Advertisment

ଦୁଇ ପରିବାର ଭିତରେ ସଂଘର୍ଷ, ୮ ଆହତ

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକା ଅନ୍ତର୍ଗତ ଖଣ୍ଡାସାହି ଗାଁରେ ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୮ ଜଣ ଆହତ ହୋଇଛି। ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ଠେଙ୍ଗାମାଡ଼ରେ ଉଭୟ ପକ୍ଷରୁ ଆକ୍ରମଣ ହୋଇଥିଲା। ଦୁଇ ପକ୍ଷ ମଧ୍ୟରୁ ସୋର ଥାନାରେ ଏତଲା ଦିଆଯାଇଛି। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

author-image
Jyotsnamayee Pradhan
ଦୁଇ ପରିବାର ଭିତରେ ସଂଘର୍ଷ, ୮ ଆହତ

soro

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକା ଅନ୍ତର୍ଗତ ଖଣ୍ଡାସାହି ଗାଁରେ ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୮ ଜଣ ଆହତ ହୋଇଛି। ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି ଠେଙ୍ଗାମାଡ଼ରେ ଉଭୟ ପକ୍ଷରୁ ଆକ୍ରମଣ ହୋଇଥିଲା। ଦୁଇ ପକ୍ଷ ମଧ୍ୟରୁ ସୋର ଥାନାରେ ଏତଲା ଦିଆଯାଇଛି। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Advertisment
Advertisment