ବାସନ୍ଦ ଯୋଗୁଁ ଆଖପାଖ ଗାଁରେ ନିଜ ଜାତିରେ ପୁଅ-ଝିଅ ବାହା ଦେଇ ପାରୁନାହାନ୍ତି କି ବୈବାହିକ ସଂପର୍କ ସ୍ଥାପନ କରିପାରୁ ନାହାନ୍ତି ।
ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଦୁବୁଲୁଣ୍ଡା-ମରେଇପାଟ ଗାଁ ନିକଟ ଜଙ୍ଗଲରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର।
ଗଞ୍ଜାମ ଜିଲା ଛତ୍ରପୁର ଥାନା ଆଗରେ ପୁଣି ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ।
୧୫ ଦିନ ହେଲା ସାରା ରାତି ଅନିଦ୍ରା ରହୁଛନ୍ତି ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଅଧୀନ ବିଭିନ୍ନ ଗାଁର ଲୋକ। ଚୋର ଧରିବାକୁ ରାତି ଉଜାଗର ହେବାକୁ ପଡ଼ୁଛି।
ଜଣେ ବୃଦ୍ଧଙ୍କ ମୃତଦେହ ମାଟିତଳୁ ଉଦ୍ଧାର ହୋଇଛି। ୩ ଦିନ ପୂର୍ବେ ବୃଦ୍ଧଙ୍କୁ ଗୁଣି ସନ୍ଦେହରେ କିଛି ବ୍ୟକ୍ତି ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା।
ଜାମୁଗଣ୍ଡ ଉପରେ ଗୋଟିଏ ଲୁହା ପୋଲ ନିର୍ମାଣ ପାଇଁ ପଦକ୍ଷେପ ନିଆଯାଉଛି ବୋଲି ଗଞ୍ଜାମ ଜିଲ୍ଲାପାଳ କହିଛନ୍ତି ।
ଡିଇଓଙ୍କଠୁ ଗଣଶିକ୍ଷାମନ୍ତ୍ରୀ, ସମସ୍ତେ କହୁଛନ୍ତି ତଦନ୍ତ ହେବ । ମହେନ୍ଦ୍ରତନୟାରେ ପୋଲଟିଏ ହେଉନଥିବାରୁ ହଟୁନି ଦୁର୍ଦ୍ଦଶା ।
ରାଣୀ ସୁଶ୍ରୀ ସୁଲକ୍ଷଣା ଗୀତାଞ୍ଜଳି ଦେବୀ କଲେ ଛେରାପହଁରା । ୨ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଲୋକଙ୍କ ଭିଡ଼ ।
୬ଟି ଭାଷାରେ ଦେଶର ୨୬୦ ଚଳଚିତ୍ର ହୋଇଥିଲା ପ୍ରଦର୍ଶିତ । ହିଞ୍ଜିଳିକାଟୁ ନୃତ୍ୟମ ଗବେଷଣା କେନ୍ଦ୍ର ନିର୍ମାଣ କରିଛି ଫିଲ୍ମ ।
ପାରିବାରିକ କଳହରୁ କିଶୋରଚନ୍ଦ୍ରପଲ୍ଲୀ ଗାଁରେ ଅଭାବନୀୟ ଘଟଣା । ଘଟଣାସ୍ଥଳରେ ପହଞ୍ଚି ଆସିକା ଥାନା ପୋଲିସର ତଦନ୍ତ ।
ଗଞ୍ଜାମ ଜିଲାରେ ଘଟୁଥିବା ଏସବୁ ହତ୍ୟାକାଣ୍ଡ ଏବେ ପୋଲିସର ନିଦ ହଜାଇ ଦେଇଛି । ଜିଲ୍ଲାବାସୀ ବି ଚିନ୍ତାରେ ।
ପୁଅକୁ ବଞ୍ଚାଇବା ପାଇଁ ଭିକ ମାଗୁଛନ୍ତି ବାପା-ମାଆ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଦେଖିବାକୁ ମିଳିଛି ଏଭଳି ହୃଦୟବିଦାରକ ଦୃଶ୍ୟ ।
ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ଭୂତପଙ୍କାଳ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଓଲଟି ପଡ଼ିବାରୁ ୧୬ ଜଣ ଆହତ ହୋଇଛନ୍ତି।
