ଭାଇ ସିନା ନାହିଁ..ହେଲେ ଭଉଣୀ ମନ ମାନୁନି। ସୀମାରେ ସହିଦ ହୋଇଯାଇଥବା ଭାଇର ପ୍ରତିମୂର୍ତ୍ତିରେ ରାକ୍ଷୀ ବାନ୍ଧିବା ପରେ ଏମିତି ଭୋ ଭୋ କାନ୍ଦିଲା ଭଉଣୀ। ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଫଟୋ। ୟୁଜର୍ସ କହୁଛନ୍ତି..ସବୁ ଭାଇଙ୍କୁ ମିଳୁ ଏମିତି ଭଉଣୀ..
SSC ଜୁନିୟର ଇଞ୍ଜିନିୟର ପଦବୀ ପୂରଣ କରିବାକୁ ଆବେଦନକୁ ଜାରି କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଅଧୀନରେ ଅନେକ ପୋଷ୍ଟ୍ ପୂରଣ ହେବ।
‘ଲାଲ୍ ସିଂହ ଚଡ୍ଢା'କୁ ନେଇ ଏବେ ଚାରିଆଡେ ବିବାଦ। ଅନେକ ଏହାକୁ ବୟକଟ୍ କରିଛନ୍ତି। ଏହାରି ଭିତରେ ଆମିର ଖାନ୍ଙ୍କୁ ମିଳିଛି ଆଶ୍ୱସ୍ତି। ଓସ୍କାର୍ ତରଫରୁ ଏହାକୁ ମିଳିଛି ସପୋର୍ଟ।
ବଢିଲା ସୁନା ଦର । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୪ ହଜାର ୦୦୦ ଟଙ୍କା ରହିଛି ।
ନିଜ ଫିଲ୍ମକୁ ନେଇ ବିବାଦରେ ଫଶିଥିବା ଆମିର 'ହର ଘର ତ୍ରିରଙ୍ଗା ଅଭିଯାନ'ରେ ସାମିଲ୍ ହୋଇ ତାଙ୍କ ମୁମ୍ବାଇସ୍ଥିତ ଘରେ ତ୍ରିରଙ୍ଗା ଉଡାଇଛନ୍ତି। ‘ଆଜାଦୀ କା ଅମୃତ ମହୋତ୍ସବ’ ସାରା ଦେଶରେ ପାଳନ କରାଯାଉଛି। ବଲିଉଡ୍ ଅଭିନେତା ଆମିର ଖାନ ମଧ୍ୟ ଏହାର ଏକ ଅଂଶ ହୋଇଛନ୍ତି।
Jio Fiber Independence Offerରେ ୟୁଜର୍ସଙ୍କୁ ୧୫ ଦିନ ପର୍ଯ୍ୟନ୍ତ ମାଗଣା ସେବା ମିଳିବ। ଅର୍ଥାତ୍ ଆପଣ ମାଗଣାରେ ଜିଓ ଫାଇବର ସେବା ପାଇପାରିବେ। ତେବେ ଏହି ପ୍ଲାନ୍ ନୂଆ ଗ୍ରାହକଙ୍କ ପାଇଁ କେବଳ ଉପଲ୍ଲବ୍ଧ।
ପ୍ରବଳ ବର୍ଷା ପରେ ଧରମପୁରୀ ତହସିଲ ଅଞ୍ଚଳ କୋଠିଦାରେ କାରମ ନଦୀ ଉପରେ ଥିବା ଡ୍ୟାମ୍ରୁ ଘଳିଆ ପଡ଼ିଥିଲା ।
ପ୍ରଥମ ଦିନ ୧୨ କୋଟି ଓ ଦ୍ୱିତୀୟ ଦିନ ପ୍ରାୟ ୮ କୋଟି ଟଙ୍କା ବେପାର ହୋଇଛି ଏହି ଫିଲ୍ମ । ଆମୀରଙ୍କ ପୂର୍ବ ସିନେମା ଅପେକ୍ଷା ଏହା ବହୁତ କମ୍ । ଏପରିକି ୨୦୦୮ର ଗଜନୀ ପରେ ଏହା ସବୁଠୁ କମ୍ ଆୟ କରିଛି ବୋଲି କୁହାଯାଉଛି ।
ଘର ଭଡ଼ାରେ ଲାଗିବ ୧୮ ପ୍ରତିଶତ ଜିଏସଟି।
ପରିବର୍ତ୍ତିତ ରାଜନୈତିକ ଦୃଶ୍ୟପଟ୍ଟକୁ ଦେଖି ବଦଳାଇଛନ୍ତି ନାଆ
ଘରର ସେ ଏକମାତ୍ର ରୋଜଗାରିଆ ହୋଇଥିବା କାରଣରୁ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଏମିତି ବୁଲି ବୁଲି କରୁଛନ୍ତି ପାମ୍ପଡ ବେପାର ।
ନିଜ ଦେଢ଼ ମାସର ପୁଅକୁ ମାରିଦେଲା ବାପା । କାରଣ ଜାଣି ସମସ୍ତେ ଆଶ୍ଚର୍ଯ୍ୟ ହେଉଛନ୍ତି । ଶିଶୁ କାନ୍ଦଣା ଶୁଣି ଅଭିଯୁକ୍ତର ନିଦରେ ବ୍ୟାଘାତ ସୃଷ୍ଟି ହେଉଥିଲା, ଏଥିପାଇଁ ସେ ପୁଅକୁ ହିଁ ମାରି ପକାଇଲା ।
