ମଧ୍ୟପ୍ରଦେଶ ଶୁଟିଂ ଏକାଡେମୀରୁ ୪୦ହଜାର ଟଙ୍କା ଚୋରି ନେଇ ଜଣେ ସିନିୟର ଅଭିଯୋଗ ଆଣିଥିଲେ। ଛାତ୍ର ଜଣକ ଚୋରି କରିଥିବା ନେଇ ଅଭିଯୋଗ ହୋଇଥିଲା। ତା ପର ଦିନ ସେ ଅଭ୍ୟାସ ପାଇଁ ଯିବା ପରେ ନିଜକୁ ଗୁଳି କରିଦେଇଥିଲେ।
ମନରେ ଅସୁମାରୀ ସ୍ୱପ୍ନ ନେଇ ସେ ଫେରୁଥିଲେ। ଟ୍ରେନିଂ ସରିଗଲା ଏବେ ଚାକିରେରେ ଯୋଗ ଦେବେ। ହେଲେ କିଏ ଜାଣିଥିଲା ଏ ଯାତ୍ରା ଥିଲା ଶେଷ ଯାତ୍ରା?
ଆପଣଙ୍କ ଆଖିରେ ଅନ୍ଧପୁଟୁଳି ବାନ୍ଧି ସେମାନେ ନେଇଯାଆନ୍ତି ଅନ୍ୟଏକ ଦେଶକୁ, ଯେଉଁଠିକୁ ଆପଣ କେବେ ଯାଇନଥିବେ। ଆଖିରୁ ଅନ୍ଧପୁଟୁଳି ଖୋଲିଲା ବେଳକୁ ଆପଣଙ୍କ ଠିକଣା ବଦଳି ସାରିଥିବ। ପଦାକୁ ବାହାରିଲେ ଆରେଷ୍ଟ ହେବେ। ତା ପରେ ଆପଣ ପାଲଟି ଗଲେ ସ୍ଲେଭ୍ ଚା ଦାସ। ଆଉ ତା ପରେ କଣ ହୁଏ ଶୁଣନ୍ତୁ ସାଇବର ଏକ୍ସପର୍ଟଙ୍କଠାରୁ।
“ବିଶ୍ୱ ଭିନ୍ନକ୍ଷମ ଦିବସ” ପାଳନର ଉଦ୍ଦେଶ୍ୟ ହେଉଛି ଭିନ୍ନକ୍ଷମଙ୍କ ଅଧିକାର, ସେମାନଙ୍କର ସମସ୍ୟା ଏବଂ ସମାଜରେ ସେମାନଙ୍କର ଅବଦାନ ବିଷୟରେ ସଚେତନତା ବୃଦ୍ଧି କରିବା। ଆସନ୍ତୁ ଜାଣିବା ଏମାନଙ୍କ ପାଇଁ ଥିବା ୬ ଅଧିକାର।
ପୂର୍ବରୁ ଶାହରୁଖଙ୍କ ପଠାନ, ୟଶ୍ଙ୍କ କେଜିଏଫ୍ ଏବଂ ସନ୍ନି ଦେଓଲଙ୍କ ଗଦ୍ଦର-୨ ନାଁରେ ସବୁଠୁ ଅଧିକ ଆଡଭାନ୍ସ ଟିକେଟ୍ ବୁକିଂ ରେକର୍ଡ ଥିବା ବେଳେ ପୁଷ୍ପା-୨ ଏହି ରେକର୍ଡକୁ ଭାଙ୍ଗିଛି ।
ଫିଲ୍ମ 'ପୁଷ୍ପା ୨' ରିଲିଜ ହେବା ପୂର୍ବରୁ ସାଉଥ୍ ସୁପର୍ଷ୍ଟାର୍ ଅଲୁ ଅର୍ଜୁନଙ୍କ ବିରୋଧରେ ଅଭିଯୋଗ ଆସିଛି। ନିକଟରେ ମୁମ୍ବାଇରେ ଏକ ପ୍ରମୋସନାଲ ଇଭେଣ୍ଟ୍ ସମୟରେ ଅଲୁ ଅର୍ଜୁନ ତାଙ୍କ ପ୍ରଶଂସକଙ୍କୁ 'ଆର୍ମି' ବୋଲି ସମ୍ବୋଧିତ କରିଥିଲେ, ଯେଉଁଥିପାଇଁ ଜଣେ ବ୍ୟକ୍ତିଙ୍କ ଦ୍ୱାରା ମାମଲା ରୁଜୁ ହୋଇଛି।
ପଶ୍ଚିମବଙ୍ଗର ଗୋଦାମ ମାନଙ୍କରେ ପ୍ରାୟ ୭ଲକ୍ଷ ମେଟ୍ରିକ ଟନ୍ ଆଳୁ ଗଚ୍ଛିତ ଅଛି । ପଶ୍ଚିମବଙ୍ଗର ଆବଶ୍ୟକତା ପ୍ରାୟ ୫ଲକ୍ଷ ମେଟ୍ରିକ ଟନ୍ ଥିବା ବେଳେ, ବଳକା ଆଳୁ ନଷ୍ଟ ହେବାର ଆଶଙ୍କା ରହିଛି ।
ଏହି ଚଳଚ୍ଚିତ୍ର ଗୁଜୁରାଟ ହିଂସା ଉପରେ ଆଧାରିତ । ଏହି ଚଳଚ୍ଚିତ୍ରଟି ବହୁ ପ୍ରଶଂସା ଲାଭ କରିଛି ଏବଂ କେବଳ ପିଏମ ମୋଦି ନୁହଁନ୍ତି ଅମିତ ଶାହା ମଧ୍ୟ ପ୍ରଶଂସା କରିଛନ୍ତି ।
ଶୀତଦିନେ ଦହି ଖାଇଲେ ଶରୀର ପାଇଁ କଣ ଫାଇଦା ହୋଇଥାଏ ? ଶୀତଦିନରେ ଦହିରୁ ଦୂରେଇ ରହିବା ଆବଶ୍ୟକ କି ? ଆସନ୍ତୁ ଜାଣିବା ଥଣ୍ତା ଦିନେ ଦହି ଖାଇବା ଦ୍ୱାରା କଣ କଣ ଲାଭ ହୋଇଥାଏ...
