ସ୍ଥାନୀୟ ଲୋକେ ନିୟାଜୀଙ୍କୁ ପିଟି ପିଟି ହତ୍ୟା କରିବାକୁ ଆଗେଇ ଆସିଥିଲେ । ଭାରତୀୟ ସେନାର ବରିଷ୍ଠ ଅଧିକାରୀମାନେ ନିୟାଜୀଙ୍କୁ ଚାରି ପଟୁ ସୁରକ୍ଷା ଦେଲେ । ଏହାସହ ସୁରକ୍ଷିତ ଭାବେ ସେଠାରୁ କର୍ଡନ କରି ତାଙ୍କୁ ଉଦ୍ଧାର କରିଥିଲେ ।
ପୁଣିଥରେ ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନ ଉପରେ ବର୍ଷିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ପାକିସ୍ତାନ ଆତଙ୍କବାଦର କେନ୍ଦ୍ରସ୍ଥଳ ବୋଲି ପୂରା ବିଶ୍ୱ ଜାଣିଛି।
ରିଲିଜ୍ ପୂର୍ବରୁ ଫିଲ୍ମ ‘ପଠାନ୍’(Pathaan)କୁ ନେଇ ବିବାଦ ତେଜୁଥିବା ବେଳେ ପ୍ରଥମ ଥର ପାଇଁ ବଲିଉଡ୍ ବାଦ୍ଶାହ ଶାହରୁଖ ଖାନ୍ ଏସମ୍ପର୍କରେ ମୁହଁ ଖୋଲିଛନ୍ତି।
ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଭୀଷଣ ସ୍ୱାସ୍ଥ୍ୟ ସମସ୍ୟା ସହ ଜୁଝୁଛନ୍ତି କି ପୁତିନ?
ଅରୁଣାଚଳ ତଓ୍ୱାଙ୍ଗ ସୀମା ନିର୍ଦ୍ଦିଷ୍ଟ ନଥିବାରୁ ସମସ୍ୟା , କେଉଁ ଅଞ୍ଚଳ କାହାର, ତାକୁ ନେଇ ରହିଛି ଦ୍ୱନ୍ଦ୍ୱ ।
ରାଜସ୍ଥାନର ଯେଉଁଠି ଦେଖିବ କେବଳ ସେହି କଥା । ସୋସିଆଲ ମିଡିଆରେ ବି ଏନେଇ ଖୁବ୍ ଭାଇରାଲ ହେଉଛି ଫଟୋ ଏବଂ ଭିଡିଓ ।
କଥାରେ ଅଛି ବଡ଼ ଭଉଣୀ ମା’ ସମାନ । ସେ ସାନ ଭାଇଭଉଣୀଙ୍କୁ ସ୍ନେହ ବି କରେ ଆଉ ଆକଟ କରେ । ବେଳ ଆସିଲେ ମୃତ୍ୟୁ ସାମ୍ନାରେ ବି ଢ଼ାଲ ହୋଇ ଛିଡ଼ା ହୋଇଯାଏ ।
ଆଇଓସିଏଲ୍ ପକ୍ଷରୁ ଟେକ୍ନିସିଆନ୍, ସ୍ନାତକ ଏବଂ ବାଣିଜ୍ୟ ଆପ୍ରେଣ୍ଟିସିସ୍ ପାଇଁ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି ।
ମଦ ପିଇବା ପାଇଁ ଟଙ୍କା ନଦେବାରୁ ୪୪ ବର୍ଷୀୟ ମହିଳାଙ୍କୁ ହତ୍ୟା। ମହାରାଷ୍ଟ୍ରର ଥାନେ ଜିଲ୍ଲା ଡୋମ୍ବିଭଲି ଅଞ୍ଚଳରେ ବୁଧବାର ଏହି ହତ୍ୟାକାଣ୍ଡ ଘଟିଛି।
ଗୋଟିଏ ଥରରେ ୯ ସନ୍ତାନକୁ ଜନ୍ମ ଦେଇ ବିଶ୍ୱ ରେକର୍ଡ ସୃଷ୍ଟି କଲେ। ମା’ ସହିତ ସବୁ ପିଲାମାନେ ସମ୍ପୂର୍ଣ୍ଣ ସୁସ୍ଥ ଏବଂ ନିରାପଦ ମଧ୍ୟ ଅଛନ୍ତି। ଏନେଇ ମା’ କରିଛନ୍ତି ବିଶ୍ୱ ରେକର୍ଡ।
ଦିଲ୍ଲୀରେ ୧୭ ବର୍ଷୀୟ ସ୍କୁଲ୍ ଛାତ୍ରୀଙ୍କୁ ଏସିଡ୍ ଫିଙ୍ଗିବା ଘଟଣାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ସ୍ପଷ୍ଟ ଦିବାଲୋକରେ ଏଭଳି ଛାତି ଥରାଇଲା ଭଳି ଘଟଣା ପରେ ଲୋକଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଯିଏ ମଦ ପିଇବ, ସେ ତ ମରିବ ନା। ଉଦାହରଣ ସମସ୍ତଙ୍କ ଆଗରେ ରହିଛି। ପିଇବ ତ ମରିବ ବୋଲି ନୀତୀଶ କୁମାର କହିଛନ୍ତି ।
