ଥାନାରେ ଦେଇଥିବା ଏଫଆଇଆରରେ ସମସ୍ତ ବିବରଣୀ ଦାଖଲ କରିଛନ୍ତି ବଲକୋର ସିଂ
କଂଗ୍ରେସ ରାଜ୍ୟସଭା କନ୍ଦଳ । ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା ପରେ ତେଜିଲା ବିବାଦ ।
ତାରା ଏୟାର ବିମାନ ଦୁର୍ଘଟଣାରେ ସମସ୍ତ ଯାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାସହ ଦୁର୍ଘଟଣାସ୍ଥଳରୁ ବିମାନର ବ୍ଲାକ ବକ୍ସ ଉଦ୍ଧାର କରାଯାଇ ବେସ୍ ଷ୍ଟେସନକୁ ନିଆଯାଇଛି।
ଉତ୍ତରପ୍ରଦେଶର ବରେଲି ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସ ଓ ଟ୍ରକ୍ ମଧ୍ୟରେ ଧକ୍କା ହେବା ଯୋଗୁ ୭ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ଭୋର ସମୟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ବଲିଉଡ୍ ଭାଇଜାନଙ୍କୁ ମଧ୍ୟ ମାରିବାକୁ ଚେଷ୍ଟା କରିଛି ଲରେନ୍ସ ବିଷ୍ଣୋୟୀ ।
ତମାଖୁ ସେବନ ଦ୍ୱାରା ଶରୀରରେ ହେଉଥିବା ବିଭିନ୍ନ ରୋଗ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତି ବର୍ଷ ମେ ୩୧ ତାରିଖକୁ ବିଶ୍ୱ ତମାଖୁ ବର୍ଜନ ଦିବସ ଭାବେ ପାଳନ କରାଯାଇଥାଏ ।
ପଞ୍ଜାବୀ ଗାୟକ ସିଦ୍ଧୁ ମୁସେଓ୍ୱାଲା(Singer Sidhu Moose Wala)ଙ୍କ ପୋଷ୍ଟମ ରିପୋର୍ଟରେ ବଡ଼ ଖୁଲାସା ହୋଇଛି। ଗତକାଲି ରାତିରେ ୫ ଜଣିଆ ଡାକ୍ତରୀ ଟିମ୍ ମୃତଦେହର ପୋଷ୍ଟମର୍ଟମ କରିଛନ୍ତି।
ବଡ ବଡ ସହରରେ ସମସ୍ତଙ୍କ ନିଜସ୍ୱ କାର୍ ଏକ ସାଧାରଣ କଥା। କିନ୍ତୁ ଏମିତି ଏକ ସହର ଅଛି ଯେଉଁଠି ସମସ୍ତଙ୍କର ଉଡାଜାହାଜ ଅଛି। ସେମାନେ ଅଫିସ୍ ଗଲେ ନିଜ ନିଜ ଉଡାଜାହାଜ ନେଇ ଯାଆନ୍ତି। କୋଉଠି ଅଛି ଏହି ସହର ଆସନ୍ତୁ ଜାଣିବା…
ଚାଲିଛି ନୂଆ ଧରଣର ହ୍ୱାଟ୍ସଆପ୍ ସ୍କାମ୍। ହ୍ୟାକରମାନେ ଏମିତି ଟ୍ରିକ୍ସ ବ୍ୟବହାର କରି ଅନ୍ୟର ହ୍ୱାଟ୍ସଆପ୍ ଆକାଉଣ୍ଟଙ୍କୁ ନିଜ ନିୟନ୍ତ୍ରଣକୁ ନେଇ ଯାଉଛନ୍ତି। ଜାଣନ୍ତୁ କେମିତି ହେଉଛି ସ୍କାମ୍…
ସିଦ୍ଧୁ ମୁସେଓ୍ୱାଲା ହତ୍ୟା ମାମଲରାର ମାଷ୍ଟରମାଇଣ୍ଡ୍ ଗୋଲ୍ଡି ବ୍ରାର୍ର ପ୍ରକୃତ ନାମ ସତ୍ୱିନ୍ଦରଜିତ୍ ସିଂ। ସେ A+ କ୍ୟାଟେଗୋରୀର ଗ୍ୟାଙ୍ଗଷ୍ଟର ଥିବାବେଳେ କୋର୍ଟ ତାକୁ ପଳାତକ ଘୋଷଣା କରିଛନ୍ତି।
ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ମଙ୍ଗଳବାର,ତିଥି – ପ୍ରତିପଦ ସନ୍ଧ୍ୟା ୦୭/୧୯/୧୮ ଗତେ ୨ୟା, ଚନ୍ଦ୍ର- ବୃଷ ରାତ୍ରି ୧୧/୨୯ ଗତେ ମିଥୁନ, ଘାତ ଚନ୍ଦ୍ର- ବିଛା ରାଶିର, ରାତ୍ରି ୧୧/୨୯ ଗତେ କନ୍ୟା ରାଶିର ଘାତ ବାର- ମକର ରାଶିର ପୁଷ୍କର ଦୋଷ- ମୃତ ବ୍ୟକ୍ତିର ପୁଷ୍କର ଦୋଷ, ୧ ପାଦ - କୃଷିହାନି – ଭୂମିଦାନ ସନ୍ଧ୍ୟା ୦୭/୧୯/୧୮ ଗତେ ୨ ପାଦ - କୃଷି ଓ ପଶୁହାନି – ଭୂମ ଓ ଅନ୍ନଦାନ ।
କିଡ଼ନୀ ରୋଗରେ ଆକ୍ରାନ୍ତ ହୋଇ ମରଣ ସହ କରୁଥିଲେ ସଂଘର୍ଷ...ନିଜ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ କିଡ଼ନୀ ଦାନ କଲେ ସ୍ତ୍ରୀ
ଜଣେ ବ୍ୟକ୍ତି ୫୦ ବର୍ଷ ଧରି ପ୍ରାୟ ପ୍ରତ୍ୟେକ ଦିନ ଏକ ବର୍ଗର ଖାଉଛନ୍ତି। ଖାଇସାରିଲେଣି ୩୨,୩୪୦ ବର୍ଗର। ଏବେ ବି ଚାଲିଛି ଖାଇବା। ଏନେଇ ମିଳିଛି ୱାର୍ଲ୍ଡ ରେକର୍ଡ।
ନୀରବି ଯାଇଛି ପରିବାର । ସ୍ଥାଣୁ ପାଲଟିଯାଇଛନ୍ତି ସମସ୍ତେ । ନା ପେଟରେ ଭୋକ ଅଛି ନା ଆଖିରେ ନିଦ । ନେପାଳରେ ବିମାନ ଦୁର୍ଘଟଣାପରଠୁ ନୀରବି ଯାଇଛନ୍ତି ପରିବାର ଲୋକେ । କାହିଁକି ବା ନ ହେବେ, ଯେଉଁ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି, ସେହି ବିମାନରେ ଯାତ୍ରା କରୁଥିବା ନିଜ ଲୋକଙ୍କ ମୃତ୍ୟୁ ହୋଇଛି । ପ୍ରାଣ ହରାଇଛନ୍ତି ଅଶୋକ ତ୍ରିପାଠୀ, ତାଙ୍କ ପତ୍ନୀ ବୈଭବୀ, ପୁଅ ଧନୁଷ ଏବଂ ଝିଅ ରିତିକା ।
ରିଲିଜ୍ ହୋଇଛି ଆମୀର ଖାନ୍ଙ୍କ ବହୁ ପ୍ରତିକ୍ଷିତ ହିନ୍ଦୀ ଫିଲ୍ମ ‘ଲାଲ୍ ସିଂହ ଚଢ଼ା’ର ଟ୍ରେଲର। ସାଧାରଣ ମଣିଷର ଅସାଧାରଣ କାହାଣୀକୁ ନେଇ ପ୍ରସ୍ତୁତ ହୋଇଛି ସିନେମା। ଆମୀରଙ୍କ ସହ ପୁଣି ଥରେ ନଜର ଆସିବେ ହିଟ୍ ଯୋଡ଼ି କରିନା।
ୟୁପିଏସ୍ସି ଦ୍ୱାରା ପରିଚାଳିତ ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ପ୍ରଥମ ୩ଟି ସ୍ଥାନ ଝିଅ ଅକ୍ତିଆର କରିଛନ୍ତି। ଦିଲ୍ଲୀର ଶ୍ରୁତି ଶର୍ମା ଟପ୍ପର ହୋଇଥିବା ବେଳେ ଦ୍ୱିତୀୟ ଓ ତୃତୀୟରେ ବି ଝିଅ ଅଛନ୍ତି।
