ମହିଳାଙ୍କୁ ବୟସ ଆଉ ପୁରଷଙ୍କୁ ଦରମା ପଚାରିଲେ ସଠିକ ଉତ୍ତର ପାଇବାର ସମ୍ଭାବନା ସାଧାରଣତଃ କମ ଥାଏ। ହେଲେ ସ୍ୱାମୀ-ସ୍ତ୍ରୀ ସମ୍ପର୍କରେ ଯଦି ଏମିତି ଘଟେ ? ସ୍ତ୍ରୀ ସ୍ୱାମୀଙ୍କୁ ନିଜ ବୟସ ଲୁଚାଇଲେ କ‘ଣ ହେବ ଆମେ କହିପାରିବୁନି। କିନ୍ତୁ ସ୍ୱାମୀ ଯଦି ସ୍ତ୍ରୀକୁ ଦରମା ଲୁଚାନ୍ତି ତେବେ ସ୍ତ୍ରୀ କ’ଣ କରିପାରିବେ, କେମିତି ସେ ତଥ୍ୟ ପାଇପାରିବେ ତାହା ଆମେ କହି ପାରିବୁ।
ଗରବା(garba) ନାଚୁଥିବା ବେଳେ ମାଡ଼ିଆସିଲା ମୃତ୍ୟୁ , ଗୋଟିଏ ପରିବାରର ଦୁଇ ମୃତ
ଜମ୍ମୁ-କାଶ୍ମୀର ପୋଲିସ୍ ମହାନିର୍ଦ୍ଦେଶକ(ଜେଲ୍) ହେମନ୍ତ ଲୋହିଆଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ହେମନ୍ତ ଲୋହିଆଙ୍କୁ ତାଙ୍କ ଘରୋଇ ସହାୟକ ୟାସିର୍ ଅହମ୍ମଦ(୩୬) ହତ୍ୟା କରିଥିବା ସନ୍ଦେହ କରାଯାଉଛି।
ବୟସ କେବଳ ଏକ ସଂଖ୍ୟା। ନାମ ଆଉ ଗ୍ରାମ ପରି ବୟସ ମଧ୍ୟ ମଣିଷର ଏକ ପରିଚୟ। ବୟସ ଶରୀର ପାଇଁ ବେଡି ନୁହେଁ। ବୟସ ପାଇଁ କୌଣସି କାମ ଅଟକି ଯାଏନି। ଯଦି ଇଚ୍ଛାଶକ୍ତି ଥାଏ, କରିବାର ଆନ୍ତରିକତା ଥାଏ ତେବେ ବୟସ ଯେତେ ହେଉ ନା କାହିଁକି ମଣିଷ ତାହା କରି ଦେଖାଇଥାଏ। ଏହାର ଏକ ଉଦାହରଣ ହେଉଛନ୍ତି ୭୧ ବର୍ଷ ବୟସର ଏହି ବ୍ୟକ୍ତି ଜଣକ।
ପଲ୍ୟୁସନ୍ ସାର୍ଟିଫିକେଟ୍ ନାହିଁ ତ ପେଟ୍ରୋଲ ନାହିଁ। ପେଟ୍ରୋଲ ପମ୍ପରେ PUC(Pollution Under Control) ସାର୍ଟିଫିକେଟ୍ ନଦେଖାଇଲେ ପେଟ୍ରୋଲ ଓ ଡିଜେଲ ପକାଇ ପାରିବେ ନାହିଁ।
ଅନଲାଇନ୍ରେ ଜୁଆ ଖେଳ ଓ ବେଟିଂକୁ କିଛି ରାଜ୍ୟରେ ନିଷିଦ୍ଧ କରାଯାଇଛି ।
କୋଲକାତା ସହରରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଫାଇବରରେ ନିର୍ମାଣ କରାଯାଇଥିବା ବେଳେ ଦୂରଦର୍ଶନ ଓ ପ୍ରସାର ଭାରତୀ ଭଳି ଥିମ୍ରେ ନିର୍ମାଣ ହୋଇଛି ମଣ୍ଡପ।