ବାରମେର ଜିଲ୍ଲା ମୁଖ୍ୟାଳୟଠାରୁ ପ୍ରାୟ ୧୦୦ କିଲୋମିଟର ଦୂରରେ ଥିବା ସେଡୱା ପଞ୍ଚାୟତ ସମିତିର ଗୁଲେ କି ବେରୀ ଗ୍ରାମ ପଞ୍ଚାୟତ । ଏହି ପଞ୍ଚାୟତର ସରପଞ୍ଚ ୨ କୋଟି ଟଙ୍କା ବ୍ୟୟରେ ଏକ ଭବ୍ୟ ପଞ୍ଚାୟତ ଅଫିସ୍ ନିର୍ମାଣ କରିଛନ୍ତି ।
କାଲିଫର୍ଣ୍ଣିଆର ଏଲ୍ ଡୋରାଡୋ କାଉଣ୍ଟରେ ଅବସ୍ଥିତ କ୍ୟାମରନ୍ ଏୟାର ପାର୍କ ନାମରେ ଏହି ଗାଁର ନାମକରଣ କରାଯାଇଛି । କ୍ୟାମରନ୍ ଏୟାର ପାର୍କ ୧୯୬୩ ମସିହାରେ ନିର୍ମିତ ହୋଇଥିଲା । ଯେଉଁଠାରେ ସମୁଦାୟ ୧୨୪ଟି ଘର ଅଛି ।
ହଳଦୀରେ ଔଷଧୀୟ ଗୁଣ ମିଳିଥାଏ ଏଥିରେ କ୍ୟାଲସିୟମ, ଆଇରନ ସହ ଅନେକ ଭିଟାମିନ ଥାଏ, ଯାହା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ତେବେ ଆସନ୍ତୁ ଜାଣିବା ହଳଦୀରେ ପ୍ରସ୍ତୁତ କେଉଁ ଖାଦ୍ୟ ଖାଇ ହେବ ?
ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ଛକାପଞ୍ଝା ଭିତରେ ଗତକାଲି ମୁମ୍ବାଇ ଫେରିଛନ୍ତି ମହାରାଷ୍ଟ୍ରର କାମଚଳା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ । ସେ କହିଛନ୍ତି, ଆଜି ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବ ।
ମେନ୍ସା ପକ୍ଷରୁ କାଟେଲ୍ ଥ୍ରୀ-ବି ପଦ୍ଧତିରେ କ୍ରିଶଙ୍କର ବୁଦ୍ଧିମତା ପରୀକ୍ଷା ହୋଇଥିଲା, ଯେଉଁଥିରେ ତାଙ୍କର ଆଇକ୍ୟୁ ୧୬୨ ବୋଲି ଜଣାପଡ଼ିଛି।
ଅବତରଣ ସମୟରେ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଇଣ୍ଡିଗୋ ବିମାନ । ଏମିତି ଘଟଣା ଘଟିଛି ଚେନ୍ନାଇ ଏୟାରପୋର୍ଟରେ । ଯାହାର ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି ।
ବିସିସିଆଇର ପୂର୍ବତନ ସମ୍ପାଦକ ଜୟ ଶାହ ଆଜି ବିଧିବଦ୍ଧ ଭାବେ କ୍ରିକେଟର ସର୍ବୋଚ୍ଚ ସଂସ୍ଥା ଆଇସିସିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।
ଏମିତି ଅନେକ ଉଦାହରଣ ଦେଖିବାକୁ ମିଳିଛି । ଯାହାକି ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହୋଇଛି ।
କୁକୁର ଓ ମଣିଷର ବନ୍ଧୁତା ବିଷୟରେ ଆପଣ ଅନେକ କାହାଣୀ ଶୁଣିଥିବେ। ଏହି ବିଷୟବସ୍ତୁ ଆଧାରରେ ଅନେକ ଫିଲ୍ମ ବି ନିର୍ମାଣ ହୋଇଛି। ତେବେ ରିୟଲରେ ଏପରି ଏକ ଘଟଣା ଘଟିଛି ଯାହା ଆପଣଙ୍କୁ କନ୍ଦାଇଦେବ। ମାଲିକର ମୃତ୍ୟୁ ପରେ ବି ବିଶ୍ୱସ୍ତ କୁକୁର ତାଙ୍କ ଫେରିବାର ବାଟକୁ ଚାହିଁ ରହିଛି।
