Advertisment

୨ ସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ, ପୁଲିସ୍‌ ମୁତୟନ

ଜୟପୁର(ଟି ଗୌରୀଶଙ୍କର):  ଜୟପୁର ସହରର ୨ ସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଏହି ଘଟଣା ପରେ ବ୍ୟାପକ ପୁଲିସ୍‌ ମୁତୟନ କରାଯାଇଛି।  ଉଭୟ ସାହିରେ ଫୋର୍ସ ମୁତୟନ କରାଯିବା ସହ ପୁଲିସ୍‌ ଓ ବିଏସଏଫ୍‌ ଫ୍ଲାଗ୍ ମାର୍ଚ୍ଚ କରିଛନ୍ତି। ଘଟଣାସ୍ଥଳରେ କୋରାପୁଟ ଏସ୍ପି କନୱର ବିଶାଲ ସିଂଙ୍କ ଉପସ୍ଥିତ ରହି ଘଟଣାର ଅନୁଧ୍ୟାନ କରୁଛନ୍ତି।  କାଲି ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି, ପଥର ମାଡ଼ ଓ ଭଙ୍ଗାରୁଜା ହୋଇଥିଲା।  ଗଣ୍ଡଗୋଳ ଆୟତ୍ତ କରିବାକୁ ପୁଲିସ୍‌  ବ୍ଲାଙ୍କ […]

୨ ସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ, ପୁଲିସ୍‌ ମୁତୟନ

police

Advertisment

ଜୟପୁର(ଟି ଗୌରୀଶଙ୍କର):  ଜୟପୁର ସହରର ୨ ସାହି ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଏହି ଘଟଣା ପରେ ବ୍ୟାପକ ପୁଲିସ୍‌ ମୁତୟନ କରାଯାଇଛି।  ଉଭୟ ସାହିରେ ଫୋର୍ସ ମୁତୟନ କରାଯିବା ସହ ପୁଲିସ୍‌ ଓ ବିଏସଏଫ୍‌ ଫ୍ଲାଗ୍ ମାର୍ଚ୍ଚ କରିଛନ୍ତି।

Advertisment

ଘଟଣାସ୍ଥଳରେ କୋରାପୁଟ ଏସ୍ପି କନୱର ବିଶାଲ ସିଂଙ୍କ ଉପସ୍ଥିତ ରହି ଘଟଣାର ଅନୁଧ୍ୟାନ କରୁଛନ୍ତି।  କାଲି ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି, ପଥର ମାଡ଼ ଓ ଭଙ୍ଗାରୁଜା ହୋଇଥିଲା।  ଗଣ୍ଡଗୋଳ ଆୟତ୍ତ କରିବାକୁ ପୁଲିସ୍‌  ବ୍ଲାଙ୍କ ଫାୟାରିଂ ମଧ୍ୟ କରିଥିଲା।  ହୋଲି ଖେଳରୁ ଏହି ସଂଘର୍ଷ ହୋଇଥିବା କୁହାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