ଜାମ୍ମୁ କାଶ୍ମୀର ଜେଲ୍ ବିଭାଗର ମହାନିର୍ଦ୍ଦେଶକ ତଥା ୧୯୯୨ ବ୍ୟାଚ୍ ଆଇପିଏସ୍ ଅଫିସର ହେମନ୍ତ ଲୋହିଆଙ୍କୁ ତାଙ୍କ ଜାମ୍ମୁ ଉପକଣ୍ଠ ଉଦୟିୱାଲାସ୍ଥିତ ଘରେ ଗଳା କାଟି ହତ୍ୟା କରାଯାଇଛି।
ପ୍ରଥମ ପରୀକ୍ଷାରେ ହିଁ ନୂଆ ସରକାର ବିଫଳ ହୋଇଥିବା ଲୋକେ କହୁଛନ୍ତି
କଂଗ୍ରେସ ସଭାପତି ପଦ ଲାଗି ମୁହାଁମୁହିଁ ୨ ପ୍ରତିଦ୍ୱନ୍ଦ୍ୱୀ
ରାତିର ଅନ୍ଧାର ହେଉ କି ପାହାଡ଼ି ଅଞ୍ଚଳ,ସବୁ ସ୍ଥିତିରେ ପ୍ରଚଣ୍ଡ କରିପାରିବ କାଉଣ୍ଟର ଅପରେସନ୍
ଗଳି ପିଲାଙ୍କ ଦ୍ୱାରା ଦୁର୍ଗାପୂଜା(Durga Puja) ମଣ୍ଡପ ଉଦଘାଟନ
ଯୁବକଙ୍କ ପେଟକୁ ଏତେ ଚାମଚ କିପରି ଗଲା । ସେ ନିଜେ ଖାଇଛନ୍ତି ନା କେହି ତାଙ୍କୁ ଜୋରଜବରଦସ୍ତି କରିଛି ତାହା ସ୍ପଷ୍ଟ ହୋଇପାରି ନାହିଁ ।
ଧର୍ମ ପ୍ରତି ଭାରତୀୟଙ୍କ ଦୁର୍ବଳତା ସମସ୍ତେ ପ୍ରାୟ ଜାଣନ୍ତି। ବିଶେଷକରି ମହିଳାମାନେ ଧର୍ମ ପାଖରେ ଟିକେ ବେଶି ଭାବପ୍ରବଣ। ଟିଭି ପରଦାରେ ବା ଫିଲ୍ମରେ ରାମ, ଜଗନ୍ନାଥଙ୍କୁ ଦେଖିଲେ ମୁଣ୍ଡିଆ ମାରିବା, ମହାଭାରତ, ରାମାୟଣ ଧାରାବାହିକ ଆରମ୍ଭ ପୂର୍ବରୁ ଟିଭି ପରଦାକୁ ପୂଜା କରିବା ପରି ଅନେକ ସୁପର ନାଚୁରାଲ କାହାଣୀ ଶୁଣିଥିବେ।
ବର୍ଷାରେ ଭିଜି ରାହୁଲ ଭାଷଣ ଦେଉଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି ।
ଭାରତୀୟ ବାୟୁ ସେନାରେ ଶକ୍ତି ବୃଦ୍ଧି ହୋଇଛି। ସ୍ୱଦେଶୀ ଜ୍ଞାନ କୌଶଳ ନିର୍ମିତ ହାଲୁକା ଲଢୁଆ ହେଲିକପ୍ଟର (ଏଲସିଏଚ୍)କୁ ଆଜି ଭାରତୀୟ ବାୟୁ ସେନାରେ ସାମିଲ କରାଯାଇଛି। ଏହି ଲଢ଼ୁଆ ବିମାନର ନାଁ ରହିଛି ପ୍ରଚଣ୍ଡ। ଏହାକୁ ସେନା ପକ୍ଷରୁ ରାଜସ୍ଥାନର ଲଙ୍ଗେୱାଲାଠାରେ ମୁତୟନ କରାଯିବ।
