ଅନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟ ସ୍ଥିର ରହିଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୧,୪୧୦ ଟଙ୍କା ହୋଇଛି।
RBI ଗଭର୍ଣ୍ଣର କହିଛନ୍ତି, ଏଥର ଲୋକଙ୍କ ପାଖରେ ୪ ମାସ ସମୟ ଅଛି। ତେଣୁ ଲୋକମାନେ ଭୟଭୀତ ହୁଅନ୍ତୁ ନାହିଁ ଓ ବ୍ୟାଙ୍କକୁ ଯାଇ ନୋଟ୍ ବଦଳାଇବା ପାଇଁ ଭିଡ଼ କରନ୍ତୁ ନାହିଁ।
ଷ୍ଟାଡିୟମର ଏକ ପ୍ରବେଶ ଦ୍ୱାରରେ ଉଭୟ ଟିମ୍ର ପ୍ରଶଂସକ ମୁହାଁମୁହିଁ ହେବା ପରେ ଦଳାଚକଟା ଆରମ୍ଭ ହୋଇଥିଲା
ଘଣ୍ଟେ ନୁହେଁ କି ଦୁଇ ଘଣ୍ଟା ନୁହେଁ ଦୀର୍ଘ ୧୫ ଘଣ୍ଟାରୁ ଅଧିକ ସମୟ ଧରି ୨ ଶିଶୁ କାର୍ ଭିତରେ ସେମିତି ହିଁ ଥିଲେ। ୧୫ ଘଣ୍ଟା ପରେ ଯେତେବେଳେ ସମ୍ପୃକ୍ତ ମହିଳାଙ୍କ ନିଦ ଭାଙ୍ଗିଥିଲା ଓ ଛୁଆଙ୍କ କଥା ତାଙ୍କର ମନେ ପଡ଼ିଥିଲା, ସେତେବେଳକୁ ସେ ଜଣେ ଛୁଆକୁ ସେ ସବୁଦିନ ପାଇଁ ହରାଇ ସାରିଥିଲେ।
ମାଟ୍ରିକ ପାସ୍ କରିବା ପରେ ଗତକାଲି ମଧ୍ୟାହ୍ନ ସମୟରେ ପାର୍ଟି କରିବାକୁ ୮ ଛାତ୍ର ଘରୁ ଟଙ୍କା ଧରି ବାହାରିଥିଲେ, ହେଲେ କିଏ ଜାଣିଥିଲା ସେମାନେ ଆଉ ଫେରିବେନି . . .
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଏତେ ସ୍ବଳ୍ପ ବୟସ୍କ ନବଜାତ ଠାରେ ଏଭଳି ଜଟିଳ ଅସ୍ତ୍ରୋପଚାର ବିଶ୍ବରେ ପ୍ରଥମ ଘଟଣା ବୋଲି କୁହାଯାଉଛି ।
ପଏଣ୍ଟସ୍ ଟେବୁଲ୍ରେ ଦ୍ୱିତୀୟ ସ୍ଥାନରେ ଚେନ୍ନାଇ ରହିଛି ଓ ପ୍ରଥମ କ୍ୱାଲିଫାୟର ଖେଳିବା ପାଇଁ ଯୋଗ୍ୟ ବିବେଚିତ ହୋଇଛି। ଡିଫେନ୍ଡିଙ୍ଗ୍ ଚାମ୍ପିୟନ୍ ଗୁଜରାଟ ଟାଇଟନ୍ସ(GT) ଓ ଚେନ୍ନାଇ ସୁପର କିଙ୍ଗସ୍ ମଧ୍ୟରେ ଏହି ଟକ୍କର ହେବ।
ଯୁବତୀଙ୍କ ଗାଡ଼ି ଧକ୍କାରେ ଏକ ଗ୍ରୋସରୀ ଦୋକାନ ଚଳାଉଥିବା ୩୬ ବର୍ଷିୟ ଅଜୟ ଗୁପ୍ତାଙ୍କର ମୃତ୍ୟୁ ଘଟିଛି । ସେ ଡାକ୍ତରଖାନାରୁ ଔଷଧ ନେଇ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିବା ତଦନ୍ତରୁ ଜଣାପଡ଼ିଛି
