ଜମ୍ମୁ କଶ୍ମୀରରେ ଆତଙ୍କୀଙ୍କୁ ନିପାତ କରିଛନ୍ତି ସୁରକ୍ଷାକର୍ମୀ । ବ୍ୟାଙ୍କ ମ୍ୟାନେଜରକୁ ହତ୍ୟା କରିଥିବା ଆତଙ୍କବାଦୀକୁ ଗୁଳି କରିଛନ୍ତି ସୁରକ୍ଷାକର୍ମୀ ।
କେମିତି ରାହୁଲଙ୍କୁ ଉଦ୍ଧାର କରାଯାଇଥିଲା ? କେମିତି ଥିଲା ରେସ୍କ୍ୟୁ ଅପରେସନ୍ ? ବୋରୱେଲ୍ ଭିତରୁ ୧୦ ବର୍ଷର ବାଳକ ରାହୁଲକୁ ଉଦ୍ଧାର କାର୍ଯ୍ୟରେ ରେସ୍କ୍ୟୁ ଟିମ୍ରେ NDRF ଇନ୍ସପେକ୍ଟର ମହାବୀର ମହାନ୍ତି ସାମିଲ ହୋଇଥିଲେ।
ନିଯୁକ୍ତି ପାଇଁ ସ୍ୱୀକୃତିପ୍ରାପ୍ତ ବୈଷୟିକ ଅନୁଷ୍ଠାନଗୁଡ଼ିକରେ ସ୍ୱତନ୍ତ୍ର ରାଲି ଏବଂ କ୍ୟାମ୍ପସ ଇଣ୍ଟରଭିୟୁ ଅନୁଷ୍ଠିତ ହେବ ।
ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ଆରମ୍ଭ ହୋଇଯାଇଛି
ମାତ୍ର ୪ ବର୍ଷ ପାଇଁ ଅଗ୍ନିପଥ ଯୋଜନାରେ ନିଯୁକ୍ତି ମିଳୁଥିବାରୁ ଏହାକୁ ବିରୋଧ କରାଯାଇଛି ।
ଏ ଦୁନିଆଁରେ ଅନେକ ଅଜବ ପରମ୍ପରା ରହିଛି। ଏମିତି ଏକ ଜନଜାତି ଅଛନ୍ତି ଯେଉଁମାନେ ତାଙ୍କ ଜୀବନରେ ଥରେ ହିଁ ଗାଧୋଇଥାନ୍ତି। ଆସନ୍ତୁ ସେମାନଙ୍କ ବିଷୟରେ ପୂରା ଜାଣିନେବା…
ଦୈନିକ ସଂକ୍ରମଣ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଚତୁର୍ଥ ଲହରର ପଦଧ୍ୱନୀ ନୁହେଁ ତ ?
ରାହୁଲକୁ ଉଦ୍ଧାର ସମୟର ଟିକ୍ନିଖି ତଥ୍ୟ ଜିଲ୍ଲାପାଳଙ୍କ ଠାରୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ। ଉଦ୍ଧାର ବେଳେ ବୋର୍ୱେଲ୍ ଭିତରେ ଏକ ସାପ ଏବଂ ଏକ ବେଙ୍ଗ ମଧ୍ୟ ରାହୁଲ ସହ ଥିଲା ବୋଲି ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ।
ବାଳାସନ, ଏକ ସହଜ ଓ ସରଳ ଆସନ। ଉଭୟ ଶରୀର ଓ ମନକୁ ସୁସ୍ଥ ରଖିବାକୁ ଏହା ଅତ୍ୟନ୍ତ ଉପାକାରୀ। ଆସନ୍ତୁ ଜାଣିବା ପୂରା ପଦ୍ଧତି।
ଲିଭ୍ ଇନ୍ ସମ୍ପର୍କ(Live In Relationship)କୁ ନେଇ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଲିଭ୍ ଇନ୍ରୁ ଜାତ ସନ୍ତାନକୁ ମିଳିବ ପୈତୃକ ସମ୍ପତ୍ତି।
