• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Hirakud

Special story
ଅସୁରକ୍ଷିତ କି ହୀରାକୁଦ ଡ୍ୟାମ୍ ? ଡ୍ୟାମ୍ ସେଫ୍ଟି ଚିଫ୍ ଇଂଜିନିୟରଙ୍କ ଚିଠି ପରେ ଉଦବେଗ

ଦି କିଛି ବିପଦ ଥାଏ, ତାର ପ୍ରତିକାର ପାଇଁ ତୁରନ୍ତ ପଦକ୍ଷେପ ନିଆଯିବା କଥା ।

Hirakud Dam
ହୀରାକୁଦ ବନ୍ଧର ବିଭନ୍ନ ସ୍ଥାନରେ ଫାଟ, ୨୩ ବର୍ଷ ହେଲା ଯାଞ୍ଚର ନାଁ ଗନ୍ଧ ନାହିଁ

ସ୍ପିଲ୍‌ୱେର ତଳମୁଣ୍ଡରେ ଆଉ କିଛି ଫାଟ ଅଛି କି ନାହିଁ, ଡ୍ରୋନ୍ ସାହାଯ୍ୟରେ ଅନୁସନ୍ଧାନ କରିବାକୁ ପରାମର୍ଶ ଦିଆଯାଇଥିଲା ।

Flood
ହୀରାକୁଦରେ ଖୋଲିଲା ୨୦ଟି ଗେଟ୍‌, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ଆବଶ୍ୟକ ହେଲେ ଲୋକଙ୍କୁ ସ୍ଥାନାନ୍ତରଣ କରିବାକୁ ଯୋଜନା ମଧ୍ୟ ପ୍ରସ୍ତୁତ କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ ।

Hirakud Dam Look
ସମ୍ବଲପୁର ମହାନଗର ନିଗମର ନୂଆ ଚେହେରା ! ଦେଖିବାକୁ ଅବିକଳ ହୀରାକୁଦ ଡ୍ୟାମ, ସ୍ପିଲ୍ ୱେ ଭଳି ରହିଛି ଢାଞ୍ଚା

ଦୂରରୁ ଦେଖିଲେ ଲାଗୁଛି ସତେ ଯେମିତି ଠିଆ ହୋଇଛି ହୀରାକୁଦ ଡ୍ୟାମ୍ । ମହାନଦୀ ଉପରେ ହୀରାକୁଦ ଡ୍ୟାମ୍ର ସ୍ପିଲ ୱେ ଭଳି ନିର୍ମାଣ ହୋଇଛି ଢାଂଚା । ହାରାକୁଦ ଡ୍ୟାମର ଅବିକଳ ପ୍ରତିଛବି । ସହର ଉପକଂଠ ଦୁର୍ଗାପାଲି ଠାରେ ମହାନଦୀ କୂଳକୁ ଲାଗି ତିଆରି ହେଉଛି ସମ୍ବଲପୁର ମହାନଗର ନିଗମର ନୂଆ କୋଠା ।

Hirakud Dam
ହୀରାକୁଦ ବିସ୍ଥାପିତଙ୍କ ପାଇଁ ବଡ଼ ଘୋଷଣା

ହୀରାକୁଦ ବିସ୍ଥାପିତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ଘରଡିହ ଜମି ଯୋଗାଇବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Hirakud Dam
ହୀରାକୁଦର ହେବ ନବକଳେବର: ମୁଖ୍ୟ ନଦୀବନ୍ଧରେ ଯୋଡ଼ିହେବ ନୂଆ ସ୍ପିଲ୍‌ୱେ

ଖୁବଶୀଘ୍ର ସ୍ପିଲୱେ ନିର୍ମାଣ ଲାଗି ଗ୍ଲୋବାଲ୍ ଟେଣ୍ଡର୍ ଡକାଯିବ ବୋଲି ସୂଚନା ଦେଇଛନ୍ତି ହୀରାକୁଦ ଡ୍ୟାମର ମୁଖ୍ୟଯନ୍ତ୍ରୀ। ଏହାର ନିର୍ମାଣ ଅବଧି ୩୦ ମାସ ଏବଂ ବ୍ୟୟ ଅଟକଳ ୬୨୪ କୋଟି ୩୧ ଲକ୍ଷ ଟଙ୍କା ରହିଛି।

Hirakud Dam
ହୀରାକୁଦ ଡ୍ୟାମରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ହୀରାକୁଦ ଜଳଭଣ୍ଡାରରୁ ଆଜି ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ା ଯାଇଛି। ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲା ଯାଇଛି। ପ୍ରଥମ ପର୍ଯ୍ୟାୟରେ ହୀରାକୁଦ ଜଳଭଣ୍ଡାରର ୨ଟି ଗେଟ୍ ଖୋଲା ଯାଇଛି।