Advertisment

ଲଘୁଚାପ ପ୍ରଭାବରେ ୨୪ରୁ-୨୬ ଯାଏ ବର୍ଷିବ !

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ସମୁଦ୍ର ଭିତରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିପାରେ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। […]

ଅଦ୍ୟତନ ହୋଇଛି
ଲଘୁଚାପ ପ୍ରଭାବରେ ୨୪ରୁ-୨୬ ଯାଏ ବର୍ଷିବ !

rainfall 22

Advertisment

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ସମୁଦ୍ର ଭିତରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିପାରେ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି।

Advertisment

ପ୍ରଥମ ପର୍ଯ୍ୟାୟରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ପରବର୍ତ୍ତୀ ଅବସ୍ଥାରେ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟ ବର୍ଷା ହେବ।

ଜୁନ ୧ରୁ କାଲି ଯାଏ ରାଜ୍ୟରେ ସ୍ୱାଭାବିକଠୁ ୧% ବର୍ଷା କମ୍ ହୋଇଛି। ମାତ୍ର ମାଲକାନଗିରିରେ ସ୍ୱାଭାବିକ ଠାରୁ ୫୭% ଅଧିକ ବର୍ଷା ହୋଇଛି।

Advertisment

ପଢ଼ନ୍ତୁ: ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ !

Weather Updates In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