Capture
Advertisment
ଭଦ୍ରକ: ଧାମରା ଅବଦୁଲ କଲାମ ଦ୍ୱୀପରୁ ଦୂରଗାମୀ କ୍ଷେପଣାସ୍ତ୍ର ଅଗ୍ନି ୪ର ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି। ଆଜି ସକାଳ ୮ଟା୩୦ରେ ଏହି ପରୀକ୍ଷଣ କରାଯାଇଥିଲା।
Advertisment
ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇ ପାରୁଥିବା ବାଲାଷ୍ଟିକ ମିଶାଇଲ ଅଗ୍ନୀ-୪ର ଲକ୍ଷ୍ୟଭେଦ କ୍ଷମତା ୪ ହଜାର କିଲୋମିଟର ପର୍ଯ୍ୟନ୍ତ ରହିଛି। ଏହାର ଲମ୍ବ ୨୦ ମିଟର୍, ଓଜନ ୧୭ଟନ୍ ରହିଛି। ଏହି କ୍ଷେପଣାସ୍ତ୍ରଟି ଏକ ଟନ୍ ଓଜନର ଉଭୟ ପାରମ୍ପରିକ ଓ ପରମାଣୁ ଯୁଦ୍ଧାସ୍ତ୍ର ବହନ କରିପାରିବାର କ୍ଷମତା ରହିଛି।
ଗତବର୍ଷ ଜାନୁଆରୀ ୨ ତାରିଖରେ ଏହାର ଶେଷ ପରୀକ୍ଷା କରାଯାଇଥିଲା। ୨୦୧୧ ନଭେମ୍ବର ୧୫ରେ ଏହାର ପ୍ରଥମ ପରୀକ୍ଷା କରାଯାଇଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Capture-4_1626766305.jpg)