ଦ ମେଟାର ସିଇଓ ତଥା କୋଟିପତି ମାର୍କ ଜୁକରବର୍ଗ ଦିନକୁ ଦିନ ଗରିବ ହେଉଛନ୍ତି। ତାଙ୍କ ସମ୍ପତିର ମୂଲ୍ୟ ଦିନକୁ ଦିନ କମିବାରେ ଲାଗିଛି। ସତେ ଯେମିତି ଭାଗ୍ୟ ତାଙ୍କୁ ଆଉ ସାଥ୍ ଦେଉନି। ଷ୍ଟକ ମାର୍କେଟ୍ରେ ତାଙ୍କ ସମ୍ପତିର ମୂଲ୍ୟ କ୍ରମାଗତ ହ୍ରାସ ପାଇବାରେ ଲାଗିଛି।
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ଏବେ ଆଉ ଗାଡ଼ି ଚାଳକ ଆପଣଙ୍କ ରାଇଡକୁ ମନା କରିପାରିବେ ନାହିଁ । ଭିତିରିଆ ଅଞ୍ଚଳକୁ ବି ତାଙ୍କୁ ଯିବାକୁ ପଡ଼ିବ ।
ମିଡିଆ ପ୍ଲାଟଫର୍ମ ଟ୍ୱିଟର ଏବେ ସଂପୂର୍ଣ୍ଣ ଭାବେ ଏଲନ ମସ୍କଙ୍କ ନିୟନ୍ତ୍ରଣରେ । ମାଲିକାନା ହାସଲ କରିବା ପରେ ପରେ ତୁରନ୍ତ କମ୍ପାନୀର ସିଇଓ ପରାଗ ଅଗ୍ରୱାଲ ଓ CFO ନେଡ ସଗେଲଙ୍କୁ ବିଦା କରିଦେଇଛନ୍ତି ଏଲନ । ଏପରିକି ଉଭୟଙ୍କୁ କମ୍ପାନୀ ହେଡ କ୍ୱାଟରରୁ ବାହାର କରି ଦିଆଯାଇଛି।
କେଜ୍ରିଓ୍ୱାଲଙ୍କ ଦାବି ପରେ ଜୋର୍ ଧରିଲା ରାଜନୀତି, କଂଗ୍ରେସ ଓ ବିଜେପି ନେତା ବି କଲେ ଭିନ୍ନ ଭିନ୍ନ ଦାବି
ରସଗୋଲା ନମିଳିବାରୁ ଛୁରୀରେ ଆକ୍ରମଣ । ଆଗ୍ରାର ଏକ ବିବାହ ଉତ୍ସବରେ ଏଭଳି ଘଟଣା ଘଟିଛି ।
ପତ୍ନୀ ଅକ୍ଷତାଙ୍କ ପାଖରେ ବି ହଜାର ହଜାର କୋଟି ଟଙ୍କା
ପାକ୍ ଅଧିକୃତ କାଶ୍ମୀରରେ ଲୋକଙ୍କ ପ୍ରତି ବଢୁଥିବା ଆକ୍ରୋଶକୁ ବି କଡ଼ା ଭାଷାରେ ନିନ୍ଦା କରି ପଡ଼ୋଶୀ ଦେଶକୁ ଚତାବନୀ ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ।
ଆଗକୁ ତେଲେଙ୍ଗାନାର ମୁନୁଗୋଡ଼େ ଆସନ ପାଇଁ ଉପର୍ନିବାଚନ ଅନୁଷ୍ଠିତ ହେବ ।ତେଣୁ ଏବେଠୁ ବିଜେପି ନିଜ ଗେମ୍ ଖେଳିବା ଆରମ୍ଭ କରିଦେଇଥିବା ଅଭିଯୋଗ ହୋଇଛି ।
ଚଳିତ ଟି-୨୦ ବିଶ୍ୱକପରେ ସବୁଠାରୁ ବଡ଼ ବିପର୍ଯ୍ୟୟ ଘଟାଇଛି ଜିମ୍ବାୱେ। ପାକିସ୍ତାନ ଭଳି ଶକ୍ତିଶାଳୀ ଦଳକୁ ଜିମ୍ବାୱେ ୧ ରନରେ ହରାଇ ଇତିହାସ ସୃଷ୍ଟି କରିଛି।
ଦୁଆର ବନ୍ଦ ହେବା ପରେ ପଞ୍ଚମୁଖି ବିଗ୍ରହ ପାଲିଙ୍କିକୁ ସଜା ଯାଇଥାଏ । ତାପରେ ମଣ୍ଡପରୁ ଆସି ତିନିଥର ମନ୍ଦିର ପରିକ୍ରମା କରିବା ପରେ ଉଖିମଠ ଯାଇଥାଏ ।
ଅଶ୍ଳୀଳତାର ଜାଲରୁ ଧର୍ମଯାଜକମାନେ ମଧ୍ୟ ମୁକୁଳି ପାରୁନାହାନ୍ତି ।
SBI ରେ ଖାଲି ପଡ଼ିଛି ପଦବୀ । ନଭେମ୍ବର ୭ରେ ରହିଛି ଶେଷ ଆବେଦନ ପ୍ରକ୍ରିୟା । ତେବେ ଜାଣନ୍ତୁ କେମିତି କରିବେ ଆବେଦନ..
