ବିମାନବନ୍ଦରରେ କିରଣଦୀପଙ୍କୁ କିଛି ସମୟର ପଚରାଉଚରା ପରେ ଛାଡ଼ି ଦିଆଯାଇଛି । କିନ୍ତୁ ତାଙ୍କୁ ଦେଶ ଛାଡ଼ି ଯିବାକୁ ମନା କରାଯାଇଛି ।
ଏପ୍ରିଲ ୨୬ ଯାଏଁ ଦେଶର ୩୭୫ ପରୀକ୍ଷା କେନ୍ଦ୍ରରେ ଅନଲାଇନ ଟେଷ୍ଟ ହେବ ।
ବିଶିଷ୍ଟ ଫିଲ୍ମ ପ୍ରଯୋଜକ ତଥା ନିର୍ଦ୍ଦେଶକ ସ୍ୱର୍ଗତଃ ୟଶ ଚୋପ୍ରାଙ୍କ ପତ୍ନୀ ପାମେଲା ଚୋପ୍ରାଙ୍କର ଆଜି ସକାଳେ ପରଲୋକ ହୋଇଯାଇଛି।
ଉମେଶ ପାଲ୍ ହତ୍ୟାକାଣ୍ଡରେ ଫେରାର ଥିବା ବୋମା ତିଆରିରେ ମାହିର ଗୁଡ୍ଡୁ ମୁସଲିମ୍ର ଲାଷ୍ଟ୍ ଲୋକେସନ୍ ଓଡ଼ିଶାରେ ଟ୍ରେସ୍ ହୋଇଥିଲା। ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।
କେବଳ ଅନ୍ ଫିଲ୍ଡ ନୁହେଁ ଅଫ୍ ଫିଲ୍ଡରେ ବି ହିରୋ ରିଙ୍କୁ ସିଂ । ଗରିବ ପିଲାଙ୍କୁ ନିଜର ସ୍ୱପ୍ନ ପୂରଣ ପାଇଁ ବଢ଼ାଇଛନ୍ତି ସାହାଯ୍ୟର ହାତ ।
ବିଗ୍ ବି ଅମିତାଭ ବଚ୍ଚନ ଓ ଜୟା ବଚ୍ଚନଙ୍କ ନାତୁଣୀ ଆରାଧ୍ୟା ବଚ୍ଚନଙ୍କ ପକ୍ଷରୁ ଦିଲ୍ଲୀ ହାଇକୋର୍ଟରେ ଏକ ପିଟିସନ ଦାୟର ହୋଇଛି। ଏକ ମିଥ୍ୟା ଖବର ଘଟଣାରେ ବଚ୍ଚନ ପରିବାର ପକ୍ଷରୁ ଦିଲ୍ଲୀ ହାଇକୋର୍ଟରେ ପିଟିସନ ଦାୟର କରାଯାଇଛି।
କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ପୁଣି ଲାଗିଲା ଝଟକା। ସୁରତ ସେସନ୍ସ କୋର୍ଟରୁ ଆଜି ନିରାଶ ହୋଇଛନ୍ତି ରାହୁଲ ଗାନ୍ଧି ।
ପୁଣି ବଲିଉଡ୍ ଭାଇଜାନ ସଲମାନ ଖାନ୍ଙ୍କୁ ହତ୍ୟା ଧମକ। ଏବେ ଅଭିନେତ୍ରୀ ରାକ୍ଷୀ ସାୱନ୍ତଙ୍କ ପାଖକୁ ଏକ ଇ-ମେଲ୍ ଆସିଛି। ଏଥିରେ ସଲମାନଙ୍କୁ ହତ୍ୟା ନେଇ ଧମକ ଦିଆଯାଇଛି।
ଗୁରୁବାର ୟେମେନ୍ରେ ଏକ ଖୈରାତ୍ (ଆର୍ଥିକ ସହାୟତା ବିତରଣ) କାର୍ଯ୍ୟକ୍ରମରେ ଦଳାଚକଟା ହେବାରୁ ୮୫ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ଓ ଆହୁରି ଅନେକ ଆହତ ହୋଇଛନ୍ତି ବୋଲି ବିଭାଗୀୟ ଅଧିକାରୀମାନେ କହିଛନ୍ତି।
