soro
Advertisment
ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକା ଅନ୍ତର୍ଗତ ଖଣ୍ଡାସାହି ଗାଁରେ ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୮ ଜଣ ଆହତ ହୋଇଛି। ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Advertisment
ଗତକାଲି ଠେଙ୍ଗାମାଡ଼ରେ ଉଭୟ ପକ୍ଷରୁ ଆକ୍ରମଣ ହୋଇଥିଲା। ଦୁଇ ପକ୍ଷ ମଧ୍ୟରୁ ସୋର ଥାନାରେ ଏତଲା ଦିଆଯାଇଛି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/soro-77_1626758533.jpg)