ସାରା ଦେଶରେ ପବିତ୍ର ନବରାତ୍ର ପୂଜା ଚାଲିଛି। ମା’ଙ୍କ ମହିଷାମର୍ଦ୍ଦିନୀର ରୂପ ଦେଖିବାକୁ ପୂଜାମଣ୍ଡପରେ ଭିଡ । ହେଲେ କଲିକତାର ଏକ ପୂଜା ମଣ୍ଡପରେ ଦେଖିବାକୁ ମିଳିଛି ବ୍ୟତିକ୍ରମ। ଏଠି ମା’ଙ୍କୁ ତ ମହିଷାମର୍ଦ୍ଦିନୀ ରୂପରେ ଦେଖିବାକୁ ମିଳିଛି । କିନ୍ତୁ ଆଉ ଏକ ବିଚିତ୍ର ଦୃଶ୍ୟ ଦେଖିବାକୁ ମିଳିଛି।
ସାଧାରଣତଃ ବୈଷୟିକ ତ୍ରୁଟି, ଫ୍ୟାନ୍ସ ହଠାତ୍ ପଡ଼ିଆ ମଝିକୁ ଚାଲି ଆସିଲେ କିମ୍ବା କୁକୁର ଚାଲି ଆସିଲେ ମ୍ୟାଚ୍ କିଛି ସମୟ ପାଇଁ ଅଟକା ଯାଇଥାଏ। ହେଲେ ପ୍ରଥମଥର ପାଇଁ ଶୁଣିବାକୁ ମିଳିଛି ଯେ, ପଡ଼ିଆ ଭିତରକୁ ସାପ ପଶି ଆସିବା ପରେ ମ୍ୟାଚ୍ ବନ୍ଦ ରଖିବାକୁ ପଡ଼ିଥିଲା।
ହସ ହସ ଦିଶିଲାଣି ଧରା। କାଶତଣ୍ଡୀ ଫୁଲରେ ସଜେଇ ହେଲାଣି ପ୍ରକୃତି । ତା ସାଙ୍ଗକୁ ପୂଜା ମଣ୍ଡପରେ ଲାଗିଲାଣି ଭିଡ। ଆଲୋକ ତୋରଣରେ ହସୁଛି ରାସ୍ତାଘାଟ। ସୁନ୍ଦର ସୁନ୍ଦର ସୁଉଚ୍ଚ ତୋରଣ ଆଖି ଟାଣି ନେଉଛି। ସବୁଠି ଶୁଭିଲାଣି ମା’ଙ୍କ ଆଗମନୀର ପଦଧ୍ୱନୀ। ଆସୁଛନ୍ତି ମା‘। ଜଗଜ୍ଜନନୀ ମା’ ଦୁର୍ଗା।
ଚୀନ ଯାଉଥିବା ଇରାନ୍ର ଏକ ପାସେଞ୍ଜର ଫ୍ଲାଇଟ୍ରେ ବୋମା ଥିବା ସୂଚନା ମିଳିଛି। ଭାରତୀୟ ଏୟାର ସ୍ପେଶ ଉପରେ ଥିବାବେଳେ ବିମାନରେ ବୋମା ଥିବା ସୂଚନା ମିଳିଥିଲା।
ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୪୦୦ ଟଙ୍କା ରହିଛି ।
ପୁରାଣର କାହାଣୀଟିଏ ସମସ୍ତଙ୍କର ମନେ ଥିବ। ଦ୍ରୌପଦୀଙ୍କ ବିବାହ ସମୟରେ ପିତା ଦ୍ରୁପଦ ରଖିଥିଲେ ଅଦ୍ଭୂତ ସର୍ତ୍ତ। ଶ୍ରେଷ୍ଠ ଧନୁର୍ଦ୍ଧରଙ୍କୁ ବିବାହ ଦେବାପାଇଁ ଏମିତି କିଛି କଠୋର ପରୀକ୍ଷାର ଆୟୋଜନ କରିଥିଲେ। ଉପରେ ବୁଲୁଥିବ ଏକ ଚକ ।
ଦେଶ ପାଇଁ ଗୌରବର ବିଷୟ। ଭାରତୀୟ ସାମରିକ ଶକ୍ତିରେ ଯୋଡ଼ି ହେବ ନୂଆ ଇତିହାସ । ଭାରତୀୟ ବାୟୁସେନା ପକ୍ଷରୁ (ଆଇଏଏଫ) ଆଜି ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଲାଇଟ୍ କମ୍ବାଟ୍ ହେଲିକପ୍ଟର (ଏଲସିଏଚ୍)ର ପ୍ରଥମ ବ୍ୟାଚ୍ ମୁତୟନ କରାଯାଇଛି।