ଏକ ସୁନ୍ଦର ଦୃଶ୍ୟ ସୋସିଆଲ ମିଡିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି, ଯେଉଁଥିରେ ଗୋଟିଏ ବ୍ରିଜ୍ ଉପରେ ଗୋଟିଏ ଲାଇନରେ ଅନେକ ଘର ଠିଆ ହୋଇଥିବା ଦେଖିବାକୁ ମିଳୁଛି।
World's Most Dangerous River: ଏଠାରେ ପ୍ରତ୍ୟେକ ମୁହୂର୍ତ୍ତରେ ମୁଣ୍ଡ ଉପରେ ମୃତ୍ୟୁର ଖଣ୍ଡା ଝୁଲି ରହିଥାଏ । ଭୁଲ୍ରେ ସୁଦ୍ଧା ଲୋକେ ଏହି ନଦୀଗୁଡ଼ିକ ନିକଟକୁ ଯିବାକୁ ଚାହାଁନ୍ତି ନାହିଁ ।
ପୂର୍ବରୁ ଶିବସେନାରେ ଯେଭଳି ସ୍ଥିତି ଦେଖାଦେଇଥିଲା, ଏବେ ଏନସିପିରେ ଅସ୍ଥିରତା ଦେଖାଯାଇଛି
ଦୁର୍ଘଟଣା ବେଳେ ସେମାନେ ଅଧିକ କ୍ଷତିଗ୍ରସ୍ତ ହୋଇଥାନ୍ତି । ଏମିତିକି ଗାଡ଼ିରେ ଲାଗିଥିବା ବେଲୁନ୍ ବି ତାଙ୍କୁ ବଞ୍ଚାଇବାରେ ଅସମର୍ଥ ହୋଇଥାଏ ।
ସରକାରୀ ସ୍କୁଲ୍ର ଶ୍ରେଣୀଗୃହକୁ କରାଯାଇଛି ଜବରଦଖଲ। ଏଠାରେ ଚାଲିଛି ରାସନ ସାମଗ୍ରୀ ବଣ୍ଟନ। ଏହା ଖୋଲାଖୋଲିଭାବେ ଚାଲୁଥିଲେ ବି କାହାରି ନଜର ପଡୁନି।
୧୬ - ୧୭ ବର୍ଷ ବୟସରୁ ପିଲାମାନେ ରୋଜଗାର କରିବା ଆରମ୍ଭ କରନ୍ତି । ଉଭୟ ପୁଅ ଏବଂ ଝିଅ ଏଠାରେ ଅଳ୍ପ ବୟସରୁ ରୋଜଗାର କରିଥାନ୍ତି ।
ଆନ୍ଧ୍ର ଶ୍ରୀକାକୁଲମ କାଶୀବୁଗା ସହରରେ ଘଟିଛି ଅଘଟଣ । ଚାର୍ଜିଂ ବେଳେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିବା ଜଣାପଡ଼ିଛି । ପାଖରେ ଥିବା ଦୋକାନ ବାଡିକୁ ବି ବ୍ୟାପିଲା ନିଆଁ । ନିଆଁକୁ ଆୟତ୍ତ କଲା ଦମକଳ ବାହିନୀ ।
ଆପଣଙ୍କ ମନରେ ସବୁଠାରୁ ବଡ଼ ପ୍ରଶ୍ନ ଆସୁଥିବ, ଏହି ସାଇସ୍ତା କିଏ ? କାହିଁକି ତାଙ୍କ ମୁଣ୍ଡରେ ସରକାର ଏତେ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି । କାହିଁକି ସେ ମୋଷ୍ଟ ୱାଣ୍ଟେଡ୍ ? ସେ କେଉଁ ଅପରାଧ ସହ ଜଡ଼ିତ ? କାହିଁକି ସେ ଫେରାର ଅଛନ୍ତି ?