ବେଆଇନ ଆର୍ଥିକ କାରବାର ମାମଲାରେ ଗିରଫ ହୋଇଛନ୍ତି ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ। ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କୁ ଗିରଫ କରିଛି। ଏହାପୂର୍ବରୁ ଏହି ମାମଲାରେ ଇଡି ତାଙ୍କୁ ଅନେକ ଥର ଜେରା କରିଥିଲା। ଶେଷରେ ଆଜି ତାଙ୍କୁ ଗିରଫ କରାଯାଇଛି।
ଜୁନ୍ ୧ ତାରିଖ ସକାଳ ୧୧ଟା ଠାରୁ ଆରମ୍ଭ ହେବ ଅନଲାଇନରେ ଟିକେଟ ବିକ୍ରି । ନିଜର ପରିଚୟ ପ୍ରମାଣପତ୍ର ଦେଖାଇ ଫୋନ୍ ନମ୍ବର ଏବଂ ଇମେଲ ଆଇଡ଼ି ଦେଇ ବୁକ କରିହେବ ଟିକେଟ୍ । ଜଣେ ବ୍ୟକ୍ତି କେବଳ ଦୁଇଟି ଟିକେଟ ବୁକିଙ୍ଗ କରିପାରିବେ । WWW.insider.in ୱେବସାଇଟ୍ରେ ମଧ୍ୟ ଟିକେଟ୍ ଉପଲବ୍ଧ ହେବ ।
NBCC (ଭାରତ) ଲିମିଟେଡ୍ରେ ବାହାରିଛି ଅନେକ ପଦବୀ। ଆଗ୍ରହୀ ଏବଂ ଯୋଗ୍ୟ ପ୍ରାର୍ଥୀମାନେ nbccindia.com ରେ NBCC ର ଅଫିସିଆଲ୍ ୱେବ୍ସାଇଟ୍ ପରିଦର୍ଶନ କରି ଆବେଦନ କରିପାରିବେ।
UPSC ପରିଚାଳିତ ସିଭିଲ୍ ସର୍ଭିସ ପରୀକ୍ଷା ୨୦୨୧ର ଅନ୍ତିମ ଫଳାଫଳ ଘୋଷଣା କରାଯାଇଛି। ଟପ୍ପର ତାଲିକାରେ ଝିଅମାନେ ସେମାନଙ୍କର ସ୍ଥାନ ଅଧିକାର କରିନେଇଛନ୍ତି। ଏଥିରେ ଶୀର୍ଷରେ ଅଛନ୍ତି ଶ୍ରୁତି ଶର୍ମା। ଆସନ୍ତୁ ତାଙ୍କ ବିଷୟରେ ଜାଣିବା…
ରାଜ୍ୟ ସରକାରଙ୍କ ସଲାସୁତୁରାରେ କିଛି ଗୁଣ୍ଡା କାଳିମାଡ଼ କରିଥିବା ଅଭିଯୋଗ କରିଛନ୍ତି ରାକେଶ ଟିକାୟତ । ମୋଦି ସରକାରଙ୍କ ତିନି କୃଷି ଆଇନ ବିରୋଧରେ ଭାରତୀୟ କିଶାନ ୟୁନିୟନର ମୁଖ୍ୟ ରାକେଶ ଟିକାୟତଙ୍କ ନେତୃତ୍ୱରେ ସାରା ଦେଶରେ ଆନ୍ଦୋଳନ ହୋଇଥିଲା ।
ରାହୁଲ ଜାଣିପାରିଲେନି କ’ଣ ଦେବେ ପ୍ରଶ୍ନର ଉତ୍ତର ।
ବରଯାତ୍ରୀ ସହ ଶୋଭାଯାତ୍ରା କରି କନ୍ୟା ଘରେ ବର ପହଞ୍ଚିଲା। ସାଙ୍ଗରେ ଆଣି ନଥିଲା ଫଟୋଗ୍ରାଫର୍। କନ୍ୟା ଦେଖି ରାଗି ପଞ୍ଚମ। ଏମିତି କଲା ହଙ୍ଗାମା…
ବିବାହ ବନ୍ଧନରେ ବାନ୍ଧି ହୋଇ ସାତ ଜନ୍ମର ସାଥୀ ହେବା ପାଇଁ ସ୍ୱପ୍ନ ଦେଖିଥିଲେ। ହେଲେ ଗୋଟିଏ ଜନ୍ମରେ ସବୁକିଛି ଓଲଟ ପାଲଟ ହୋଇଗଲା। ବିଧିର ବିଧାନ ଥିଲା କିଛି ଅଲଗା। ପରିବାରକୁ ଏମିତି ଦୁର୍ଭାଗ୍ୟ ମାଡ଼ି ଆସିଲା ଯେ କଡ଼ ଲେଉଟାଇ ସବୁ କିଛି ଛାରଖାର କରିଦେଲା।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ପିଏମ୍ କେୟାର୍ସ ଫର୍ ଚିଲ୍ଡ୍ରେନ୍ ସ୍କିମ୍’ରେ ଥିବା ସୁବିଧା ଘୋଷଣା କରିଛନ୍ତି ।