laws Shun Last Rites Of Woman In Ganjam
ବଞ୍ଚିଥିବା ବେଳେ ପଚାରିଲେନି, ମୃତ୍ୟୁ ପରେ ଶବକୁ କାନ୍ଧ ବି ଦେଲେନି

ବିଷ ପିଇ ପ୍ରାଣ ହରାଇଥିବା ମହିଳାଙ୍କ ମୃତଦେହକୁ କାନ୍ଧ ଦେଲେନି ଶ୍ୱଶୁର ଘର ଲୋକେ। ଶେଷରେ ବାଧ୍ୟ ହୋଇ ବାପା ଘର ଲୋକେ ମୃତ ଝିଅର ଶବ ସତ୍କାର କରିଥିଲେ। 

Pradeep Panigrahi
ସରଗରମ ଗଞ୍ଜାମ ରାଜନୀତି ! ପ୍ରଦୀପଙ୍କୁ କାଉଣ୍ଟର କରି ବିଜେଡିର ମିଶ୍ରଣ ପର୍ବ, ମୁହଁ ଖୋଲିଲେନି ଗୋପବନ୍ଧୁ

ଗଞ୍ଜାମ ରାଜନୀତି ଧିରେ ଧିରେ ଗୋଳିଆ ହେଉଥିବା ବେଳେ ଏଥିରୁ ଫାଇଦା ଉଠାଇବା ଚକ୍କରରେ ରହିଛି ଆମ୍ ଆଦମୀ ପାର୍ଟି ।

mid day meal
ଭୋକରେ ଆଉଟୁ ପାଉଟୁ ସ୍କୁଲ୍‌ ପିଲା; ମଧ୍ୟାହ୍ନ ଭୋଜନ ବଦଳରେ ୫ ଟଙ୍କିଆ ବିସ୍କୁଟ ଦେଇ ଶିକ୍ଷକ ଛୁ...

ବାଃ ବାଃରେ ସରକାରୀ ସ୍କୁଲ। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଭାତ, ଡାଲମା ଓ ଅଣ୍ଡା ବଦଳରେ ମିଳୁଛି ୫ ଟଙ୍କିଆ ବିସ୍କୁଟ। ଅଧାଦିନ ଖାଇବା ପାଇଁ ବି ମିଳୁନି। ଖରାବେଳେ ସ୍କୁଲରେ ତାଲା ଠୁଙ୍କି ପଳାଉଛନ୍ତି ଶିକ୍ଷକ ଓ ଶିକ୍ଷୟିତ୍ରୀ।

Attack On District Council Member Of Ganjam
ଗାଡ଼ି ଅଟକାଇ ଜିଲ୍ଲା ପରିଷଦ ସଭ୍ୟଙ୍କୁ ମରଣାନ୍ତକ ଆକ୍ରମଣ

ବୁଗୁଡ଼ା ବ୍ଲକ ୪୨ ନମ୍ବର ଜିଲ୍ଲା ପରିଷଦ ସଭ୍ୟ ଗଙ୍ଗପାଣି ଜେନାଙ୍କୁ କିଛି ଅଜଣା ଦୁର୍ବୃୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। 

Special story
ସ୍ୱାମୀଙ୍କ ମୃତ୍ୟୁ ପରେ ବେସାହାରା ଚାରି ପ୍ରାଣୀ : ଖାଇବା ତ ଦୂର କଥା, ରହିବାକୁ ଘର ଖଣ୍ଡେ ବି ନାହିଁ

ଗଂଜାମ ଜଗନ୍ନାଥପ୍ରସାଦ କୁଡୁତାଇ ଗାଁର ଘଟଣା, ପିଲାଙ୍କ ପାଠପଢା ଓ ଘର ଖଣ୍ଡେ ପାଇଁ ନିବେଦନ

Ganjam family In trouble
ଟେଲରିଂ କରି ଘର ଚଳାଉଥିଲେ ସୁରେନ୍ଦ୍ର, ଜ୍ୱରରେ ଚାଲିଗଲା ଜୀବନ ! ଏବେ ପୁରା ପରିବାର ଅସହାୟ

ଘରେ ଏକମାତ୍ର ରୋଜଗାରିଆ ଥିଲେ ସ୍ୱାମୀ ନରେନ୍ଦ୍ର ନାୟକ । ସେ ଚାଲିଯିବା ପରେ ମୁଣ୍ଡ ଉପରେ ଛାତ ନାହିଁ କି ପେଟକୁ ଦାନା ନାହିଁ ।

Mob Barges Into Police Station After Breaking Open Gate And Thrashes Police Officials
ମହଙ୍ଗା ପଡ଼ିଲା ରାତି ଅଧିଆ ରେଡ୍‌, ପୋଲିସ୍‌କୁ ତଳେ ପକାଇ ଖୋବି ଚାଲିଲେ...

