Advertisment

ରାଜଧାନୀରେ ମଣିଷ ଖପୁରୀ ଓ ହାଡ଼ ଜବତ

ଭୁବନେଶ୍ୱର:  ରାଜଧାନୀରେ ଚାଞ୍ଚଲ୍ୟ ।  ଭୁବନେଶ୍ୱର ଆଇଆରସି ଭିଲେଜ ଅଞ୍ଚଳରୁ ମଣିଷ ଖପୁରୀ ଓ ହାଡ଼ ଜବତ ହୋଇଛି। ଏକ ଡଷ୍ଟବିନ୍‌ରେ ଜରିରେ ଭର୍ତ୍ତି ହୋଇ ହାଡ଼, କଙ୍କାଳ ଓ ଖପୁରୀ ପଡ଼ିଥିଲା। ସଫେଇ କର୍ମଚାରୀମାନେ ସକାଳେ ସଫା କରିବାବେଳେ ଏହାକୁ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ହାଡ଼ ଓ ଖପୁରୀ ଜବତ କରିଛି। ଏହି ଖପୁରି ଓ ହାଡ଼ କାହାର, କେଉଁ ପରିସ୍ଥିତିରେ ଓ କିପରି ସେଠାକୁ କଙ୍କାଳ ଆସିଲା, ପୁଲିସ ତାହାର […]

ରାଜଧାନୀରେ ମଣିଷ ଖପୁରୀ ଓ ହାଡ଼ ଜବତ

skull

Advertisment

ଭୁବନେଶ୍ୱର:  ରାଜଧାନୀରେ ଚାଞ୍ଚଲ୍ୟ ।  ଭୁବନେଶ୍ୱର ଆଇଆରସି ଭିଲେଜ ଅଞ୍ଚଳରୁ ମଣିଷ ଖପୁରୀ ଓ ହାଡ଼ ଜବତ ହୋଇଛି। ଏକ ଡଷ୍ଟବିନ୍‌ରେ ଜରିରେ ଭର୍ତ୍ତି ହୋଇ ହାଡ଼, କଙ୍କାଳ ଓ ଖପୁରୀ ପଡ଼ିଥିଲା। ସଫେଇ କର୍ମଚାରୀମାନେ ସକାଳେ ସଫା କରିବାବେଳେ ଏହାକୁ ଦେଖି ପୁଲିସକୁ ଖବର ଦେଇଥିଲେ।

Advertisment

ପୁଲିସ ପହଞ୍ଚି ହାଡ଼ ଓ ଖପୁରୀ ଜବତ କରିଛି। ଏହି ଖପୁରି ଓ ହାଡ଼ କାହାର, କେଉଁ ପରିସ୍ଥିତିରେ ଓ କିପରି ସେଠାକୁ କଙ୍କାଳ ଆସିଲା, ପୁଲିସ ତାହାର ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