ବିଲମ୍ବିତ ରାତିରେ ଦୁର୍ଘଟଣା ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲେ ଭଞ୍ଜନଗର ଓ ଜି.ଉଦୟଗିରି ପୋଲିସ । ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ପହଞ୍ଚି ବସ୍ରୁ ଜଣକ ପରେ ଜଣେ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ।
ଯାହା ପଚାରିଲେ କୁନି ମୁହଁରୁ ଫଟାଫଟ ବାହାରୁଛି ଉତ୍ତର। ଯେଉଁ ବୟସରେ ପିଲାଙ୍କ ପାଟି ଭଲ କରି ଖୋଲି ନଥାଏ, ସେହି ବୟସରେ ସେ ଅନର୍ଗଳ ଭାବେ ଇଂରାଜୀ ଶବ୍ଦର ବିପରୀତ ଶବ୍ଦ କହୁଛନ୍ତି ।
ଜଣେ ବ୍ୟକ୍ତି ତାଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ ଏବଂ ଏହାର ତଦନ୍ତ ଜାରି ରହିଥିଲା । ପ୍ରକୃତରେ କେଉଁ କାରଣ ଲାଗି ସେ ଏତେବଡ଼ କଠୋର ନିଷ୍ପତ୍ତି ନେଲେ ତାହାର ତଦନ୍ତ ଚାଲିଛିି ।
ଏକ ସ୍ମାର୍ଟ ସ୍କୁଲ୍ରେ ‘ପୁଷ୍ପା’ ଫିଲ୍ମର ଗୀତରେ ଛାତ୍ରଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ ହୋଇଥିଲା। ଏନେଇ ଖବର ଗଣମାଧ୍ୟମରେ ପ୍ରସାରିତ ହେବା ପରେ ଆକ୍ସନ ନିଆଯାଇଛି।
କଳିଙ୍ଗର ଗର୍ବ ଆଉ ଗୌରବର କାହାଣୀ ବର୍ଣ୍ଣନା କରେ ଓଡ଼ିଆଙ୍କ ଏହି ପାରମ୍ପରିକ କଳା । କେତେ ବୀର ଥିଲେ ଆମ ପୂର୍ବଜ, କେତେ ସମୃଦ୍ଧ ଥିଲା ଆମ ସଂସ୍କୃତି ।
DEOଙ୍କ ସହ ଆଲୋଚନା କରୁଥିବା ବେଳେ ଉଭୟ ପକ୍ଷଙ୍କ ମଧ୍ୟରେ ବଚସା ହୋଇଥିଲା ।
ବିଷାକ୍ତ ଖାଦ୍ୟ ଖାଇ ଭାଇ ଭଉଣୀ ମୃତ, ମା ଗୁରୁତର । ଗଂଜାମ ଜିଲ୍ଲା ରମ୍ଭା ଥାନା ଗଡ଼ଗୁମା ଗାଁରେ ବିଷାକ୍ତ ଖାଦ୍ୟ ଖାଇ ଭାଇ, ଭଉଣୀଙ୍କର ମୃତ୍ୟୁ ହୋଇଥିବାବେଳେ ମାଆ ଗୁରୁତର ଅଛନ୍ତି ।
ଗଞ୍ଜାମ ହଂସପୁରରେ ତୁମୁଳକାଣ୍ଡ । ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବିରେ ହିଂସାତ୍ମକ ମୋ଼ଡ ନେଲା ଆନ୍ଦୋଳନ ।
ତିନି ଦିନ ପୂର୍ବେ ଜଣେ ବ୍ୟବସାୟୀଙ୍କୁ ସେଠାରେ ହତ୍ୟା କରାଯାଇଥିଲା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ସେହି ଉତ୍ତେଜନା ଟିକେ ନଥମୁଣୁ ତାଙ୍କ ଭାବି ପତ୍ନୀ ସେହି ଦୁଃଖରେ ଆତ୍ମହତ୍ୟା କରିଛନ୍ତି ।
ସୂଚନାଫଳକରେ ପିସି କାରବାର ଲେଖାଯିବା ହୁଏତ ଆପଣ ଦେଖିନଥିବେ । ହେଲେ ଏପରି ଏକ ଘଟଣା ସାମ୍ନାକୁ ଆସିଛି ଯେଉଁଠାରେ ଖୁଲମଖୁଲା ଚାଲିଛି ପିସି କାରବାର ।
ମେଡିକାଲ୍ରେ ଅବ୍ୟବସ୍ଥାର ଚିତ୍ର । ଜନନୀ ଯନ୍ତ୍ରଣା ସମୟରେ ବତି ଗୁଲ୍ । ଶେଷରେ ମୋବାଇଲ୍ ଲାଇଟ୍ ଓ ମହମବତୀ ଆଲୁଅରେ ହେଲା ପ୍ରସବ ।
ଚୈତ୍ର୍ୟ ମାସରେ ଆରମ୍ଭ ହେଉଥିବା ଏହି ଯାତ୍ରା କେଉଁଠି ୨୧ ଦିନ ତ କେଉଁଠି ୧୩ ଦିନ ଯାଏଁ ପାଳନ ହୋଇ ମହାବିଷୁବ ସଂକ୍ରାନ୍ତିରେ ଶେଷ ହେବ ।