ଆସନ୍ତା ୨୮ ତାରିଖ ରବିବାର ଦିନ ପୂରା ବିଶ୍ୱ କେବଳ ଭାରତର ନୂଆ ସଂସଦ ବିଲଡିଂକୁ ଦେଖିବ ନାହିଁ, ବରଂ ନୂଆ ମୁଦ୍ରାକୁ ମଧ୍ୟ ଦେଖିବ।
ମୋଦି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ଦିଲ୍ଲୀରେ ହୋଇଥିବା ତିନି ଦିନିଆ ମିଡିଆ ସଂବାଦରେ ବିଜେପି ପକ୍ଷରୁ ଏହା କୁହାଯାଇଛି ।
ଶତ୍ରୁ ପକ୍ଷ ତାଙ୍କୁ ବନ୍ଧୁକରେ ଆକ୍ରମଣ କରିଥିଲେ । ଗୁଳି ଯାଇ ସିଧା ତାଙ୍କ ମଥାରେ ବାଜିଥିଲା । ସେ ଅନୁଭବ କଲେ ଯେ ତାଙ୍କର ଗୋଟିଏ ଆଖି ତା’ଯାଗାରୁ ଖସି ଯାଇଛି ।
ଆପ୍ ନେତା ତଥା ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ।
ଭାରତର ୫ ରାଜ୍ୟ ଏବଂ ଜମ୍ମୁ ଓ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ପ୍ରବେଶ ଉପରେ ଅଷ୍ଟ୍ରେଲିଆର ୨ ୟୁନିଭର୍ସିଟି ବ୍ୟାନ୍ ଲଗାଇଛି।
ଆଜି ଆମେ ଆପଣଙ୍କୁ ଏମିତି ଏକ ମନ୍ଦିର ବିଷୟରେ କହିବାକୁ ଯାଉଛୁ ଯେଉଁଠାରେ ପ୍ରସାଦ ଭାବେ ଚା’ ଦିଆଯାଇଥାଏ ।
୫ ଲକ୍ଷ ପ୍ଲାଷ୍ଟିକ୍ ବୋତଲର ପୁନଃ ବ୍ୟବହାର କରି ଏକ ଟି-ସାର୍ଟ ପ୍ରସ୍ତୁତ କରାଯାଇଛି। ଏହା ଦୁନିଆର ସବୁଠୁ ବଡ ଟି-ସାର୍ଟ ଭାବେ ଗିନିଜ ୱାର୍ଲ୍ଡ ରେକର୍ଡ ସୃଷ୍ଟି କରିଛି।
ଏଠାରେ ଥିବା ମୂଳ ପ୍ରତିମାର, ଅଳଙ୍କାର ଚୋରି ହୋଇଯାଇଛି କିମ୍ବା ହଜିଯାଇଛି । ତଥାପି ଆଜି ବି ଲକ୍ଷ ଲକ୍ଷ ଲୋକେ ଏହାକୁ ଦେଖିବାକୁ ଆସିଥାନ୍ତି ।
ଆଜି ଆମେ ଆପଣଙ୍କୁ ସେମିତି କିଛି ଭିନ୍ନ ଜୀବନଶୈଳୀ ଓ ଭିନ୍ନ ଲୋକଙ୍କ କଥା କହିବୁ । ଯାହା ଆପଣଙ୍କୁ ନିଶ୍ଚୟ ଆଶ୍ଚର୍ଯ୍ୟ କରିବ ।
ଆପଣ ଘରେ ମଟନର ବିଭିନ୍ନ ରେସିପି ତିଆରି କରିଥିବେ । ଆଜି ଆମେ ଆପଣଙ୍କ ପାଇଁ ମଟନର ଏକ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ମଟନ ବୋଟି ମସାଲା’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ବୟସ ୮ ବର୍ଷ...ହେଲେ କାମ ସବୁ ଏମିତି ଯାହାକି ବଡ଼ ବଡ଼ ଅପରାଧୀଙ୍କ ଝାଳ ବାହାରି କରିଦେବ। ଜଣେ ନୁହେଁ କି ୨ ଜଣ ନୁହେଁ ୩ ଜଣଙ୍କୁ ହତ୍ୟା କରି ସାରିଲାଣି।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୭୧୦ ଟଙ୍କା ହୋଇଛି।
ଆଚାର୍ଯ୍ୟ ଚାଣକ୍ୟଙ୍କ କହିବା ଅନୁସାରେ କିଛି ଲୋକଙ୍କ ନିକଟରେ କେବେ ବି ଧନ ରହିନଥାଏ । ବିଶେଷକରି ୪ ପ୍ରକାରର ଲୋକଙ୍କ ନିକଟରେ ଧନର ଅଭାବ ସବୁବେଳେ ଲାଗି ରହିଥାଏ ବୋଲି କହିଛନ୍ତି ଚାଣକ୍ୟ ।
ମେଟା ପୁଣିଥରେ ଛଟେଇ ଘୋଷଣା କରିଛି। ତୃତୀୟ ରାଉଣ୍ଡ ଛଟେଇରେ କମ୍ପାନୀ ୧୦ ହଜାର କର୍ମଚାରୀଙ୍କୁ ଚାକିରିରୁ ବିଦା କରିଛି।