UPSC CMS ୨୦୨୩ ପରୀକ୍ଷା ପାଇଁ UPSC ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ କରିଛି। ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ବିଭିନ୍ନ ସରକାରୀ ସଂଗଠନରେ ୧୨୬୧ ପଦବୀ ପୂରଣ ହେବ। ଏହି ପୋଷ୍ଟ୍ଗୁଡିକ ପାଇଁ ଆବେଦନ କରିବାକୁ ଚାହୁଁଥିଲେ ଦିଆଯାଇଥିବା ବିବରଣୀଗୁଡିକୁ ଭଲ ଭାବେ ପଢିନେବା ଜରୁରୀ।
ସିରାଜ BCCIକୁ ଦେଇଥିବା ସୂଚନାନୁଯାୟୀ ଜଣେ ବ୍ୟକ୍ତି ତାଙ୍କୁ ହ୍ୱାଟ୍ସଆପ୍ରେ ମେସେଜ୍ କରି ଟିମ୍ର ଭିତିରି କଥା ବିଷୟରେ ଜାଣିବାକୁ ଚେଷ୍ଟା କରୁଥିଲେ।
ଚକମା ଦେଉଛି ଗୁଡ୍ଡୁ ମୁସଲିମ୍ । ଅତିକ୍ର ଡାହାଣ ହାତ ପଛରେ ୟୁପି ପୋଲିସ୍ ।
ଚଳଚ୍ଚିତ୍ର 'ଦି ସଙ୍ଗ୍ ଅଫ୍ ସ୍କର୍ପିୟନ୍ସ' ଇରଫାନ୍ ଖାନ୍ଙ୍କ ତୃତୀୟ ମୃତ୍ୟୁ ବାର୍ଷିକୀର ଗୋଟିଏ ଦିନ ପୂର୍ବରୁ ବା ଏପ୍ରିଲ ୨୮ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ, ଯାହାର ଟ୍ରେଲର ଆସିଛି। ଟ୍ରେଲର୍ରେ ଅଭିନେତାଙ୍କ ଅଭିନୟର ଝଲକ ପ୍ରଶଂସକମାନଙ୍କୁ ପୁଣି ଥରେ ଭାବପ୍ରବଣ କରିବା ନେଇ ବାଧ୍ୟ କରିଛି।
ଇଦ୍ରେ ମୁକ୍ତିଲାଭ କରିବ ସଲମାନଙ୍କ ବହୁ ପ୍ରତିକ୍ଷିତ ଫିଲ୍ମ 'କିସି କା ଭାଇ କିସି କୀ ଜାନ'। ସଲମାନଙ୍କ ପ୍ରଶଂସକ ଏହାକୁ ନେଇ ବହୁତ କିଛି ଆଶା କରିଛନ୍ତି। କିନ୍ତୁ ବାଣିଜ୍ୟ ବିଶେଷଜ୍ଞଙ୍କ ମତ କିଛି ଭିନ୍ନ କୁହେ। ଦର୍ଶକଙ୍କୁ ନିରାଶ କରିବ କି ଫିଲ୍ମ…
ଜନସଂଖ୍ୟା ରିପୋର୍ଟ ଅନୁସାରେ ଭାରତ ଏବେ ବିଶ୍ୱର ସର୍ବାଧିକ ଜନବହୁଳ ରାଷ୍ଟ୍ର ।
କାର୍ଡଧାରୀଙ୍କ ଡକ୍ୟୁମେଣ୍ଟରେ ପ୍ରତ୍ୟେକ ଅପଡେଟ୍ ପାଇଁ ୫୦ ଟଙ୍କା ଚାର୍ଜ ଲାଗିଥାଏ। ତେବେ UIDAI ଏକ ଦମଦାର ଅଫର ଆଣିଛି। ଯଦ୍ୱାରା ଆଧାର କାର୍ଡ ହୋଲ୍ଡର ମାଗଣାରେ ସେମାନଙ୍କର ଆଧାରକାର୍ଡର ତଥ୍ୟ ଅପଡେଟ୍ କରିପାରିବେ।
ଗୋଟିଏ ପଟେ ସେନାଧ୍ୟକ୍ଷ ଅବଦେଲ ଫତହ ବୁରହାନ୍(Abdel Fattah Burhan ) ଆରପଟେ RSF ମୁଖ୍ୟ ମହମ୍ମଦ ହମଦାନ୍ ଡଗାଲୋ (Mohamed Hamdan Dagalo) ।