Advertisment

Amit Shah to Visit Odisha: ମାର୍ଚ୍ଚ ୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ

୭ରେ ଓଡ଼ିଶା ଆସିବେ ଶାହ। ମାର୍ଚ୍ଚ ୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ। ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। କଟକ ମୁଣ୍ଡୁଳି ଯାଇ CRPF ପ୍ରତିଷ୍ଠା ଦିବସରେ ଯୋଗ ଦେବେ।ନକ୍ସଲ ଦମନ ଓ ଭାରତୀୟ ନ୍ୟାୟ ସଂହିତାର ସମୀକ୍ଷା କରିପାରନ୍ତି।

ମାର୍ଚ୍ଚ ୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ

Amit Shah to Visit Odisha Photograph: (OTV)

Advertisment

ମାର୍ଚ୍ଚ ୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। କଟକ ମୁଣ୍ଡୁଳି ଯାଇ CRPF ପ୍ରତିଷ୍ଠା ଦିବସରେ ଯୋଗ ଦେବେ ଶାହ। ସେହିପରି ନକ୍ସଲ ଦମନ ଓ ଭାରତୀୟ ନ୍ୟାୟ ସଂହିତାର ସମୀକ୍ଷା କରିପାରନ୍ତି। ଶାହଙ୍କ ଓଡ଼ିଶା ଗସ୍ତ ନେଇ ସରକାରୀ ପ୍ରସ୍ତୁତି ଆରମ୍ଭ ହୋଇଛି। 

Advertisment

  • ୭ରେ ଓଡ଼ିଶା ଆସିବେ ଶାହ
  • ମାର୍ଚ୍ଚ ୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହ
  • ଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ
  • କଟକ ମୁଣ୍ଡୁଳି ଯାଇ CRPF ପ୍ରତିଷ୍ଠା ଦିବସରେ ଯୋଗ ଦେବେ
  • ନକ୍ସଲ ଦମନ ଓ ଭାରତୀୟ ନ୍ୟାୟ ସଂହିତାର ସମୀକ୍ଷା କରିପାରନ୍ତି
Odisha News Amit Shah CRPF
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