/odishatv-khabar/media/post_attachments/uploadimage/library/16_9/16_9_0/suspend_1625202002.jpg)
suspend
ଗୁଣପୁର: ରାଜ୍ୟ ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ କୋରାପୁଟ ଜିଲ୍ଲା ଗୁଣପୁର ତହସିଲଦାର ଲକ୍ଷ୍ମୀନାରାୟଣ ସାବତଙ୍କୁ ନିଲମ୍ବନ କରାଯାଇଛି। ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଅନୁଯାୟୀ ତହସିଲଦାରଙ୍କୁ ନିଲମ୍ବନ କରିଛନ୍ତି ସରକାର ।
Advertisment
ଏହି ସମୟରେ ଲକ୍ଷ୍ମୀନାରାୟଣ ଜିଲ୍ଲା ମୁଖ୍ୟାଳୟରେ ରହିବେ। ସେ ରାୟଗଡ଼ା ଜିଲ୍ଲାପାଳଙ୍କ ବିନା ଅନୁମତିରେ ଜିଲ୍ଲା ମୁଖ୍ୟାଳୟ ଛାଡ଼ି ପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)