Advertisment

୧୨ ଘଣ୍ଟାର କସରତ ପରେ ଗିରଫ ହେଲା ଅଭିଯୁକ୍ତ

ନୀଳଗିରି: ୧୨ ଘଣ୍ଟାର କସରତ ପରେ ଗିରଫ ହେଲା ଅଭିଯୁକ୍ତ। ବାଲେଶ୍ୱର ନୀଳଗିରି ନିଛନ୍ଦପୁର ଗାଁରୁ ଅଭିଯୁକ୍ତ ରାଜା ଦଲେଇକୁ ନିଜ ହେପାଜତକୁ ନେଲା ପୋଲିସ୍। ଗ୍ରାମବାସୀଙ୍କୁ ବୁଝାସୁଝା ପରେ ପୋଲିସ ଅଭିଯୁକ୍ତ ଓ ତାଙ୍କ ମାଆଙ୍କୁ ହେପାଜତକୁ ନେଇଛି। ଅଭିଯୁକ୍ତକୁ ନେଇ ନିଛନ୍ଦପୁର ଗାଁରେ ଉତ୍ତେଜନା ଦେଖା ଦେଇଥିଲା। ବାରମ୍ବାର ଗଣ୍ଡଗୋଳ କରୁଥିବା ଯୁବକକୁ ନେଇ ଗ୍ରାମବାସୀ ଅତିଷ୍ଠ ହୋଇପଡ଼ିଥିଲେ। ଏନେଇ ଯୁବକଙ୍କୁ ପାନେ ଦେବାକୁ ଘର ଆଗରେ ଅଡ଼ି ବସିଥିଲେ ଗ୍ରାମବାସୀ। ତେବେ ଘଟଣା […]

ଅଦ୍ୟତନ ହୋଇଛି
୧୨ ଘଣ୍ଟାର କସରତ ପରେ ଗିରଫ ହେଲା ଅଭିଯୁକ୍ତ

nilagiri

Advertisment

ନୀଳଗିରି: ୧୨ ଘଣ୍ଟାର କସରତ ପରେ ଗିରଫ ହେଲା ଅଭିଯୁକ୍ତ। ବାଲେଶ୍ୱର ନୀଳଗିରି ନିଛନ୍ଦପୁର ଗାଁରୁ ଅଭିଯୁକ୍ତ ରାଜା ଦଲେଇକୁ ନିଜ ହେପାଜତକୁ ନେଲା ପୋଲିସ୍। ଗ୍ରାମବାସୀଙ୍କୁ ବୁଝାସୁଝା ପରେ ପୋଲିସ ଅଭିଯୁକ୍ତ ଓ ତାଙ୍କ ମାଆଙ୍କୁ ହେପାଜତକୁ ନେଇଛି।

Advertisment

ଅଭିଯୁକ୍ତକୁ ନେଇ ନିଛନ୍ଦପୁର ଗାଁରେ ଉତ୍ତେଜନା ଦେଖା ଦେଇଥିଲା। ବାରମ୍ବାର ଗଣ୍ଡଗୋଳ କରୁଥିବା ଯୁବକକୁ ନେଇ ଗ୍ରାମବାସୀ ଅତିଷ୍ଠ ହୋଇପଡ଼ିଥିଲେ। ଏନେଇ ଯୁବକଙ୍କୁ ପାନେ ଦେବାକୁ ଘର ଆଗରେ ଅଡ଼ି ବସିଥିଲେ ଗ୍ରାମବାସୀ। ତେବେ ଘଟଣା ପରେ ଡରି ଯୁବକ ନିଜ ଘର ଭିତରେ ୧୨ ଘଣ୍ଟା ଲୁଚି ରହିଥିଲା ।

ଯୁବକଙ୍କୁ ନେବାକୁ ଆସିଥିବା ପୋଲିସକୁ ବିରୋଧ କରିଥିଲେ ଗାଁଲୋକେ। ଘଟଣାସ୍ଥଳରେ ସ୍ଥାନୀୟ ଏସ୍‌ଡିପିଓ, ଆଇଆଇସି ସମେତ ଏକ ପ୍ଲାଟୁନ୍ ଫୋର୍ସ ପହଞ୍ଚି ଲୋକଙ୍କ ବୁଝାସୁଝା କରିଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