Advertisment

ଗୀତା ମେହଟ୍ଟାଙ୍କ ସ୍ୱାମୀଙ୍କ ପରଲୋକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଣୋଇ ତଥା ଗୀତା ମେହେଟ୍ଟାଙ୍କ ସ୍ୱାମୀ ସୋନି ମେହେଟ୍ଟାଙ୍କର ପରଲୋକ ହୋଇଯାଇଛି। ତାଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏକ ଟ୍ୱିଟ କରି ସେ ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି। ତା’ ସହ ସୋନି ବିଶ୍ୱର ସର୍ବଶ୍ରେଷ୍ଠ ସମ୍ପାଦକଙ୍କ ମଧ୍ୟରେ ଜଣେ ଥିଲେ ବୋଲି କହିଛନ୍ତି। I am deeply grieved by the passing away of […]

ଗୀତା ମେହଟ୍ଟାଙ୍କ ସ୍ୱାମୀଙ୍କ ପରଲୋକ

gita mehta

Advertisment

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଣୋଇ ତଥା ଗୀତା ମେହେଟ୍ଟାଙ୍କ ସ୍ୱାମୀ ସୋନି ମେହେଟ୍ଟାଙ୍କର ପରଲୋକ ହୋଇଯାଇଛି। ତାଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

ଏକ ଟ୍ୱିଟ କରି ସେ ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି। ତା’ ସହ ସୋନି ବିଶ୍ୱର ସର୍ବଶ୍ରେଷ୍ଠ ସମ୍ପାଦକଙ୍କ ମଧ୍ୟରେ ଜଣେ ଥିଲେ ବୋଲି କହିଛନ୍ତି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