ସଲମାନ ରୁସ୍ଦି ଅସ୍ତ୍ରୋପଚାର ପରେ ଗୋଟିଏ ଆଖି ହରାଇବାର ଆଶଙ୍କା ରହିଛି ।
ତେଲୁଗୁ ହରର୍ ଫିଲ୍ମ ‘ଅରୁନ୍ଧତୀ’ ଦେଖି ଜଣେ ଯୁବକ ଏତେ ମାତ୍ରାରେ ପ୍ରେରିତ ହୋଇଥିଲେ ଯେ ସେ ନିଜ ଦେହରେ ନିଆଁ ଲଗାଇବାକୁ ପଛାଇଲେ ନାହିଁ। ନିଜକୁ ଜାଳି ମୁକ୍ତି ଦେବା ପାଇଁ ଯୁବକ ଜଣକ ଶରୀରରେ ୨୦ ଲିଟର ପେଟ୍ରୋଲ ଢାଳି ଆତ୍ମାହୁତି ପାଇଁ ପ୍ରୟାସ କରିଥିଲେ।
୨୦୦୧ ପୂର୍ବର ସରକାର ଭଳି ନକରିବା ଲାଗି ପ୍ରତିଶ୍ରୁତି ଦେଇଥିଲେ ବି, ତାଲିବାନ ପୁଣି ନିଜ ପୂର୍ବ କଟକଣା ଲାଗୁ କରିବାରେ ଲାଗିଛି ।
ପ୍ରଥମେ ଆକ୍ରମଣକାରୀ ମଞ୍ଚ ଉପରକୁ ଚଢ଼ିଥିଲା। ଯେଉଁଠି ରୁସ୍ଦିଙ୍କ ସମେତ ଅନ୍ୟ ଅତିଥି ଉପସ୍ଥିତ ଥିଲେ। ଏହାପରେ ସେ ରୁସ୍ଦିଙ୍କୁ କାବୁ କରିବା ଲାଗି ଚେଷ୍ଟା କରିଥିଲେ। କେହି କିଛି ବୁଝିବା ଆଗରୁ ଆକ୍ରମଣକାରୀ ରୁସ୍ଦିଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ।
ଏ ବର୍ଷ ମାତ୍ର ୩୫ ପ୍ରତିଶତ ବର୍ଷା ହୋଇଛି ଇଂଲଣ୍ଡରେ । ପୂର୍ବାଞ୍ଚଳ, ଦକ୍ଷିଣାଞ୍ଚଳ, କେନ୍ଦ୍ରାଞ୍ଚଳକୁ ମରୁଡ଼ି ଘୋଷଣା ।
ଅଗଷ୍ଟ ୨୨ରେ ଥାନାରେ ହାଜର ପାଇଁ ନିର୍ଦ୍ଦେଶ । ମୁମ୍ବାଇ ଘରକୁ ଯାଇ ନୋଟିସ୍ ଦେଲା ପୋଲିସ୍ ।
ପ୍ରତାରଣା କଲା ପ୍ରେମିକ। ପ୍ରତିଶୋଧ ନେବାକୁ ଏକ ଖବରକାଗଜର ପୂରା ପୃଷ୍ଠାକୁ କିଣିନେଲେ ଯୁବତୀ। ବିରୋଧରେ ଦେଲେ ବିଜ୍ଞାପନ। ଜାଣନ୍ତୁ ଲୋଜେ କ’ଣ କହିଲେ।
ପାଠ ପଢିବା ନେଇ ତାଙ୍କର ବହୁତ ଇଛା। ତାଙ୍କ ପାଖରେ ଅଭାବ ଅଛି ସତ ହେଲେ ମରିଯାଇଛି ଲକ୍ଷ। ନିଜ ପଢାକୁ ଜାରି ରଖିବା ନେଇ ଝିଅ ହେଇ ମଧ୍ୟ ସେ ରାସ୍ତାକଡରେ ବିକୁଛନ୍ତି ଗୁପ୍ଚୁପ୍।
ବିବାଦରେ ବଡି ବିଲ୍ଡର୍ ବବି କଟାରିଆ। ବିମାନରେ ସିଗାରେଟ୍ ଟାଣି ବିବାଦକୁ ଆସିଛନ୍ତି। ବିମାନକୁ ସିଗାରେଟ୍ ଓ ଲାଇଟର କିପରି ଗଲା ବୋଲି ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଲୋକେ।
୧୯୯୯ ମସିହାରେ ତୁଙ୍ଗନାଥ ଚତୁର୍ବେଦୀ, ଯିଏ କି ଜଣେ ଆଇନଜୀବୀ । ସେ ମଥୁରାରୁ ମୋରାଦାବାଦ ଯିବା ପାଇଁ ଦୁଇଟି ରେଳ ଟିକେଟ୍ କାଟିଲେ । ପ୍ରତି ଟିକେଟ୍ର ଦାମ ଥିଲା ୩୫ ଟଙ୍କା । ହେଲେ ତାଙ୍କଠାରୁ ୭୦ ବଦଳରେ ରଖାଯାଇଥିଲା ୯୦ ଟଙ୍କା ।
SSC ଦିଲ୍ଲୀ ପୋଲିସ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ୍ ଫୋର୍ସରେ ୪ ହଜାରରୁ ଅଧିକ ସବ୍-ଇନ୍ସପେକ୍ଟର ପଦବୀ ପୂରଣ କରିବାକୁ ଆବେଦନ ଜାରି କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ସମୁଦାୟ ୪୩୦୦ ପଦବୀ ପୂରଣ ହେବ। ଜାଣନ୍ତୁ ଅନ୍ୟାନ୍ୟ ସୂଚନା।