ଏମିତିକି ଏଥିରେ କୌଣସି ଅଧିକାରୀଙ୍କ ସମ୍ପୃକ୍ତି ଥିବା ମଧ୍ୟ ସନ୍ଦେହ କରାଯାଉଛି । ଅଧିକାରୀଙ୍କ ଅବହେଳା ଯୋଗୁଁ ଏଭଳି ଘଟଣା ଘଟିଥିବା କୁହାଯାଉଛି ।
ଆସନ୍ତା ୨୦ ବର୍ଷ ମଧ୍ୟରେ ଏଠାରେ ୧ ହଜାରରୁ ଅଧିକ ହେଲିକପଟର ନିର୍ମାଣ କରିବାକୁ ଲକ୍ଷ୍ୟ ରହିଛି।
ସାମାନ୍ୟ ଏକ ଭେଜ୍ ବର୍ଗର୍ ପାଇଁ ସେ ୬୬ ହଜାର ଟଙ୍କା ପୈଠ କରିଛନ୍ତି ।
ଦୁର୍ବୃତ୍ତର ଗୋଡ଼କୁ ଗୁଳି କରିଥିଲା ପୋଲିସ । ଆଉ ସେଇଠି ହିଁ ଚିତ୍କାର କରି ତଳେ ପଡ଼ିଯାଇଥିଲା ଦୁର୍ବୃତ୍ତ ।
ବ୍ୟବସାୟୀ ଜଣକ ଟଙ୍କା ମାଗିବାରୁ ଯବାନ ଜଣକ ତାଙ୍କ ସହ ପାଟିତୁଣ୍ଡ କରିଥିଲେ ।
ଯେଉଁଠାରେ କୌଣସି ପାର୍ଟି କିମ୍ବା ବିବାହ ଭୋଜି ପାଇଁ ମଧ୍ୟ ବ୍ୟବସ୍ଥା କରାଯାଏ ।
ତୁର୍କୀର ପ୍ରମୁଖ ଶିଳ୍ପ ଓ ଉତ୍ପାଦନ ହବ୍ ମଧ୍ୟରୁ ଗାଜିଆଣ୍ଟେପ୍ ହେଉଛି ଅନ୍ୟତମ ।
ଟମି ନାମକ ଏକ କୁକୁର ଜାତି ପ୍ରମାଣ ପତ୍ର ପାଇଁ ଆବେଦନ କରିଛି ।
ଦୀପେଶ କୋଲି ନାମକ ଏହି ଯୁବକ ଇନ୍ଷ୍ଟ୍ରାଗ୍ରାମରେ ଏକ ଫେକ୍ ଆକାଉଣ୍ଟ ଖୋଲି ବିଭିନ୍ନ ମହିଳାଙ୍କୁ ଫ୍ରେଣ୍ଡ ରିକ୍ୱେଷ୍ଟ ପଠାଇଥିଲେ . . .