ବିଜୟ ସହ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜକୁ କମବ୍ୟାକ କରିଛି ଟିମ୍ ଇଣ୍ଡିଆ। ଦିଲ୍ଲୀ ଓ କଟକରେ ହାରିଥିବା ଋଷଭ ପନ୍ତଙ୍କ ଟିମ୍ ଇଣ୍ଡିଆ ଆଜି ବିଶାଖାପଟନମରେ ବିଜୟ ବାନା ଉଡ଼ାଇଛି।
ସଫଳ ହେଲା ଅପରେସନ୍ ‘ଜିନ୍ଦେଗୀ’। ଉଦ୍ଧାରକାରୀ ଦଳଙ୍କ ଅକ୍ଳାନ୍ତ ପରିଶ୍ରମ ପରେ ୧୦୪ ଘଣ୍ଟା ପରେ ୮୦ ଫୁଟ୍ ଗଭୀର ବୋରୱେଲ୍ ଗର୍ତ୍ତ ଭିତରୁ ସୁରକ୍ଷିତ ଭାବେ ୧୦ ବର୍ଷର ବାଳକ ରାହୁଲକୁ ଉଦ୍ଧାର କରାଯାଇଛି।
ଏଠି ଚପଲ ପିନ୍ଧିବା ବ୍ୟାନ୍। ଯିଏ ପିନ୍ଧିବ ସିଏ ପାଇବ କଠୋର ଦଣ୍ଡ। ଗାଁର ସମସ୍ତେ ଏହି ନିୟମ ମାନିବାକୁ ବାଧ୍ୟ।
AIIMSରେ ଜୁନିୟର ଲେଭଲ୍ ପୋଷ୍ଟ୍ ପାଇଁ ଆବେଦନ କରିବାକୁ ଆମନ୍ତ୍ରଣ କରିଛି। ଏହା ଅଧୀନରେ ଲୋୟର ଡିଭିଜନ୍ କ୍ଲର୍କ, ଷ୍ଟେନୋଗ୍ରାଫର୍, ଟେକ୍ନିସିଆନ୍, ଲାଇବ୍ରେରିଆନ୍ ଭଳି ପଦବୀରେ ନିଯୁକ୍ତି କରାଯିବ।
ସବୁ ରେକର୍ଡ ଭାଙ୍ଗୁଛି ‘ବିକ୍ରମ’। ‘କେଜିଏଫ୍’କୁ ବି ପଛରେ ପକେଇଛି। ସପ୍ତାହରେ ୩୦୦ କୋଟିରୁ ଅଧିକ ରୋଜଗାର କରିସାରିଲାଣି।
ଅକ୍ଷୟ କୁମାରଙ୍କ ହାତ ଛାଡୁଛନ୍ତି ପ୍ରଯୋଜକ। ତାଙ୍କ ସହ ଆଉ କାମ କରିବାକୁ ଚାହୁଁ ନାହାନ୍ତି ସେମାନେ। ଏହା ପଛରେ କ’ଣ ରହିଛି କାରଣ…
ଦେଶର ସବୁଠୁ ଲମ୍ୱା ଦାନ୍ତ ଥିବା ହାତୀର ମୃତ୍ୟୁ ଘଟିଛି । ସୋସିଆଲ୍ ମିଡିଆରେ ୟୁଜର୍ସଙ୍କ ଦୁଃଖ ପ୍ରକାଶ...
ବୋରୱେଲରେ ଫସିଥିବା ରାହୁଲକୁ ଉଦ୍ଧାର ପାଇଁ ଜାନ୍ ଲଗାଇ ଦେଇଛି NDRF । ଅଣଓସାରିଆ ସୁଡ଼ଙ୍ଗରେ ରାହୁଲ ପାଖରେ ପହଞ୍ଚିବାକୁ କେବଳ ୮ ଇଞ୍ଚ୍ର ଦୂରତା ରହିଛି ।
ଅଗ୍ନିପଥ ଯୋଜନାରେ ନିଯୁକ୍ତ ହେବେ ଅଗ୍ନିବୀର । ନିଯୁକ୍ତ ସୈନ୍ୟ ଅଗ୍ନିବୀର ନାମରେ ତିନି ବାହିନୀରେ ଭର୍ତ୍ତି ହେବେ
ଖୁବ୍ କମ୍ ସମୟ ଭିତରେ ରାହୁଲ ଉଦ୍ଧାର ହେବ ବୋଲି ଆଶ କରାଯାଉଛି । ତେବେ ରାହୁଲକୁ ଉଦ୍ଧାର କିରବା ପରେ ଗ୍ରୀନ୍ କରିଡର ଜରିଆରେ ବିଳାସପୁର ନିଆଯିବ ବୋଲି ସୂଚନା ମିଳିଛି ।
ବେକାରୀଙ୍କୁ ମିଳିବ ସରକାରୀ ଚାକିରି ।