ମୃତ ଯୁବତୀ ଜଣକ ହେଲେ ଆନ୍ଧ୍ରପ୍ରଦେଶ ବିଜୟୱାଡାର ଜଣେ ଆଇଟି ପ୍ରଫେସନାଲ ।
ସୂଚନା ଅନୁସାରେ, 22895/22896 ହାୱଡ଼ା-ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ ଆଜି ପାଇଁ ବାତିଲ୍ ହୋଇଛି। ଗତକାଲି ପୁରୀରୁ ହାୱଡ଼ା ଅଭିମୁଖେ ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ୍ ଯାଜପୁର ଜିଲ୍ଲାର ବୈତରଣୀ ରୋଡ୍ ଓ ମଞ୍ଜୁରୀ ରୋଡ୍ ମଧ୍ୟରେ ଅଟକି ରହିଥିଲା।
ଯାହାର ବାୟୁକୁ ଆମେ ଶ୍ୱାସରେ ନେଉ, ଯାହା ପାଇଁ ଆମ ପେଟ ପୂରେ, ଯିଏ ଅଛି ବୋଲି ଆମେ ଚିକିତ୍ସା ପାଇଁ ଔଷଧ ପାଉଛେ ଆମେ ତାକୁ ଭୁଲିଯାଉଛେ। ପ୍ରଦୂଷଣ ବୃଦ୍ଧି ଏବଂ ଜଳବାୟୁ ସଙ୍କଟ ପ୍ରକୃତିକୁ ନଷ୍ଟ କରିଚାଲିଛି। ପ୍ରକୃତି ବିରୋଧରେ ଚାଲିଥିବା ଏହି ଯୁଦ୍ଧକୁ ଯଥାଶୀଘ୍ର ଶେଷ କରିବାକୁ ହେବ।
ନିର୍ବାଚନ ପୂର୍ବରୁ ପ୍ରତିଶ୍ରୁତି ଦେଇଥିଲେ, ଏବେ ପୂରଣ କରିବେ । କର୍ଣ୍ଣାଟକରେ କଂଗ୍ରେସ କ୍ଷମତାକୁ ଫେରିବା ପରେ ଜନକଲ୍ୟାଣ ଯୋଜନାରେ ଖର୍ଚ୍ଚ କରିବ ୬୨ ହଜାର କୋଟି । ଏତେ ଟଙ୍କା ଖର୍ଚ୍ଚ କରିବାକୁ ନେଇ ବଢିଲା ଚର୍ଚ୍ଚା
ସୀମା ସଂଲଗ୍ନ ରାଜୌରୀର ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଛି। ଏପରିକି ଯାତାୟତ କରୁଥିବା ଗାଡି ଗୁଡିକର କଡାକଡି ଯାଞ୍ଜ କରୁଛନ୍ତି ଜମ୍ମୁ କାଶ୍ମୀର ପୋଲିସ।
ହଠାତ୍ ସାଙ୍ଗଙ୍କ ମେଳରେ ସବୁକିଛି ଠିକ୍ ଚାଲିଥିଲା । କିନ୍ତୁ କେକ୍ କାଟିବାର କିଛି ସମୟ ପୂର୍ବରୁ ସଚିନଙ୍କ ହୃଦଘାତ ହୋଇଥିଲା ।
ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ପ୍ରଥମଥର ପାଇଁ କୌଣସି ଏକ ଦ୍ୱୀପକୁ ଯାତ୍ରା କରିଛନ୍ତି ।
ମଣିଷ କେଇଟା ଟଙ୍କା ପାଇଁ କିଭଳି ମାନବିକତା ଭୁଲିଯାଏ, ତାର ଜ୍ୱଳନ୍ତ ଉଦାହରଣ ଏଠି ଦେଖିବାକୁ ମିଳିଛି।