ନୂଆ ପ୍ରେମିକକୁ ପ୍ରେମର ପ୍ରମାଣ ଦେବା ପାଇଁ ରାକ୍ଷସୀ ପାଲଟିଗଲା ପ୍ରେମିକା । ପୁରୁଣା ପ୍ରେମିକର ଛାତିରେ କଣ୍ଟା ଭୁସିବା ସହ ଏସିଡ୍ ଫିଙ୍ଗିଲା । ଇନଷ୍ଟାଗ୍ରାମରେ ବନ୍ଧୁତା ହୋଇଥିଲା। ପରେ ଏହା ପ୍ରେମ ସଂପର୍କରେ ପରିଣତ ହେଲା। ପ୍ରାୟ ଦେଢ ବର୍ଷ ପରେ ଦୁହେଁ ବ୍ରେକଅପ୍ କରିଦେଲେ। ନୂଆ ପ୍ରେମିକ ମିଳିବା ପରେ ଏମିତି କାଣ୍ଡ କରି ବନ୍ଧା ହେଲା ପ୍ରେମିକା ।
ଗୋଟିଏ ପଟେ ଆର୍ଥିକ ଅନଟନ ଆଉ ଗୋଟିଏ ପଟେ ପରିବାରର ବୋଝ । ହେଲେ ଏହା ପରେ ବି ସଫଳତା ପାଇଛନ୍ତି ଔରଙ୍ଗାବାଦର ମଦନପୁର ବ୍ଲକ ଶିବଗଞ୍ଜ ଗାଁର ଆଦର୍ଶ କୁମାର। ପ୍ରଥମ ପ୍ରୟାସରେ ସେ ବିହାର ଜନସେବା ଆୟୋଗ ଦ୍ୱାରା କରାଯାଇଥିବା ନ୍ୟାୟିକ ପରୀକ୍ଷାରେ ୧୨୦ତମ ସ୍ଥାନ ହାସଲ କରି ବାପା-ମା’ଙ୍କ ସ୍ୱପ୍ନକୁ ସାକାର କରିଛନ୍ତି।
ଡିସେମ୍ୱର ପହିଲାରୁ ଗ୍ରାହକଙ୍କୁ ମହଙ୍ଗା ମାଡ଼। ପୁଣି ବଢିଲା ଏଲପିଜି ସିଲିଣ୍ଡରର ଦର। ତୈଳ ମାର୍କେଟିଂ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି ।
ସ୍ଥଳଭାଗ ଅତିକ୍ରମ କରିଛି ବାତ୍ୟା ‘ଫେଞ୍ଜଲ’। ଗତକାଲି ରାତି ପ୍ରାୟ ୮ଟାରୁ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ହୋଇ ରାତି ପ୍ରାୟ ୨ଟା ପର୍ଯ୍ୟନ୍ତ ଚାଲିଥିଲା ।
ଏଠାରେ ଆମେ ଏପରି କିଛି ଅଭ୍ୟାସ ବିଷୟରେ କହୁଛୁ ଯାହାକୁ ଯଦି ଧ୍ୟାନରେ ରଖାଯାଏ, ଆପଣ କେବଳ ପିଠି ଯନ୍ତ୍ରଣାକୁ ଏଡାଇ ଦେବେ ନାହିଁ ବରଂ ବୃଦ୍ଧାବସ୍ଥାରେ ଏକ ସକ୍ରିୟ ଜୀବନକୁ ମଧ୍ୟ ଉପଭୋଗ କରିପାରିବେ। ତେବେ ଆସନ୍ତୁ ସେହି ଉପାୟଗୁଡିକ ଜାଣିବା।
ATMକୁ ଟଙ୍କା ଉଠାଇବାକୁ ଯାଇଥିବା ବେଳେ ଇଲେକଟ୍ରିକ୍ କରେଣ୍ଟ ଲାଗି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଆଉ ମୃତଦେହ ATM ବାହାରେ ଥିବା ପାଣିରେ ବୁଡି ରହିଛି। ଏହି ଘଟଣାର ଭିଡିଓ ଏବେ ଭାଇରାଲ୍ ହେବାରେ ଲାଗିଛି।
ଆସନ୍ତା ଡିସେମ୍ବର ୨ରେ ବିଜେପି ବିଧାୟକ ଦଳ ବୈଠକ ବସିବ । ନିର୍ବାଚନ ଫଳ ଘୋଷଣାକୁ ସପ୍ତାହେ ବିତି ଥିଲେ ବି ମହାୟୁତିର କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ଏଯାଏଁ ସ୍ପଷ୍ଟ ହୋଇନି ।