/odishatv-khabar/media/post_attachments/uploadimage/library/16_9/16_9_0/win-1_1626688640.jpg)
win
ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡ଼ିଶା। ନୂଆବର୍ଷ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଅତ୍ୟଧିକ ଥଣ୍ଡାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷର ପ୍ରଥମ ଦୁଇଦିନ ହାଲକା ବର୍ଷାରେ ଭିଜିବ ଓଡ଼ିଶା ।
Advertisment
ବର୍ଷର ପ୍ରଥମ ଦିନରେ ବରଗଡ଼,ନୂଆପଡ଼ା,ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ଦେବଗଡ଼ରେ ବର୍ଷା ସହ ୨ତାରିଖରେ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ତାସହ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବି ବର୍ଷା ହୋଇପାରେ ।
ତେବେ ବର୍ଷା କମିବା ପରେ ରାଜ୍ୟରେ ପୁଣି ଶୀତ ପ୍ରକୋପ ବଢ଼ିବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତକାଲି ୫ଜିଲ୍ଲାକୁ ଜାରି ହୋଇଥିଲା ୟେଲୋ ୱାର୍ଣ୍ଣିଂ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)