baby
Advertisment
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଘମାରୀ ହଟ୍ଟକେଶ୍ୱର ମହିଳା ମହାବିଦ୍ୟାଳୟ ପଛପଟୁ ଏକ ବିଲ ଭିତରୁ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁଟିକୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
Advertisment
ଖବର ଅନୁଯାୟୀ, ଆଜି ଭୋରରେ ସ୍ଥାନୀୟ ଅଞ୍ଚଳର ଲିଲି ନାୟକ ନାମକ ଜଣେ ମହିଳା ନିଜ ବିଲକୁ ଯାଉଥିଲେ। ଏହି ସମୟରେ ଶିଶୁର କାନ୍ଦ ଶୁଣି ଆଖପାଖ ଖୋଜାଖୋଜି କରିଥିଲେ। ପରେ ବିଲରେ ଏକ ନବଜାତ ଶିଶୁକୁ ଦେଖି ତାଙ୍କ ସ୍ୱାମୀଙ୍କୁ ଖବର ଦେଇଥିଲେ। ଏହାପରେ ସେମାନେ ଶିଶୁ କନ୍ୟାକୁ ଉଦ୍ଧାର କରିବା ସହିତ ୧୦୨ ଆମ୍ୱୁଲାନ୍ସ ଯୋଗେ ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/baby_1626756470.jpg)