ଅଗଷ୍ଟ ୫ରେ ଶିଶୁକୁ ଅପହରଣ କରାଯାଇଥିଲା। ଏହାର କିଛିଦିନ ପରେ ଅର୍ଥାତ୍ ଅଗଷ୍ଟ ୧୮ରେ ଶିଶୁଟିର ମୃତଦେହ ଯମୁନା ନଦୀ କୂଳରୁ ଉଦ୍ଧାର ହେବାପରେ ପୁରା ଘଟଣା ସାମ୍ନାକୁ ଆସିଥିଲା।
ପ୍ରତିକୂଳ ପାଣିପାଗ ପାଇଁ ପାହାଡ଼ିଆ ଅଞ୍ଚଳରେ ବାୟୁସେନାର ଅପରେସନରେ ବାଧା ଉପୁଜିଥାଏ। ଏହି ସମୟରେ ସେନା ଅପରେସନର ନେତୃତ୍ୱ ଥାଏ ଇଣ୍ଡିଆନ୍ ଆର୍ମି ଆଭିଏସନ୍।
ଏମିତି ଏକ ମହିଳାଙ୍କ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ମହିଳା ଜଣଙ୍କ ସାଙ୍ଗରେ ଦୁଇଟି କୋମଳମତୀ ଶିଶୁଙ୍କୁ ଧରି ଖରାତରାରେ ଫୁଡ୍ ଡେଲିଭରି କରୁଛନ୍ତି ।
କମ୍ପାନୀର କର୍ମଚାରୀ ପ୍ରୀତି। ସେମାନେ କିପରି ସୁବିଧାରେ ରହିବେ ଏନେଇ ଚିନ୍ତା କରେ ଏମିତି ଏକ କମ୍ପାନୀ। ବିଦ୍ୟୁତ ବିଲ୍ ବଢିଯିବାରୁ କମ୍ପାନୀ ନେଇଛି ଏମିତି ଏକ ପଦକ୍ଷେପ। କର୍ମଚାରୀଙ୍କୁ ପ୍ରତି ମାସରେ ଦେଉଛି ୧୮,୦୦୦ରୁ ଅଧିକ ବୋନସ୍।
ଆକାଶରେ ଉଡିବାବେଳେ ପାଇଲଟ୍ ଜାଣିପାରିଥିଲେ ଯେ ବିମାନଟିର ଇନ୍ଧନ ସରିଯାଇଛି। ଏହା ଜାଣିବା ପରେ ସେ ଏହାକୁ ରାସ୍ତାର ପାର୍ଶ୍ୱରେ ଥିବା ମୋଟର୍ୱେକୁ ନେଇ ସିଧା ଦୁର୍ଘଟଣା କରିଦେଲେ। ସେ ଏହା ଭିତରୁ ଆରାମ୍ରେ ବାହାରକୁ ଆସିଲେ, ସତେ ଯେମିତି କିଛି ହେଇନି।
୪ ମାସ ପୂର୍ବେ ହୋଇଥିଲା ସୂର୍ଯ୍ୟାସ୍ତ । ସେବେଠାରୁ ଏଠାରେ ରାତି ହୋଇଥିଲା । କିନ୍ତୁ ଏବେ ସକାଳ ହୋଇଛି ।
ଗୋଟିଏ କି ଦୁଇଟି ବତକ ନୁହେଁ, ଶହ ଶହ ବତକ ରାସ୍ତା ମଝିକୁ ଚାଲି ଆସିଲେ । ଆଉ ଗାଡ଼ିକୁ ଅଟକାଇଦେଲେ । ଏମିତିକି ଗାଡ଼ି ଚାରିପଟେ ବେଢ଼ିଗଲେ ।