କନ୍ୟା ଜଣକ ରାସ୍ତାରେ କାରର ବୋନେଟରେ ବସି ରିଲ୍ ତିଆରି କରିବାକୁ ନେଇ ତାଙ୍କ ନାଁରେ ଚାଲାଣ କଟିଛି । କନ୍ୟାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୋଲିସ ।
ଭାରତୀୟ ସେନା ଅଗ୍ନିବୀରର ଫଳାଫଳ ପ୍ରକାଶ କରିଛି। ପରୀକ୍ଷାରେ ସାମିଲ ହୋଇଥିବା ପ୍ରାର୍ଥୀମାନେ ଭାରତୀୟ ସେନାର ଅଫିସିଆଲ୍ ୱେବସାଇଟ୍କୁ ଯାଇ ଫଳାଫଳ ଯାଞ୍ଚ କରିପାରିବେ।
ଦୁଇ ହଜାର ଟଙ୍କିଆ ବନ୍ଦ ପାଇଁ RBIର ଘୋଷଣା ପରଠୁ ଏହାର ପ୍ରଭାବକୁ ନେଇ ଏବେ ସବୁଠି ଚର୍ଚ୍ଚା । ଏହାରି ମଧ୍ୟରେ ୨ ହଜାର ଟଙ୍କିଆ ନୋଟ ବଦଳାଇବା ପାଇଁ ଷ୍ଟେଟ ବ୍ୟାଙ୍କର ନୂଆ ଗାଇଡ ଲାଇନ ଲାଗୁ କରିଛି ।
ହୋଟେଲ୍ ବ୍ୟବସାୟରେ ମୁଣ୍ଡ ପୂରେଇଲେ ଭାଇଜାନ୍ ସଲମାନ୍ ଖାନ୍। କୁତୁବ୍ ମିନାର ଉଚ୍ଚତାର କରିବେ ହୋଟେଲ। ଏକ ସମୁଦ୍ର କୂଳରେ ଏହି ହୋଟେଲ୍ ହେବ। ଜାଣନ୍ତୁ ପୂରା ଖବର।
ରିଙ୍କୁ ସିଂଙ୍କୁ ନେଇ ଏବେ କ୍ରିକେଟ୍ ମହଲରେ ଚର୍ଚ୍ଚା । କୋଲକାତା ନାଇଟ ରାଇଡର୍ସ ପାଇଁ ଜଣେ ପାୱାର ହିଟର୍ ଏବଂ ଫିନିସର୍ର ଭୂମିକା ତୁଲାଉଛନ୍ତି ବାମହାତୀ ବ୍ୟାଟ୍ସମ୍ୟାନ୍ ରିଙ୍କୁ ସିଂ ।
ସନୀ ଦେଓଲ ରିଲ୍ ଲାଇଫ୍ରେ ଯେତିକି ରାଗି ରିଏଲ୍ ଲାଇଫ୍ରେ ସେତିକି ରାଗି। ସେ ଥରେ ରାଗିଗଲେ ଆଉ କାହାର ନୁହନ୍ତି। ଏମିତି ଅନେକ ଆଗଧାଡିର ଷ୍ଟାର୍ଙ୍କ ସହ ତାଙ୍କର ଝଗଡା ହୋଇଛି। ଆସନ୍ତୁ ଜାଣିବା ସେମାନେ କିଏ…
ଗତକାଲି ରାତିରେ ଶୁଟିଂ ସାରି ଘରକୁ ଫେରୁଥିବା ବେଳେ ଅଭିନେତ୍ରୀଙ୍କ ସଡ଼କ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଛି। ଘଟଣାକୁ ନେଇ କିଛି ସମୟ ପାଇଁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।
ଭିଡିଓରେ ଦେଖିବାକୁ ମିଳିଛି, ଜଣେ ଯୁବତୀ ରେଲିଂ ଭିତରେ ପଶି ଆରପଟକୁ ଯିବା ପାଇଁ ଚେଷ୍ଟା କରୁଛନ୍ତି। ହେଲେ ପରେ ତାଙ୍କର ଏହି ଷ୍ଟାଇଲ୍ ନିଜ ଉପରେ ହିଁ ଭାରି ପଡ଼ିଛି।