ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଉପରକୁ ବିଚ୍ ରାସ୍ତାରେ ଗୁଳିମାଡ଼ ହୋଇଛି। ଫଳରେ ଗୁଳି ଯାଇ ସିଧା ସିଞ୍ଜୋଙ୍କ ଛାତିରେ ବାଜିଥିଲା।
ପ୍ରେମ ମାନେନି କୌଣସି ସୀମା ସରହଦ୍। ପାକିସ୍ତାନରୁ ବାହା ହେବା ପାଇଁ ଭାରତକୁ ଆସିଛନ୍ତି ଯୁବତୀ...
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶୁକ୍ରବାର, ତିଥି – ୯ ମୀ ସନ୍ଧ୍ୟା ୦୬/୨୫ ଗତେ ୧୦ ମୀ, ଚନ୍ଦ୍ର – ତୁଳା ରାଶିର, ଘାତ ଚନ୍ଦ୍ର- ନାସ୍ତି, ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ନାସ୍ତି
ଡେଙ୍ଗୁ ଓ ଚିକୁନ୍ଗୁନିଆ ନିୟନ୍ତ୍ରଣ ପାଇଁ ଚାଲିଥିବା ଗବେଷଣାକୁ ବଡ଼ ସଫଳତା...ରୋଗବାହକ ମଶା ଦେହରୁ ଭୂତାଣୁ ମାରିବ ସ୍ୱତନ୍ତ୍ର ପ୍ରଜାତିର ବିକଶିତ ମାଇ ମଶା...
ଭାରତୀୟ ବଂଶୋଦ୍ଭବ ହୋଇପାରନ୍ତି ବିଟ୍ରେନର ପ୍ରଧାନମନ୍ତ୍ରୀ । ଋଷି ସୁନକ୍ ବୋରିସ୍ ଜନସନଙ୍କ ଉତ୍ତରାଧିକାରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି ।
‘କାଳୀ’ ଫିଲ୍ମର ବିବାଦୀୟ ପୋଷ୍ଟରକୁ ନେଇ ଏଭଳି ପ୍ରତିକ୍ରିୟା ରଖିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ।
ଇତିହାସରେ ପ୍ରଥମ !! ଏକାଠି ଯୁଦ୍ଧ ବିମାନ ଉଡାଇ ରେକର୍ଡ କଲେ ବାପା-ଝିଅ । ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡ଼ିଓ..
ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି..
ଇସ୍ତଫା ଦେବେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ। ମନ୍ତ୍ରିମଣ୍ଡଳରେ ବିଦ୍ରୋହ ପରେ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍ ଇସ୍ତଫା ଦେବାକୁ ରାଜି ହୋଇଯାଇଛନ୍ତି। ଏ ନେଇ ବ୍ରିଟିଶ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।
ବିବାଦରେ ପଡିଥିବା ଫିଲ୍ମ ନିର୍ମାତାଙ୍କ ଆଉଏକ ବିବାଦୀୟ ଟ୍ୱିଟ୍...
ଭବିଷ୍ୟତ କାଗଜ ଖଣ୍ଡିଏ ଉପରେ ନିର୍ଭର କରେ ନାହିଁ ବୋଲି କହି ଉଦାହରଣ ସୃଷ୍ଟି କରିଛନ୍ତି IAS...
ଦ୍ୱିତୀୟ ଇନିଂସ୍ ଆରମ୍ଭ କରିବେ ପଞ୍ଜାବ ମୁଖ୍ୟମନ୍ତ୍ରୀ...