ଭାରତରେ ଦିନକୁ ଦିନ ଅଧିକରୁ ଅଧିକ ମଦ ଦୋକାନ ଖୋଲୁଥିଲେ ମଧ୍ୟ ସରକାର କେବେ ବି ସିଧାସଳଖ ଭାବେ କହିନାହାନ୍ତି ଯେ, ମଦ ପିଅ ଆଉ ଦେଶର ଅର୍ଥନୀତିକୁ ସୃଦୃଢ଼ କର ।
ଅଧାରେ ରହିଗଲା ଉଚ୍ଚଶିକ୍ଷା ପାଇଁ ବିଦେଶ ଯିବା ସ୍ୱପ୍ନ ।
ସିସୋଦିଆଙ୍କ ନାଁରେ ରୁଜୁ ହୋଇଥିବା ମାମଲା ଗୁଡ଼ିକ ପ୍ରତ୍ୟାହାର କରିବା ପାଇଁ ବିଜେପି ତାଙ୍କୁ କିଛି ପ୍ରସ୍ତାବ ଦେଇଥିବା ସେ ଦାବି କରିଛନ୍ତି।
ୱାର୍ଡ ଆଟେଣ୍ଡାଣ୍ଟ୍ ସମେତ ବିଭିନ୍ନ ପଦବୀରେ ନିଯୁକ୍ତି ପାଇଁ CIP ଆବେଦନ ଜାରି କରିଛି। ମୋଟ ୯୭ଟି ପଦବୀ ପୂରଣ ହେବ। ଆବେଦନ କରିବାର ଶେଷ ତାରିଖ ହେଉଛି ସେପ୍ଟେମ୍ବର ୩୦।
ISIS ଆତଙ୍କବାଦୀ ଜଣକ ତୁର୍କୀର ବୋଲି ଜଣାପଡ଼ିଛି। ତେବେ ନିର୍ଦ୍ଦିଷ୍ଟ ଭାବେ ଭାରତର କେଉଁ ବଡ଼ ନେତାଙ୍କୁ ISIS ଟାର୍ଗେଟ କରିଥିଲା, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ।
ନିକଟରେ ଏକ ପୁତ୍ର ସନ୍ତାନର ମା’ ହୋଇଥିବା ସୋନମ କପୁର ତାଙ୍କ ପ୍ୟାରେଣ୍ଟିଂ ଡ୍ୟୁଟି ଏବଂ ପିଲାର ସ୍କୁଲ୍ ଶିକ୍ଷାକୁ ନେଇ ଯୋଜନା କରୁଥିବା କହିଛନ୍ତି। ଏହାରି ଭିତରେ ସେ ତାଙ୍କ ମାଟର୍ନିଟୀ ଫଟୋସୁଟ୍କୁ ନେଇ ହେଉଥିବା ଟ୍ରୋଲ୍ର ଜବାବ ଦେଇଛନ୍ତି।
ବର୍ଷ ବର୍ଷ ଧରି ଡେଲିଭରି ବୟ ଜଣକ ପରିଶ୍ରମ କରି ପାଖାପାଖି ୬୬ ହଜାର ଟଙ୍କା ସଞ୍ଚୟ କରିଥିଲେ। ତେବେ ବଡ଼ ରିସ୍କ ଉଠାଇ ଏହି ଟଙ୍କାକୁ ସେ କ୍ରିପ୍ଟୋକରେନ୍ସିରେ ନିବେଶ କରିଥିଲେ। ଆଉ ଏବେ ୨୮ ବର୍ଷ ବୟସରେ ସେ କୋଟିପତି ହୋଇଯାଇଛନ୍ତି।
ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ମଧ୍ୟ ପେନସନ୍ ମିଳୁନାହିଁ । ଆମେ କ’ଣ କରିବୁ, ଖାଇବୁ କ’ଣ ରହିବୁ କେମିତି ?
