Advertisment

ଆହୁରି ୨୪ ଘଣ୍ଟା ବର୍ଷା, ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆହୁରି ୨୪ ଘଣ୍ଟା ଯାଏଁ ରହିବ ଲଘୁଚାପର ପ୍ରଭାବ। ଫଳରେ ଆସନ୍ତା ୨୪ ଘଣ୍ଟା ଭିତରେ ଓ଼ଡ଼ିଶାର ପ୍ରାୟ ସମସ୍ତ ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ଏହି ସମୟ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି କଳାହାଣ୍ଡି, […]

ଆହୁରି ୨୪ ଘଣ୍ଟା ବର୍ଷା, ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

rain

Advertisment

ଭୁବନେଶ୍ୱର: ରାଜ୍ୟରେ ଆହୁରି ୨୪ ଘଣ୍ଟା ଯାଏଁ ରହିବ ଲଘୁଚାପର ପ୍ରଭାବ। ଫଳରେ ଆସନ୍ତା ୨୪ ଘଣ୍ଟା ଭିତରେ ଓ଼ଡ଼ିଶାର ପ୍ରାୟ ସମସ୍ତ ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

Advertisment

ତେବେ ଏହି ସମୟ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି କଳାହାଣ୍ଡି, ମାଲକାନଗିରି, କୋରାପୁଟ, ସୁବର୍ଣ୍ଣପୁର, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ପ୍ରବଳ ବର୍ଷା ସମ୍ଭାବନା ଥିବା କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