Advertisment

ବାଜି ମାରିନେଲେ ଝିଅ

ଭୁବନେଶ୍ୱର: ଆଜି ପ୍ରକାଶ ପାଇଛି ମାଟ୍ରିକ୍‌ ରେଜଲ୍ଟ। ଭିଡିଓ କନ୍‌ଫରେନ୍ସିଂରେ ରେଜଲ୍ଟ ପ୍ରକାଶ ପାଇଛି। ରେଜଲ୍ଟ ପ୍ରକାଶ ନେଇ ବିଧିବଦ୍ଧ ଭାବେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଘୋଷଣା କରିଛନ୍ତି। ଚଳିତ ବର୍ଷ ମାଟ୍ରିକ ପାସ୍ ହାର ୭୮.୭୬% ରହିଛି। ଚଳିତ ବର୍ଷ ୫,୩୪,୮୪୩ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪,୨୧,୨୫୬ କୃତକାର୍ଯ୍ୟ ହୋଇଛନ୍ତି। ଚଳିତ ବର୍ଷ ପାସ୍‌ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଚଳିତ ବର୍ଷ ଝିଅଙ୍କ ପାସ୍ ହାର ୮୧.୯୮% ଥିବାବେଳେ ପୁଅଙ୍କ ପାସ୍ […]

ଅଦ୍ୟତନ ହୋଇଛି
ବାଜି ମାରିନେଲେ ଝିଅ

results

Advertisment

ଭୁବନେଶ୍ୱର: ଆଜି ପ୍ରକାଶ ପାଇଛି ମାଟ୍ରିକ୍‌ ରେଜଲ୍ଟ। ଭିଡିଓ କନ୍‌ଫରେନ୍ସିଂରେ ରେଜଲ୍ଟ ପ୍ରକାଶ ପାଇଛି। ରେଜଲ୍ଟ ପ୍ରକାଶ ନେଇ ବିଧିବଦ୍ଧ ଭାବେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଘୋଷଣା କରିଛନ୍ତି। ଚଳିତ ବର୍ଷ ମାଟ୍ରିକ ପାସ୍ ହାର ୭୮.୭୬% ରହିଛି। ଚଳିତ ବର୍ଷ ୫,୩୪,୮୪୩ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪,୨୧,୨୫୬ କୃତକାର୍ଯ୍ୟ ହୋଇଛନ୍ତି।

Advertisment

ଚଳିତ ବର୍ଷ ପାସ୍‌ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଚଳିତ ବର୍ଷ ଝିଅଙ୍କ ପାସ୍ ହାର ୮୧.୯୮% ଥିବାବେଳେ ପୁଅଙ୍କ ପାସ୍ ହାର ୭୭.୮% ରହିଛି।

ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ ୱେବ୍‌ସାଇଟ୍‌ ଓ SMS ମାଧ୍ୟମରେ ଜାଣିପାରିବେ। ବୋର୍ଡର ୨ଟି ୱେବ୍‌ସାଇଟ୍‌ www. bseodisha.ac.in , www.bseodisha.nic.in ଓ SMSରେ ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ।

Advertisment

ଆହୁରି ମଧ୍ୟ ପଢ଼ନ୍ତୁ: ପ୍ରକାଶ ପାଇଲା ମାଟ୍ରିକ୍‌ ରେଜଲ୍ଟ, ପାସ୍‌ ହାର ୭୮.୭୬%

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