ଦେଶରେ ଡିଜିଟାଲ୍ ପେମେଣ୍ଟକୁ ପ୍ରୋତ୍ସାହନ କରିବା ଲାଗି ସରକାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଡିଜିଟାଲ୍ ପେମେଣ୍ଟକୁ ଅଧିକ ପ୍ରୋତ୍ସାହନ ଦେବା ଲାଗି ମନ୍ତ୍ରାଳୟ ପକ୍ଷରୁ ଚଳିତ ବର୍ଷ ସହାୟତା ଘୋଷଣା କରାଯାଇଥିଲା।
ସାମାନ୍ୟ କମିଲା ସୁନା ଦର । ଭାରତୀୟ ବଜାରରେ ଆଜି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ୍ ସୁନା ମୂଲ୍ୟ ୫୩,୧୦୦ଟଙ୍କାରେ ବିକ୍ରି ହେଉଛି ।
ଏକ ଫ୍ୟାଶନ ଶୋ’ରେ ରାମ୍ପ୍ରେ ଚାଲିଛନ୍ତି କପିଲ୍ ଶର୍ମା। ଏଠି ବି ସେ କମେଡି କରିଛନ୍ତି। ତାଙ୍କ ଲୁକ୍ ଏତେ ବଦଳିଯାଇଛି ଯେ ସେ ଆହୁରି ଯୁବକ ଲାଗୁଛନ୍ତି, ତାଙ୍କୁ ଚିହ୍ନିବା ମୁସ୍କିଲ୍।
ଜଣେ ହତ୍ୟା ଅଭିଯୁକ୍ତ ପୋଲିସ୍ ଭ୍ୟାନ୍ ଭିତରେ ବସି ଜନ୍ମଦିନ ପାଳୁଥିବା ଭାଇରାଲ୍ ଭିଡିଓରେ ଦେଖିବାକୁ ମିଳିଛି। ସମର୍ଥକମାନେ ସାଙ୍ଗରେ କେକ୍ ଆଣିବା ସହ ଭ୍ୟାନ୍ ଭିତରେ ବସିଥିବା ଅଭିଯୁକ୍ତ ରୋଶନ ଝା’ଙ୍କୁ ଏହାକୁ କାଟିବା ପାଇଁ କହିଥିଲେ।
ଇଲେକ୍ଟ୍ରିକ୍ ଜିପ୍ ତିଆରି କରିଛନ୍ତି ତାମିଲନାଡୁର ବାସିନ୍ଦା A. Gautham । ଶିଳ୍ପପତି ଆନନ୍ଦ ମହିନ୍ଦ୍ରାଙ୍କୁ ତାଙ୍କ ଗାଡ଼ି ଭାରି ପସନ୍ଦ ଆସିଛି ।
ଭାରସାମ୍ୟ ହରାଇ ଲୋକଙ୍କ ଉପରେ ମାଡ଼ିଗଲା ବସ୍ ।
ସୁନ୍ଦର ଚେହେରା ପାଇଁ ଅଧ ଘଣ୍ଟା ସୂର୍ଯ୍ୟକିରଣରେ ଶୋଇପଡିଲେ ଯୁବତୀ। ଉଠିଲା ପରେ ଯାହା ଦେଖିଲେ ତାଙ୍କ ହୋସ୍ ଉଡିଗଲା। ମୁହଁର ଚମଡା ପ୍ଲାଷ୍ଟିକ୍ ଭଳି ତରଳିଯାଇଥିଲା। ଧିରେ ଧିରେ ଝଡିବାକୁ ଲାଗିଲା।
ଜଣେ ମହିଳାଙ୍କୁ ଚାକିରି ନ ମିଳିବାରୁ ସେ କମ୍ପାନୀ ବିରୋଧରେ ଭେଦଭାବ ମାମଲା ଦାୟର କରିଥିଲେ। ସେ କ୍ଷମା ପ୍ରାର୍ଥନା ଏବଂ କ୍ଷତିପୂରଣ ଦାବି କରିଥିଲେ। ଏନେଇ ତାଙ୍କୁ ୩ ଲକ୍ଷ ୭୮ ହଜାର ଟଙ୍କା କ୍ଷତିପୂରଣ ମିଳିଛି।
ବର୍ଷା ଲାଗି ରହିଥିବାରୁ ଜାମ୍ମୁ କାଶ୍ମୀରର ମାତା ବୈଷ୍ଣୋଦେବୀ ପୀଠ ଯାତ୍ରା ବନ୍ଦ ରହିଛି ।
ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧି ଆଉଥରେ ଦଳର ସଭାପତି ହେବାକୁ ଦାବି ହେଉଥିଲେ ବି ସେ ରାଜି ହେଉନାହାନ୍ତି ।