ଥାନାରେ ପଶି ଉତ୍ତ୍ୟକ୍ତ ଲୋକ ପୋଲିସ୍‌କୁ ନିସ୍ତୁକ ମାଡ଼ ମାରିଛନ୍ତି। ଏପରିକି ତଳେ ପକାଇ ପୋଲିସ୍‌କୁ ମାଡ଼ ମାରିଥିବା ଦେଖିବାକୁ ମିଳିଛି। ପୋଲିସ୍‌ର ରାତି ଅଧିଆ ଚଢଉକୁ ବିରୋଧ କରି ଲୋକଙ୍କ ଆକ୍ରୋଶ ବଢ଼ିଥିଲା।

Superstition
୭୦ ବର୍ଷ ହେଲା ବାସନ୍ଦ ହୋଇଛନ୍ତି, ହେଲେ କାରଣ କ’ଣ ? କାହାକୁ ଜଣାନାହିଁ !

ବାସନ୍ଦ ଯୋଗୁଁ ଆଖପାଖ ଗାଁରେ ନିଜ ଜାତିରେ ପୁଅ-ଝିଅ ବାହା ଦେଇ ପାରୁନାହାନ୍ତି କି ବୈବାହିକ ସଂପର୍କ ସ୍ଥାପନ କରିପାରୁ ନାହାନ୍ତି ।

Lovers Death
ଜଙ୍ଗଲରେ ଝୁଲିଛି ପ୍ରେମୀଯୁଗଳଙ୍କ ମୃତଦେହ

ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଦୁବୁଲୁଣ୍ଡା-ମରେଇପାଟ ଗାଁ ନିକଟ ଜଙ୍ଗଲରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।

Lady Kill Self
ସହିପାରିଲେନି ଯୌତୁକ ନିର୍ଯାତନା, ଥାନା ଆଗରେ ବିଷ ପିଇଲେ ମହିଳା

ଗଞ୍ଜାମ ଜିଲା ଛତ୍ରପୁର ଥାନା ଆଗରେ ପୁଣି ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ।

Villagers spend sleepless nights to ward off thieves & robbers
ଚୋର ପାଇଁ ରାତି ରାତି ଉଜାଗର: ଯାହାକୁ ଦେଖିବ ତା’ ହାତରେ ଠେଙ୍ଗା, ବାଡ଼ି..

୧୫ ଦିନ ହେଲା ସାରା ରାତି ଅନିଦ୍ରା ରହୁଛନ୍ତି ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଅଧୀନ ବିଭିନ୍ନ ଗାଁର ଲୋକ। ଚୋର ଧରିବାକୁ ରାତି ଉଜାଗର ହେବାକୁ ପଡ଼ୁଛି। 

Elderly Man Killed In Ganjam
ମାରିକି ମାଟି ତଳେ ପୋତି ଦେଲେ, ଧରାପଡ଼ିବା ପରେ...

ଜଣେ ବୃଦ୍ଧଙ୍କ ମୃତଦେହ ମାଟିତଳୁ ଉଦ୍ଧାର ହୋଇଛି। ୩ ଦିନ ପୂର୍ବେ ବୃଦ୍ଧଙ୍କୁ ଗୁଣି ସନ୍ଦେହରେ କିଛି ବ୍ୟକ୍ତି ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। 

Ganjam
OTV Impact: ଜୀବନକୁ ବାଜି ଲଗାଇ ପାର ହେଉଥିଲେ ନଦୀ, ପୋଲ ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ଜାମୁଗଣ୍ଡ ଉପରେ ଗୋଟିଏ ଲୁହା ପୋଲ ନିର୍ମାଣ ପାଇଁ ପଦକ୍ଷେପ ନିଆଯାଉଛି ବୋଲି ଗଞ୍ଜାମ ଜିଲ୍ଲାପାଳ କହିଛନ୍ତି ।