ପାକିସ୍ତାନକୁ ରୋମାଞ୍ଚକର ଢଙ୍ଗରେ ମାତ୍ ଦେଇଥିବା ଟିମ ଇଣ୍ଡିଆ ଆଜି ଚଳିତ ବିଶ୍ୱକପରେ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି।
ପ୍ରଥମ ଦେଖାରେ ଗଣ୍ଡଗୋଳ, ମରାମରି। ଆଉ ତା’ପରେ ସୁଆଦିଆ ଖାଦ୍ୟ ଖୁଆଇ କରିନେଲେ ମନ ଚୋରି । ଏମିତି ଏକ ନିଆରା ପ୍ରେମ କାହାଣୀ ସୋଶିଆଲ ମିଡିଆରେ ଭାଇରାଲ ହୋଇଛି।
ବିଭିନ୍ନ ପ୍ରକାରର ହେୟାରକଟ୍ ମଧ୍ୟରେ ବର୍ତ୍ତମାନ ‘ଫାୟାର ହେୟାରକଟ୍’ ଟ୍ରେଣ୍ଡ୍ରେ ରହିଛି। ହେଲେ ଟିକିଏ ଅସାବଧାନତା କେତେବେଳେ ଯେ କାହାର ଜୀବନ ନେଇଯିବ ତାହା କେହି କହିପାରିବେ ନାହିଁ।
ପାରିବାରିକ ରାଜନୀତିରୁ ଊର୍ଦ୍ଧ୍ୱକୁ ଉଠୁଛି ଜାତୀୟ କଂଗ୍ରେସ। ୨୫ ବର୍ଷ ପରେ ଗାନ୍ଧି ପରିବାର ହାତରୁ ଯାଇଛି ସଭାପତି ପଦ। ମଲ୍ଲିକାର୍ଜ୍ଜୁନ ଖଡଗେ ଆଜି କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିଛନ୍ତି। ୨ ଦଶକରୁ ଅଧିକ ସମୟ ଧରି ଦଳକୁ ସମ୍ଭାଳିବା ପରେ ସୋନିଆ ଗାନ୍ଧି ଏବେ ଏହି ଦାୟିତ୍ୱରୁ ମୁକ୍ତ ହୋଇଛନ୍ତି।
ସବୁବେଳେ ପକେଟରେ କାର୍ଡ ରଖିବାକୁ ଭଲ ଲାଗୁନଥିଲା, ସେଥିପାଇଁ ହାତରେ ହିଁ ଚିପ୍ ଲଗାଇଦେଲେ ।
ବ୍ରିଟେନ ରାଜନୀତିରେ କ୍ଷମତା ପାଇଁ ଚାଲିଛି ମ୍ୟୁଜିକ ଚେୟାର ଖେଳ। କେତେବେଳେ କାହାକୁ ମିଳିବ ଚେୟାର, କାହା ମୁଣ୍ଡରୁ ଖସିଯିବ ମୁକୁଟ ତାହା ସମୟ ହାତରେ। ଏହି ମ୍ୟୁଜିକ ଚେୟାର ଖେଳରେ ୬ ବର୍ଷରେ ୫ ଜଣ ପ୍ରଧାନମନ୍ତ୍ରୀଙ୍କୁ ଶାସନଗାଦିରେ ଦେଖିଲାଣି ଏ ଦେଶ ।
ମ୍ୟାଚ୍ ଫି’ ବାବଦରେ ପୁରୁଷ କ୍ରିକେଟରଙ୍କୁ ଯେତିକି ଟଙ୍କା ମିଳିବ ସେତିକି ଟଙ୍କା ମହିଳା କ୍ରିକେଟରଙ୍କୁ ମଧ୍ୟ ମିଳିବ। ଅର୍ଥାତ୍ ପୁରୁଷ କ୍ରିକେଟରଙ୍କ ସହ ସମାନ ମ୍ୟାଚ୍ ଫି’ ପାଇବେ ମହିଳା କ୍ରିକେଟର।
ଯଦି ନେଦରଲାଣ୍ଡ ସହ ଭାରତର ମୁକାବିଲା ରଦ୍ଦ ହୋଇଯିବ, ତା’ହେଲେ ଟିମ୍ ଇଣ୍ଡିଆକୁ ନେଦରଲାଣ୍ଡ ସହ ପଏଣ୍ଟ ଶେଆର କରିବାକୁ ପଡ଼ିବ। ଏଭଳି ସ୍ଥିତିରେ ଟିମ୍ ଇଣ୍ଡିଆକୁ ସେମିଫାଇନାଲରେ ପହଞ୍ଚିବା ପାଇଁ କଷ୍ଟକର ହେବ କି ?
ମାତ୍ର ତିନି ଟଙ୍କା ନେଇଗଲା ଏକ ମୂଲ୍ୟବାନ୍ ଜୀବନ । ଅଭିଯୁକ୍ତ ଏବେ ଫେରାର୍ ।
ନା ମୁଣ୍ଡ ଏପଟସେପଟ କରିହେବ ନା ସାଙ୍ଗ ମାନଙ୍କ ଖାତାକୁ ଚାହିଁହେବ । କପି ରୋକିବା ପାଇଁ ଏ କି ପ୍ରକାର କୌଶଳ ।
ହଠାତ୍ ସ୍କୁଟରରେ ଲାଗିଗଲା ନିଆଁ, ବସିଥିଲେ ଡେଲିଭରି ବୟ ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି । ଏହି କ୍ରମରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦,୭୦୦ ଟଙ୍କା ରହିଛି ।