Advertisment

ବିଧାନସଭା ଆଗରେ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ଆଜି ବିଧାନସଭା ଆଗରେ ହାଇଡ୍ରାମା ଦେଖିବାକୁ ମିଳିଛି। ବିଧାନସଭା ବାହାରେ ଜଣେ ଦମ୍ପତି ଦେହରେ ଡିଜେଲ୍‌ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିଲେ। ଦମ୍ପତିଙ୍କ ଘର ନୟାଗଡରେ ବୋଲି ଜଣାପଡିଛି। ତେବେ ଡିଜେଲ୍‌ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ୍‌ ତାଙ୍କୁ କାବୁ କରିଥିଲା। ତେବେ ଦମ୍ପତିଙ୍କର ୫ ବର୍ଷର ଝିଅ ହତ୍ୟା ମାମଲାରେ ନ୍ୟାୟ ମିଳୁନି। ତାଙ୍କ କଥା କେହି ଶୁଣୁନାହାନ୍ତି, ତାଙ୍କୁ ନ୍ୟାୟ ମିଳୁ ବୋଲି ଦମ୍ପତି ପ୍ରତିକ୍ରିୟା ଦେଇଛନ୍ତି।

ବିଧାନସଭା ଆଗରେ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

suicide

Advertisment

ଭୁବନେଶ୍ୱର: ଆଜି ବିଧାନସଭା ଆଗରେ ହାଇଡ୍ରାମା ଦେଖିବାକୁ ମିଳିଛି। ବିଧାନସଭା ବାହାରେ ଜଣେ ଦମ୍ପତି ଦେହରେ ଡିଜେଲ୍‌ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିଲେ। ଦମ୍ପତିଙ୍କ ଘର ନୟାଗଡରେ ବୋଲି ଜଣାପଡିଛି। ତେବେ ଡିଜେଲ୍‌ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ୍‌ ତାଙ୍କୁ କାବୁ କରିଥିଲା।

Advertisment

ତେବେ ଦମ୍ପତିଙ୍କର ୫ ବର୍ଷର ଝିଅ ହତ୍ୟା ମାମଲାରେ ନ୍ୟାୟ ମିଳୁନି। ତାଙ୍କ କଥା କେହି ଶୁଣୁନାହାନ୍ତି, ତାଙ୍କୁ ନ୍ୟାୟ ମିଳୁ ବୋଲି ଦମ୍ପତି ପ୍ରତିକ୍ରିୟା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