ଆଜି ମୁମ୍ବାଇ ଇଣ୍ଡିଆନ୍ସ ଓ ଗୁଜରାଟ ଟାଇଟନସ ମଧ୍ୟରେ ମୁକାବିଲା । କ୍ୱାଲିଫାୟର ୨ରେ ମୁମ୍ବାଇ ଇଣ୍ଡିଆନ୍ସ ଓ ଗୁଜରାଟ ଟାଇଟନସ ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ରମୋଦି ଷ୍ଟାଡିୟମରେ ହେବ କଡ଼ା ଟକ୍କର ।
ଅନେକ ସମୟରେ ମଧ୍ୟାହ୍ନ ଭୋଜନ ପରେ ଏମିତି ଲାଗେ ଯେପରି ଆମ ଶରୀର ଥକି ଯାଇଛି। ଏପରି ପରିସ୍ଥିତିରେ ଅନେକ ସମୟରେ ଜବରଦସ୍ତ ନିଦ ଆସିବା ଆପଣ ବି ଅନୁଭବ କରିଥିବେ। ତେବେ ଏମିତି କାହିଁକି ହୁଏ, ଏହାର ନିରାକରଣ କ’ଣ ଆସନ୍ତୁ ଜାଣିବା।
ବିରୋଧୀଙ୍କ ଉପରେ ବର୍ଷିଲେ ଅମିତ ଶାହ । ନୂଆ ସଂସଦ ଭବନ ଉଦଘାଟନ ପ୍ରସଙ୍ଗରେ କଂଗ୍ରେସ ଓ ତାର ସହଯୋଗୀ ଦଳ ରାଜନୀତି କରୁଛନ୍ତି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ।
ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ସ୍ୱାସ୍ଥ୍ୟ ହିଁ ସମ୍ପଦ । ଶରୀରକୁ ସୁସ୍ଥ ରଖିବା ପାଇଁ କିଏ ବା ନ ଚାହେଁ । ଖରାଦିନେ ସାଧାରଣତଃ ଶରୀରରେ ଜଳିୟ ଅଂଶ କମ୍ ରହିଥାଏ । ଏଥିପାଇଁ ଆମ ଶରୀର ପାଇଁ ସପୁରୀ ଜୁସ୍ ନିତ୍ୟାନ୍ତ ଆବଶ୍ୟକ ।
ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀରେ ସମଗ୍ର ବିଶ୍ୱ ବିଶ୍ୱାସ କରେ। ସେ ୨୦୨୩ ପାଇଁ କରିଥିଲେ ଅନେକ ଭବିଷ୍ୟବାଣୀ। ସେଥିରୁ କେତେ ସତ ମଧ୍ୟ ହୋଇଛି। ଆହୁରି ୬ ମାସ ଭିତରେ ରହିଛି ଅନେକ ଭୟଙ୍କର ଭବିଷ୍ୟବାଣୀ। ଭାରତ ପାଇଁ କରିଥିବା ଭବିଷ୍ୟବାଣୀ ମଧ୍ୟ ସତ ହୋଇଛି।
ଆଜିର ଇଣ୍ଟରନେଟ୍ ଜମାନାରେ ପ୍ରାୟ ଲୋକ ଅନ୍ଲାଇନ୍ ମାଧ୍ୟମରେ ମେଡିସିନ୍ ଅର୍ଡର କରୁଛନ୍ତି । କିନ୍ତୁ ଅନ୍ଲାଇନ୍ରେ ଅର୍ଡର କରାଯାଉଥିବା ମେଡିସିନ୍ କେତେ ଠିକ୍ ଆପଣ ଜାଣନ୍ତି କି ?
ନୂଆ ସଂସଦ ଭବନର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ । ଇତିହାସରେ ଯୋଡ଼ିହେବ ଅଭୂଲା ଅଧ୍ୟାୟ ।
ସଫଳତା ପୂର୍ବକ ଏହି ଯୁଦ୍ଧ ବିମାନ ଅବତରଣ କରି ଇତିହାସ ରଚିଛି । ଏହି ଉପଲବ୍ଧି ସହ ଦେଶର ପ୍ରତିରକ୍ଷା କ୍ଷେତ୍ରରେ ଆହୁରି ପ୍ରଗତି ହୋଇଛି ।
ଗତବର୍ଷ ସେପ୍ଟେମ୍ବରରେ ଭାରତ ସରକାର ନାମିବ୍ୟାରୁ ୮ଟି ଚିତାବାଘ ଆଣି କୁନୋ ଜାତୀୟ ଉଦ୍ୟାନରେ ଛାଡିଥିଲେ । ଏଥିରୁ ୫ଟି ମାଈ ଓ ୩ଟି ଅଣ୍ଡିରା ବାଘ ଥିଲେ ।
ଆଜି ପାରମ୍ପରିକ ପୂଜାର୍ଚ୍ଚନା ଓ ବେଦ ମନ୍ତ୍ର ଉଚ୍ଚାରଣ ପରେ ପ୍ରଧାନମନ୍ତ୍ରୀଙ୍କୁ ସେଙ୍ଗୋଲ ପ୍ରଦାନ କରିଥିଲେ ତାମିଲନାଡୁ ଧର୍ମପୁରମ୍ ଅଧିନମ୍। ପ୍ରଧାନମନ୍ତ୍ରୀ ସେଙ୍ଗୋଲକୁ ସାଷ୍ଟାଙ୍ଗ ପ୍ରଣାମ କରିବା ସହ ଅଧିନମ୍ମାନଙ୍କ ଆଶୀର୍ବାଦ ଲୋଡିଥିଲେ ।