Advertisment

ଆଜି କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସାଙ୍ଗରୁ ପ୍ରବଳ ପବନ ବହିବାର ଆଶଙ୍କା ରହିଛି। ଗତକାଲି ଭଳି ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ଝଡ଼ ବର୍ଷା ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଂଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। […]

author-image
Sangita Sahu
ଆଜି କାଳବୈଶାଖୀ ବର୍ଷା ସମ୍ଭାବନା

stone

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସାଙ୍ଗରୁ ପ୍ରବଳ ପବନ ବହିବାର ଆଶଙ୍କା ରହିଛି। ଗତକାଲି ଭଳି ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ଝଡ଼ ବର୍ଷା ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

publive-imageକୋରାପୁଟ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଂଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହା ପରେ ପାଣିପାଗରେ ପରିବର୍ତ୍ତନ ସହ ଆସନ୍ତାକାଲିଠାରୁ ତାପମାତ୍ରା ବୃଦ୍ଧି ପାଇବ ବୋଲି କହିଛି ପାଣିପାଗ ବିଭାଗ।

Advertisment
Advertisment