School Students
ପ୍ରଖର ନଈ ସୁଅରେ ସ୍କୁଲ ପିଲାଙ୍କ ବିପଜ୍ଜନକ ଯାତ୍ରା

ଡିଇଓଙ୍କଠୁ ଗଣଶିକ୍ଷାମନ୍ତ୍ରୀ, ସମସ୍ତେ କହୁଛନ୍ତି ତଦନ୍ତ ହେବ । ମହେନ୍ଦ୍ରତନୟାରେ ପୋଲଟିଏ ହେଉନଥିବାରୁ ହଟୁନି ଦୁର୍ଦ୍ଦଶା ।

Sulakhyana
ଧରାକୋଟର ନିଆରା ବାହୁଡ଼ା ଯାତ୍ରା, ଏକାଦଶୀରେ ଟଣାଯାଏ ରଥ

ରାଣୀ ସୁଶ୍ରୀ ସୁଲକ୍ଷଣା ଗୀତାଞ୍ଜଳି ଦେବୀ କଲେ ଛେରାପହଁରା । ୨ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଲୋକଙ୍କ ଭିଡ଼ ।

Amogha
ଜାତୀୟ ସଡ଼କ ସୁରକ୍ଷା ମହୋତ୍ସବ ୨୦୨୨, ଶ୍ରେଷ୍ଠ ୪୦ ଚଳଚିତ୍ରରେ ହିଞ୍ଜିଳିକାଟୁର ଫିଲ୍ମ ଅମୋଘ

୬ଟି ଭାଷାରେ ଦେଶର ୨୬୦ ଚଳଚିତ୍ର ହୋଇଥିଲା ପ୍ରଦର୍ଶିତ । ହିଞ୍ଜିଳିକାଟୁ ନୃତ୍ୟମ ଗବେଷଣା କେନ୍ଦ୍ର ନିର୍ମାଣ କରିଛି ଫିଲ୍ମ ।

deadbody
ବୋହୂର କାଠଫାଳିଆ ମାଡ଼ରେ ଶ୍ୱଶୁର ମୃତ

ପାରିବାରିକ କଳହରୁ କିଶୋରଚନ୍ଦ୍ରପଲ୍ଲୀ ଗାଁରେ ଅଭାବନୀୟ ଘଟଣା । ଘଟଣାସ୍ଥଳରେ ପହଞ୍ଚି ଆସିକା ଥାନା ପୋଲିସର ତଦନ୍ତ ।

Ganjam
ବିଗିଡ଼ୁଛି ଗଞ୍ଜାମ ସ୍ଥିତି, ରାଜନୈତିକ ଆକ୍ରୋଶରୁ ଗଲାଣି ୧୨ ଜଣଙ୍କ ଜୀବନ

ଗଞ୍ଜାମ ଜିଲାରେ ଘଟୁଥିବା ଏସବୁ ହତ୍ୟାକାଣ୍ଡ ଏବେ ପୋଲିସର ନିଦ ହଜାଇ ଦେଇଛି । ଜିଲ୍ଲାବାସୀ ବି ଚିନ୍ତାରେ ।

Parents Beg To Finance Treatment
ଭେଣ୍ଡିଆ ପୁଅର ଚିକିତ୍ସା ପାଇଁ ଭିକ ମାଗୁଛନ୍ତି ବାପା ମାଆ

ପୁଅକୁ ବଞ୍ଚାଇବା ପାଇଁ ଭିକ ମାଗୁଛନ୍ତି ବାପା-ମାଆ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଦେଖିବାକୁ ମିଳିଛି ଏଭଳି ହୃଦୟବିଦାରକ ଦୃଶ୍ୟ ।

Accident
ଓଲଟିଲା ଭ୍ୟାନ୍‌; ୧୬ ଆହତ, ୪ ଗୁରୁତର

ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ଭୂତପଙ୍କାଳ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଓଲଟି ପଡ଼ିବାରୁ ୧୬ ଜଣ ଆହତ ହୋଇଛନ୍ତି।

Kalinga Ghati
କାଳ ହେଲା କଳିଙ୍ଗା ! ଏଣିକି ବାହାର ଗାଡ଼ିକୁ ଘାଟି ରାସ୍ତା ଦେଇ ଯିବା ମନା

ବିଲମ୍ବିତ ରାତିରେ ଦୁର୍ଘଟଣା ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲେ ଭଞ୍ଜନଗର ଓ ଜି.ଉଦୟଗିରି ପୋଲିସ । ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ପହଞ୍ଚି ବସ୍‌ରୁ ଜଣକ ପରେ ଜଣେ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ।