ବାଲିର ଉବୁଦ ସ୍ଥିତ ମଙ୍କି ଫରେଷ୍ଟରେ ଘଟିଛି ଏହି ଘଟଣା। ଏଠାରେ ଥିବା ଏକ ବିରାଟକାୟ ବୃକ୍ଷ ଉପୁଡ଼ି ପଡ଼ିବାରୁ ୨ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ପର୍ଯ୍ୟଟକମାନେ ସେଦିନ ମଙ୍କି ଫରେଷ୍ଟରେ ବୁଲାବୁଲି କରୁଥିବା ବେଳେ ଗଛଟି ଉପୁଡ଼ିପଡିଥିଲା।
ଓଡିଶାରେ କୋଇଲା ଆବଣ୍ଟନରେ ଦୁର୍ନୀତି ହୋଇଥିବାର ଆସିଥିଲା ଅଭିଯୋଗ । ମାମଲା ରୁଜୁ ହୋଇଥିଲା । ଦିଲ୍ଲୀର ଏକ କୋର୍ଟ ଶୁଣାଇଲେ ରାୟ ।
ସବୁ ସଦସ୍ୟ ମତ ରଖି ସାରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ବିତର୍କରେ ଭାଗ ନେବେ । ସେହିପରି ୧୬ ଓ ୧୭ତାରିଖରେ ରାଜ୍ୟସଭାରେ ଅନୁଷ୍ଠିତ ହେବ ବିତର୍କ ।
ଆଜିକାଲି, ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରୁଛି, ଯେଉଁଥିରେ ଏକ କୋବ୍ରା ସହ ଜଣେ ଆଣ୍ଟି ମୁହାଁମୁହିଁ ହେଉଥିବା ଦେଖାଯାଉଛି। ଏହାକୁ ଦେଖି କିଛି ଲୋକ ସତର୍କ ରହିବାକୁ କହୁଥିବା ବେଳେ ଆଉ କିଛି ଲୋକ ଏହାର ମଜା ନେଉଛନ୍ତି।
ଗତକାଲି ରାତି ପ୍ରାୟ ୮ଟାରୁ ୯ଟା ଭିତରେ ତ୍ରିଚି ରୋଡରେ ଥିବା ସିଟି ହସ୍ପିଟାଲରେ ହଠାତ୍ ନିଆଁ ଲାଗିଥିଲା । ତଳ ମହଲା ରିସେପ୍ସନ ଏରିଆରେ ସର୍ଟ ସର୍କିଟରୁ ନିଆଁ ଉପର ମହଲାକୁ ବ୍ୟାପିଥିଲା ।
ଅନେକ ସମୟରେ ଭାବପ୍ରବଣ ହୋଇ କିମ୍ବା ମଜାରେ, ଆମେ ଆମ ପିଲାମାନଙ୍କର ନାଁ ଏପରି କରିଥାଉ ଯେ ପିଲାଟି ସାରା ଜୀବନ ଲଜ୍ଜାର ସମ୍ମୁଖୀନ ହେବାକୁ ପଡେ। ଏହି କାରଣରୁ ଏଠାରେ ଆମେ ଆପଣଙ୍କୁ କିଛି ଜିନିଷ ବିଷୟରେ କହିବାକୁ ଯାଉଛୁ ଯାହାକୁ ଆପଣଙ୍କ ପିଲାଙ୍କ ନାଁ ଦେବାବେଳେ ଆପଣଙ୍କୁ ଧ୍ୟାନରେ ରଖିବାକୁ ପଡିବ।
ଯେଉଁମାନେ ଚାଲିବା, ଜଗିଂ କରିବା କିମ୍ବା ଦୌଡ଼ିବା ଅଭ୍ୟାସରେ ଅଛନ୍ତି ସେମାନେ ପ୍ରାୟ ଶୀତଦିନେ ବାହାରକୁ ଯିବାକୁ ଚାହାଁନ୍ତି ନାହିଁ। ତଥାପି, ଏକ ସୁସ୍ଥ ଜୀବନଶୈଳୀ ପାଇଁ ଶରୀରକୁ ସକ୍ରିୟ ରଖିବା ଜରୁରୀ। ତେଣୁ ଘରେ ରହି କରନ୍ତୁ ଏହିସବୁ ଯୋଗ।
ବଶର ଅଲ-ଅସଦ ଦେଶ ଛାଡ଼ି ପଳାୟନ କରିବା ଖବର ମିଳିବା ପରେ ଲୋକମାନେ ସେଲିବ୍ରେସନ ଆରମ୍ଭ କରିଦେଇଛନ୍ତି। ତାଙ୍କ ଜୁଲୁମ ସହୁଥିବା ଲୋକଙ୍କୁ ମିଳିଛି ଆଶ୍ୱସ୍ତି।
ଏମିତି ଜଣେ ବ୍ୟକ୍ତି ଯିଏ ୧୬ ବର୍ଷରେ ପାଶ୍ କଲେ ଡାକ୍ତରୀ, ୨୨ ବର୍ଷରେ ହେଲେ IAS। ହେଲେ ଚାକିରି ଛାଡ଼ି ଠିଆକଲେ ୨୬ ହଜାର କୋଟିର କମ୍ପାନୀ।
ଏମିତି ଜଣେ ବାପା ଯିଏ ନିଜ ଝିଅକୁ ସୁରକ୍ଷା ଦେବାକୁ ଯାଇ ପାଲଟିଗଲେ କିଲର୍। ଝିଅକୁ ଦୁର୍ବ୍ୟବହାର ଓ ନିର୍ଯାତନା ଦେଇଥିବା ଲୋକକୁ ଜୀବନରୁ ମାରିଦେବାକୁ କୁଏତରୁ ଆସି ପହଞ୍ଚିଗଲେ ଆନ୍ଧ୍ରପ୍ରଦେଶରେ।
ଇପିଏଫଓ ହିତାଧିକାରୀଙ୍କ ପାଇଁ ଆସିଲା ବଡ ଖବର । ଏଣିକି ସହଜରେ ଉଠାଇ ପାରିବେ ଟଙ୍କା। ସରଳ ହେବ ବ୍ୟବସ୍ଥା। ଏଥି ପାଇଁ ଶ୍ରମ ମନ୍ତ୍ରଣାଳୟ କରୁଛି ବଡ଼ ଯୋଜନା।
ଉଦ୍ଧାର କରିବେ କଣ, ଦୁର୍ଘଟଣାରେ ମୃତ ମହିଳାଙ୍କ ହାତରୁ କାଢିନେଲେ କଙ୍କଣ। ତା’ପରେ ଛାଡ଼ି ପଳାଇଲେ। ସୋସିଆଲ୍ ମିଡିଆରେ ଏବେ ଏହି ଦୃଶ୍ୟ ଭାଇରାଲ୍ ହେବାରେ ଲାଗିଛି।
କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଥିବା ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଛି। ଖୁବ୍ ଶୀଘ୍ର ସଂସଦରେ ଉପସ୍ଥାପିତ ହେବ ଏହି ବହୁ ପ୍ରତିକ୍ଷିତ ଓ ଚର୍ଚ୍ଚିତ ବିଲ୍।
UPSC ଏହାର ଅଫିସିଆଲ୍ ୱେବ’ସାଇଟରେ UPSC CDS (I) ପରୀକ୍ଷା ୨୦୨୫ ପାଇଁ ସରକାରୀ ବିଜ୍ଞପ୍ତି ପ୍ରକାଶ କରିଛି। ଅନ୍ଲାଇନ୍ ଆବେଦନ ଦାଖଲ କରିବାର ଶେଷ ତାରିଖ ହେଉଛି ୩୧ ଡିସେମ୍ବର ୨୦୨୪।
Self Doubt In Children:ଆପଣଙ୍କ ପିଲାର ଆତ୍ମବିଶ୍ୱାସ ବଢାଇବାକୁ ଚାହୁଁଛନ୍ତି କି ? ଆତ୍ମବିଶ୍ୱାସର ଅଭାବ ଯେକୌଣସି ବ୍ୟକ୍ତିଙ୍କୁ ଆଗକୁ ବଢିବାରେ ବାଧା ଆଣିପାରେ। ଏହା ଅଧିକାଂଶ ପିଲାଙ୍କ ମଧ୍ୟରେ ପରିଲକ୍ଷିତ ହୁଏ। ତେବେ ଆସନ୍ତୁ ଜାଣିବା କିପରି ପିଲାଙ୍କ ମଧ୍ୟରେ ବଢାଇବେ ଆତ୍ମବିଶ୍ୱାସ…
ବିଶ୍ୱର ବିଭିନ୍ନ ଦେଶରେ ନାଗରିକତା ପାଇଁ ଭିନ୍ନ ଭିନ୍ନ ନିୟମ ରହିଛି । ଉଦାହରଣ ସ୍ୱରୂପ, ଭାରତୀୟ ନାଗରିକଙ୍କ ପିଲାମାନଙ୍କୁ ଭାରତୀୟ ନାଗରିକ ବିବେଚନା କରାଯାଏ । ସେହିଭଳି ଆମେରିକୀୟ ନିୟମ ଅନୁସାରେ ଆମେରିକୀୟ ମାଟିରେ ଜନ୍ମ ହୋଇଥିବା ଯେକୌଣସି ବ୍ୟକ୍ତି ଆମେରିକାର ନାଗରିକ ଭାବରେ ବିବେଚିତ ହେବେ ।
ପତ୍ନୀଙ୍କ ଗୋଟିଏ ପରେ ଗୋଟିଏ ଗମ୍ଭୀର ଆରୋପ ଏବଂ କୋର୍ଟଙ୍କ ତାରିଖ ପରେ ତାରିଖ, ମାନସିକ ଚାପ ଶେଷ ସୀମା ଡେଇଁବା ପରେ ଜୀବନ ହାରିବା ଛଡା ଅତୁଲଙ୍କ ପାଖରେ ବୋଧହୁଏ ଆଉ କିଛି ବାଟ ନଥିଲା ।
ଏକ ସିନେମା ହଲ୍ରେ 'ପୁଷ୍ପା ୨' ଦେଖିବାକୁ ଯାଇଥିବା ଜଣେ ଯୁବକଙ୍କ ସିନେମା ହଲ୍ର କ୍ୟାଣ୍ଟିନ ମାଲିକଙ୍କ ସହ ଝଗଡା ହୋଇଥିଲା। କ୍ୟାଣ୍ଟିନ୍ ମାଲିକ ତାଙ୍କ ଅନ୍ୟ ଦୁଇ ସହଯୋଗୀଙ୍କ ସହ ଯୁବକଙ୍କୁ ମାଡ ମାରିଥିଲେ।
ବିବାହ ପରେ ସୋନାକ୍ଷୀ ସିହ୍ନାଙ୍କ ପ୍ରେଗ୍ନେନ୍ସୀକୁ ନେଇ କଳ୍ପନାଜଳ୍ପନା ଚାଲିଛି। ତାଙ୍କର ସାମ୍ପ୍ରତିକ ଫଟୋ ଦେଖି ଲୋକେ ପ୍ରାୟତଃ ଅଭିନେତ୍ରୀଙ୍କୁ ପଚାରନ୍ତି ଯେ ସେ ଭଲ ଖବର ଦେବାକୁ ଯାଉଛନ୍ତି କି? ସୋନାକ୍ଷୀ ଏଭଳି ଗୁଜବ ଉପରେ ତାଙ୍କର ନୀରବତା ଭାଙ୍ଗିଛନ୍ତି।
ଦିନେ ପାକିସ୍ତାନ ଅତ୍ୟାଚାରରୁ ବାଂଲାଦେଶକୁ ସ୍ୱାଧୀନ କରାଇଥିଲା ଭାରତ । ହେଲେ ସେଇ ବାଂଲାଦେଶ ମୁହଁରେ ଆଜି ଭାରତ ବିରୋଧୀ ସ୍ୱର ! ତେବେ ବିଏନପି ନେତା ଏମିତି କହିବା ପୂର୍ବରୁ ନିଜ ସ୍ଥିତିକୁ ବି ଥରେ ଦେଖି ନେବା କଥା । ଭାରତର ଶକ୍ତି ପାଖରେ ବାଂଲାଦେଶର ସାମରିକ ସ୍ଥିତି କ’ଣ ଆସନ୍ତୁ ଦେଖିବା ।
ମଝି ରାତିରେ ସୋସିଆଲ୍ ମିଡିଆ ଡାଉନ୍ । ହ୍ୱାଟ୍ସ୍ ଆପ୍, ଫେସବୁକ୍, ଇନଷ୍ଟାଗ୍ରାମ୍ ଗତକାଲି ରାତି ୧୧ଟା ପରଠୁ କିଛି ଘଣ୍ଟା ପାଇଁ କାମ କରିନଥିଲା ।
ମହିଳାମାନଙ୍କ ମଧ୍ୟରେ ମୋଟା ଜଙ୍ଘର ସମସ୍ୟା ଏକ ସାଧାରଣ କଥା। ଏହି କାରଣରୁ, କେବଳ ଉଠିବା ଏବଂ ବସିବାରେ ଅସୁବିଧା ହୁଏ ନାହିଁ, ଫ୍ୟାଶନେବଲ୍ ପୋଷାକ ପିନ୍ଧିବାରେ ମଧ୍ୟ ଦ୍ୱିଧା ଅନୁଭବ ହୁଏ।
ବେଙ୍ଗଳୁରୁରେ ଅତୁଲଙ୍କ ପତ୍ନୀଙ୍କ ସମେତ ୪ ଜଣଙ୍କ ନାଁରେ ରୁଜୁ ହୋଇଛି ମାମଲା । ଏଭିତରେ ମହିଳାଙ୍କ ଦ୍ୱାରା ଆଇନର ଦୁରୁପଯୋଗ ବଢ଼ିଚାଲିଥିବା ନେଇ ଉଦବେଗ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ ।
ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି ନକଲୀ କ୍ଷୀର ତିଆରିର ଉପାୟ। ମାତ୍ର ପାଞ୍ଚ ମିଲିଲିଟର ରାସାୟନିକ ପଦାର୍ଥକୁ ବ୍ୟବହାର କରି ଦୁଇ ଲିଟର କ୍ଷୀର ତିଆରି ହୋଇପାରୁଛି। ଅବିକଳ କ୍ଷୀର ପରି ଦେଖାଯାଉଛି ଆଉ ସ୍ୱାଦ ବି ଠିକ୍ ଲାଗୁଛି।
ବେଙ୍ଗଳୁରୁର ବହୁ ଚର୍ଚ୍ଚିତ AI ଇଞ୍ଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା ମାମଲାରେ ୪ ଜଣଙ୍କ ନାଁରେ ଦାଏର ହୋଇଛି ଏତଲା ।