Advertisment

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରୁ ରାଜ୍ୟରେ ପୁଣି ବର୍ଷା ହେବ। ରାଜ୍ୟର ଅଧିକାଂଶ ଜିଲ୍ଲାରେ ୨୫ରୁ ୨୮ ତାରିଖ ଯାଏ ବର୍ଷା ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେପ୍ଟେମ୍ବର ୨୫ ତାରିଖରେ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବ। ସେହିପରି ୧୫ଟି ଜିଲ୍ଲାରେ ଝଡ଼ତୋଫାନ ଓ ବଜ୍ରପାତ ହେବ ବୋଲି ଅନୁମାନ କରାଯାଇଛି। ଏଥିପାଇଁ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ […]

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

rain

Advertisment

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରୁ ରାଜ୍ୟରେ ପୁଣି ବର୍ଷା ହେବ। ରାଜ୍ୟର ଅଧିକାଂଶ ଜିଲ୍ଲାରେ ୨୫ରୁ ୨୮ ତାରିଖ ଯାଏ ବର୍ଷା ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେପ୍ଟେମ୍ବର ୨୫ ତାରିଖରେ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବ।

Advertisment

ସେହିପରି ୧୫ଟି ଜିଲ୍ଲାରେ ଝଡ଼ତୋଫାନ ଓ ବଜ୍ରପାତ ହେବ ବୋଲି ଅନୁମାନ କରାଯାଇଛି। ଏଥିପାଇଁ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହିସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଦିଆୟାଇଛି। ଏହି ଜିଲ୍ଲାଗୁଡ଼ିକ ହେଲେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ପୁରୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