Advertisment

ଶୀତରେ ଥରୁଛି ସାରା ଓଡିଶା ; ଅତ୍ୟଧିକ ଥଣ୍ଡାରେ ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର :  ଶୀତରେ ଥରୁଛି ସାରା ଓଡ଼ିଶା। ନୂଆବର୍ଷ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଅତ୍ୟଧିକ ଥଣ୍ଡାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷର ପ୍ରଥମ ଦୁଇଦିନ ହାଲକା ବର୍ଷାରେ ଭିଜିବ ଓଡ଼ିଶା । ବର୍ଷର ପ୍ରଥମ ଦିନରେ ବରଗଡ଼,ନୂଆପଡ଼ା,ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ଦେବଗଡ଼ରେ ବର୍ଷା ସହ ୨ତାରିଖରେ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ତାସହ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବି ବର୍ଷା ହୋଇପାରେ । ତେବେ […]

ଶୀତରେ ଥରୁଛି ସାରା ଓଡିଶା ; ଅତ୍ୟଧିକ ଥଣ୍ଡାରେ ଜନଜୀବନ ଅସ୍ତବ୍ୟସ୍ତ

win

Advertisment

ଭୁବନେଶ୍ୱର :  ଶୀତରେ ଥରୁଛି ସାରା ଓଡ଼ିଶା। ନୂଆବର୍ଷ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଅତ୍ୟଧିକ ଥଣ୍ଡାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷର ପ୍ରଥମ ଦୁଇଦିନ ହାଲକା ବର୍ଷାରେ ଭିଜିବ ଓଡ଼ିଶା ।

Advertisment

publive-imageବର୍ଷର ପ୍ରଥମ ଦିନରେ ବରଗଡ଼,ନୂଆପଡ଼ା,ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ଦେବଗଡ଼ରେ ବର୍ଷା ସହ ୨ତାରିଖରେ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ତାସହ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବି ବର୍ଷା ହୋଇପାରେ ।

ତେବେ ବର୍ଷା କମିବା ପରେ ରାଜ୍ୟରେ ପୁଣି ଶୀତ ପ୍ରକୋପ ବଢ଼ିବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଗତକାଲି ୫ଜିଲ୍ଲାକୁ ଜାରି ହୋଇଥିଲା ୟେଲୋ ୱାର୍ଣ୍ଣିଂ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