Advertisment

ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ଓଡ଼ିଶାରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ୭ ଜିଲ୍ଲାରେ ପ୍ରବଳ ‍ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ନୂଆପଡା, ବରଗଡ଼, ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ ଓ ସମ୍ବଲପୁର। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୭ ତାରିଖ ଆଡ଼କୁ ବର୍ଷା କମିବା ନେଇ ଆଞ୍ଚଳିକ […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

rain

ଭୁବନେଶ୍ୱର: ଓଡ଼ିଶାରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଆଜି ୭ ଜିଲ୍ଲାରେ ପ୍ରବଳ ‍ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ନୂଆପଡା, ବରଗଡ଼, ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ ଓ ସମ୍ବଲପୁର। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୭ ତାରିଖ ଆଡ଼କୁ ବର୍ଷା କମିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।ତେବେ ଆସନ୍ତା ୧୯ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

Advertisment
Weather Updates In Odisha
Advertisment
Advertisment