ଓମିକ୍ରନ୍ର ନୂଆ ସବ୍ ଭାରିଆଣ୍ଟ ଠାବ । ଭାରତ ସହ ୧୦ଟି ଦେଶରେ ନୂଆ ଭାରିଆଣ୍ଟ ଠାବ ।
ଆର୍ଥିକ ହେରଫେର ମାମଲାରେ ଇଡିର ରେଡ୍ । ଆୟକର ଓ ସିବିଆଇ ବି ଚଳାଇଛନ୍ତି ତଦନ୍ତ ।
ଏକ ନୂଆ ପ୍ରଜାତିର ମାଈ ମଶା ଜରିଆରେ ରୋଗ ନିୟନ୍ତ୍ରଣ ସୂଚନା । ସୂଚନା ଦେଲା ICMRର ଭେକ୍ଟର କଣ୍ଟ୍ରୋଲ ରିସର୍ଚ୍ଚ ସେଣ୍ଟର ।
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ । ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
ନିଜ ଚେହେରାରେ ଚମକ ଆଣିବା ନେଇ ଲୋକେ ପାର୍ଲର ଯାଆନ୍ତି, ବିଭିନ୍ନ ବ୍ୟୁଟି ପ୍ରଡକ୍ଟ ମଧ୍ୟ ବ୍ୟବହାର କରନ୍ତି। ଏନେଇ ଅନେକ ଟଙ୍କା ମଧ୍ୟ ଖର୍ଚ୍ଚ ହୁଏ। ବିନା ଟଙ୍କା ଖର୍ଚ୍ଚରେ ମଧ୍ୟ ଏହି ଫାଇଦା ମିଳିପାରିବ। ଜାଣନ୍ତୁ କେମିତି?
ଆଜି ରାଜ୍ୟସଭାକୁ ମନୋନୀତ ହୋଇଛନ୍ତି ପିଟି ଉଷା। ଖେଳ ଦୁନିଆ ପାଇଁ ତାଙ୍କର ଅବଦାନ ତାଙ୍କୁ ଆଜି ଏଠାରେ ପହଞ୍ଚାଇ ପାରିଛି। ତେବେ ଆସନ୍ତୁ ଜାଣିବା ତାଙ୍କ ପୂରା କାହାଣୀ।
ରାଜ୍ୟସଭାକୁ ମନୋନୀତ ହେଲେ ଦୌଡ଼ରାଣୀ ପିଟି ଉଷା। ପିଟି ଉଷାଙ୍କ ସମେତ କଳା, ସାହିତ୍ୟ, ବିଜ୍ଞାନ ଓ ସମାଜସେବା ଆଦି ବିଭିନ୍ନ କ୍ଷେତ୍ରରୁ ମୋଟ ୪ ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି ରାଷ୍ଟ୍ରପତି।
ୱେଷ୍ଟଇଣ୍ଡିଜ୍ ଗସ୍ତ ପାଇଁ ବୁଧବାର ଘୋଷଣା ହୋଇଛି ଟିମ୍ ଇଣ୍ଡିଆ। ତେବେ କେବଳ ତିନିଟି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଟିମ୍ ଘୋଷଣା କରାଯାଇଛି। ଶିଖର ଧୱନଙ୍କୁ ଅଧିନାୟକ ଓ ରବୀନ୍ଦ୍ର ଜାଡ଼େଜାଙ୍କୁ ଉପ-ଅଧିନାୟକ କରାଯାଇଛି।
୬୦ ବର୍ଷରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଗଲା। ତାଙ୍କର କେହି ନଥିବା ବେଳେ ଜଣେ ମହିଳା ପୋଲିସ ତାଙ୍କ ପାଖରେ ଠିଆହେଲେ ଓ ନିଜ କାନ୍ଧରେ ଶବକୁ ବୋହି ଅନ୍ତିମ ସଂସ୍କାର କଲେ।
ରେଳବାଇରେ ବାହାରିଛି ଚାକିରି। ପୂରଣ ହେବ ୧୬୫୯ ପଦବୀ। ଏହାର ଶିକ୍ଷାଗତ ଯୋଗ୍ୟତା ଓ କିପରି ଆବେଦନ କରିବେ ଜାଣିବା ପାଇଁ ପଢନ୍ତୁ।
୧୮ ଦିନ ଭିତରେ ୮ ଥର ବୈଷୟିକ ତ୍ରୁଟି। ଫଳରେ ବିମାନରେ ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି। ଏହି କାରଣରୁ SpiceJetକୁ DGCA କାରଣ ଦର୍ଶାଅ ନୋଟିସ୍ ଜାରି କରିଛି।
ବିବାଦୀୟ ‘କାଲୀ’ ପୋଷ୍ଟର୍କୁ ନେଇ ଲୀନା ମଣିମେକଲାଇଙ୍କୁ ହତ୍ୟା ଧମକ ଦେଇଛନ୍ତି ମହନ୍ତ ରାଜୁଦାସ। କହିଛନ୍ତି, ଆପଣ ବି ଚାହୁଁଛନ୍ତି କି ଆପଣଙ୍କ ମୁଣ୍ଡ ଶରୀରରୁ ଅଲଗା ହୋଇଯାଉ...