ଡ୍ୟାନ୍ସିଂ ଷ୍ଟାଇଲରେ ଜଣେ ଯୁବତୀ ବିଚ୍ ରାସ୍ତାରେ ବାଇକ୍ ଚଲାଉଥିବା ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬,୮୦୦ ଟଙ୍କା ରହିଛି ।
ଲକ୍ଷ ଲକ୍ଷ ଟଙ୍କାର ହୀରା ହାର ଚୋରି କରି ନେଲା ମୂଷା। ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି ।
୧୬ ବର୍ଷ ବାଳକର ଭୟଙ୍କର କାଣ୍ଡ। ହାତ ବାନ୍ଧି, ପାଟି ବନ୍ଦ କରି ୫୮ ବର୍ଷୀୟା ମହିଳାଙ୍କୁ ପ୍ରଥମେ ଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି।
ଫ୍ୟାକ୍ଟ୍ରି(chopper manufacturing unit )ରେ ହେବ ହେଲିକପଟର ନିର୍ମାଣ, ମରାମତି ଓ ରକ୍ଷଣାବେକ୍ଷଣ
ଆଜିକାଲି ସବୁ ଅନ୍ଲାଇନ୍ରେ ଚାଲିଛି। ଭିକାରୀମାନେ ବା କାହିଁକି ଏଥିରେ ପଛରେ ପଡିବେ। ସେମାନେ ଆଉ ଖରାରେ ନ ବୁଲି ଘରେ ବସି ଅନ୍ଲାଇନ୍ରେ ମାଗି ନେଉଛନ୍ତି ଭିକ୍ଷା। ଚିନ୍ତାରେ ସରକାର…
ବରକୁ ୬୫, କନ୍ୟାକୁ ୨୪ ବର୍ଷ । ଧୁମଧାମରେ ହେଲା ବିବାହ
ସଫଳତା ପାଇଁ ସଠିକ୍ ରଣନୀତି ପ୍ରସ୍ତୁତ କରିବାକୁ ହୋଇଥାଏ। ପ୍ରାୟ ଲୋକ ନିଜ କ୍ୟାରିଅରକୁ ଆଗକୁ ନେବା ପାଇଁ ଅଧିକ ପରିଶ୍ରମ ଏବଂ ଭଲ ପ୍ରଦର୍ଶନ କରିବାକୁ ଚେଷ୍ଟା କରନ୍ତି। ଆପଣଙ୍କ କ୍ୟାରିୟରକୁ ଆଗକୁ ନେବାକୁ ହେଲେ ଏହିସବୁ ପଏଣ୍ଟକୁ ନିଜ ଜୀବନରେ ସାମିଲ କରିବାକୁ ହେବ।
ଜଣେ କନ୍ୟାଙ୍କ ସହ ଏମିତି କିଛି ଘଟିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ବିବାହ ମଣ୍ଡପରେ ବରକୁ ଦେଖି କନ୍ୟା ବେହୋସ ହୋଇଯାଇଛି। ଏପରିକି ଯୁବତୀ ଜଣକ ନିଜ ବାହାଘର ମଧ୍ୟ ଭାଙ୍ଗି ଦେଇଛନ୍ତି।
ଧୁମଧାମରେ ବିବାହ ଚାଲିଥିବା ବେଳେ ପହଞ୍ଚିଗଲା ପ୍ରେମିକ । କନ୍ୟାକୁ ମାରିଲା ଗୁଳି . .
ସୈାର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ସୋମବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଆଜି ସକାଳୁ ସକାଳୁ ଦକ୍ଷିଣ-ପୂର୍ବ ତୁର୍କୀରେ ଶକ୍ତିଶାଳୀ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଫଳରେ ଓସ୍ମାନିଆ ପ୍ରଦେଶର ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୪ ବିଲ୍ଡିଂ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ହୋଇଯାଇଛି।
ଗାଁ ଲୋକେ ତାଙ୍କ କଥାକୁ ବିଶ୍ୱା କରୁନଥିଲେ. . .ହେଲେ ସେ ସତରେ ନିଜର ଜୀବନ ନେଇଗଲେ ।
ଜଣେ ଯୋଡିଙ୍କ ହୃଦୟସ୍ପର୍ଶୀ ପ୍ରେମ କାହାଣୀ ଆଜିକାଲି ସୋସିଆଲ ମିଡିଆରେ ଭାଇରାଲ ହେଉଛି। ୪୩ ବର୍ଷର ବ୍ରେକଅପ୍ ପରେ, ଏହି ଯୋଡି ଏବେ ବିବାହ କରିଛନ୍ତି।
ଗୋବରକୁ କଞ୍ଚାମାଲ୍ ରୂପେ ବ୍ୟବହାର କରି ମେସିନ ସାହାଯ୍ୟରେ ରୋଷେଇ ଘରର ଜାଳେଣି ପ୍ରସ୍ତୁତ କରାଯାଉଛି ।