ଜାପାନର ସ୍ୱାସ୍ଥ୍ୟମନ୍ତ୍ରୀ କାଟସୁନୋବୁ କାଟୋ କହିଛନ୍ତି ଯେ, ଶିଶୁ ପ୍ରସବ ପାଇଁ ଦିଆଯାଉଥିବା ଅର୍ଥରାଶିକୁ ବୃଦ୍ଧି କରାଯାଇ ୫୦୦,୦୦୦ ୟେନ୍ ଦିଆଯିବ ।
ଯଦି ଆପଣ ଦେଶର ବିଭିନ୍ନ କୋଣ ଅନୁକୋଣକୁ ଯାଇ ଏହି ସବୁ ନିଆରା ପରମ୍ପରାର ମଜା ନେବାକୁ ଚାହିଁବେ ତେବେ ଆପଣଙ୍କ ପାଇଁ ଗୋଟିଏ ଜୀବନ ବି ନିଅଣ୍ଟ ପଡ଼ିବ ।
ଶରୀରର ସୁସ୍ଥତା ପାଇଁ ଖାଦ୍ୟରେ ଲୁଣର ଆବଶ୍ୟକତା ରହିଛି । କିନ୍ତୁ ଆପଣ ଜାଣନ୍ତି କି ଲୁଣ ପକାଇ ଫଳ ଖାଇବା ଦ୍ୱାରା ଶରୀରରେ ଅନେକ ରୋଗ ଦେଖାଦେଇ ଥାଏ ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୪,୪୦୦ ଟଙ୍କା ରହିଛି
ସ୍ପା’ ସେଣ୍ଟର ନାଁରେ ଚାଲିଥିଲା ଦେହ ବ୍ୟବସାୟ। ଏହାର ପର୍ଦ୍ଦାଫାସ କରିବା ପାଇଁ ଯୋଜନା ମୁତାବକ ଜଣେ ବ୍ୟକ୍ତିଙ୍କୁ ନକଲି ଗ୍ରାହକ ସଜାଇ ପୋଲିସ୍ ସ୍ପା ସେଣ୍ଟରକୁ ପଠାଇବା ସହ ଅଚାନକ ରେଡ୍ କରିଥିଲା।
ବାଇଚୁଙ୍ଗ ଭୂତିଆ ହେଉଛନ୍ତି ଏକମାତ୍ର ଭାରତୀୟ ଫୁଟବଲ ଖେଳାଳି ଯିଏ ଖେଳୁଥିବା ସମୟରେ ପଦ୍ମଶ୍ରୀ ପୁରସ୍କାର ପାଇଥିଲେ। ଭାରତୀୟ ଫୁଟବଲ୍କୁ ବିଶ୍ୱ ମାନଚିତ୍ରରେ ଆଣିବା ପାଇଁ ପୁରା କ୍ରେଡିଟ୍ ଭୂତିଆକୁ ଯାଇଥାଏ। ଦଳରେ ଆତ୍ମବିଶ୍ୱାସ ଆଣିବା ଏବଂ ଆକ୍ରମଣାତ୍ମକ ଖେଳିବାର ରଣନୀତି ଭୂତିଆ ହିଁ ଆରମ୍ଭ କରିଥିଲେ।
ଆତଙ୍କବାଦ ପ୍ରସଙ୍ଗରେ ଗତକାଲି ଜାତିସଂଘରେ ବୈଦେଶିକ ମନ୍ତ୍ରୀ ସ୍ତରୀୟ ଆଲୋଚନା ବେଳେ ପାକ୍ର ମୁଖା ଖୋଲିଥିଲେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର।
ସୈାର ବିଛା ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଆଜି ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ରଘୁରାମ ରାଜନ ଭାରତ ଯୋଡ଼ୋ ଯାତ୍ରାରେ ସାମିଲ ହୋଇଛନ୍ତି ।
ଆପଣ ଯେକୌଣସି ବିଷୟରେ ଗ୍ରାଜୁଏସନ୍ କରିଥିଲେ ସରକାରୀ ବ୍ୟାଙ୍କ୍ରେ ଚାକିରି କରିପାରିବେ। ବ୍ୟାଙ୍କ୍ ଅଫ୍ ମହାରାଷ୍ଟ୍ର ଏହି ସୁଯୋଗ ଆଣିଛି। ଦେଖନ୍ତୁ ପୂରା ଖବର…
ସୋସିଆଲ ମିଡିଆରେ ଶାହରୁଖଙ୍କ ଲୁକ୍ସକୁ ନେଇ ଗୋଟିଏ ପଟେ ଜବରଦସ୍ତ ମନ୍ତବ୍ୟ ଆସୁଥିବା ବେଳେ ଦୀପିକାଙ୍କ ଡ୍ରେସ୍ ଓ ଡ୍ୟାନ୍ସକୁ ନେଇ ଉଠିଛି ବିବାଦ ।
AIIMS ସର୍ଭର ଆଟାକ୍ ଚୀନ୍ ଦ୍ୱାରା କରାଯାଇଥିବା ସରକାରୀ ସୂତ୍ରରୁ ସ୍ପଷ୍ଟ ହୋଇଛି । ୫ଟି ସର୍ଭରରୁ ସରକ୍ଷିତ ଭାବେ ଡାଟା ରିଷ୍ଟୋର କରାଯାଇଛି ।