ଆମେରିକାର ପ୍ରଥମ ଥର ପାଇଁ ଜଣେ ମଙ୍କିପକ୍ସ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ବ୍ୟକ୍ତି ଜଣକ ‘ମଙ୍କିପକ୍ସ’ ରୋଗରେ ପୀଡ଼ିତ ହୋଇଥିବା ବେଳେ ନିକଟରେ ସେ କାନାଡ଼ା ଯାତ୍ରା କରିଥିଲେ।
ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ କାଶ୍ମୀର ବିଛିନ୍ନତାବାଦୀ ନେତା ୟାସିନ ମଲ୍ଲିକ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।
ଘରୋଇ LPG ସିଲିଣ୍ଡର ପିଛା ୩ ଟଙ୍କା ୫୦ ପଇସା ବୃଦ୍ଧି ଘଟି ଥିବାବେଳେ କମର୍ସିଆଲ୍ LPG ସିଲିଣ୍ଡର ଦାମ୍ରେ ୮ ଟଙ୍କା ବୃଦ୍ଧି ଘଟିଛି।
ଆଇପିଏଲ୍ ୨୦୨୨ ର ୬୬ ତମ ମ୍ୟାଚ୍ରେ ମୁହାଁମୁହିଁ ହୋଇଥିଲେ କୋଲକାତା ନାଇଟ୍ ରାଇଡର୍ସ ଓ ଲକ୍ଷ୍ନୌ ସୁପର ଜାଏଣ୍ଟସ । କୋଲକାତା ନାଇଟ ରାଇଡର୍ସକୁ ୨ ରନରେ ହରାଇ ଜବଦସ୍ତ ବିଜୟ ହାସଲ କରିଛି ଲକ୍ଷ୍ନୌ ।
ପୃଥିବୀରେ ୟୁଏଫଓ ଦେଖାଯାଇଥିବା ନେଇ ବାରମ୍ବାର ଦାବି ମଧ୍ୟରେ ପୁଣି ଚର୍ଚ୍ଚାକୁ ଆସିଛି ଏହି ପ୍ରସଙ୍ଗ ।
ବାଲେଶ୍ୱର ଜିଲ୍ଲା ରେମୁଣା ଗାଁ । ଅଗ୍ନିକୁ ସାକ୍ଷୀ ରଖି ହାତକୁ ଦିହାତ ହେଲେ ବର କନ୍ୟା । ପଣ୍ଡିତଙ୍କ ମନ୍ତ୍ରପାଠ ପରେ ବେଦୀ ଉପରେ ହସ୍ତଗଣ୍ଠି ପଡ଼ିଲା । ଠିକ୍ ଏତିକି ବେଳକୁ କନ୍ୟା କାଢ଼ି ପକାଉଛନ୍ତି ଶଙ୍ଖା, ଚୁଡ଼ି ସହ ସୁନା ମୁଦି ।
ଦୁର୍ଘଟଣାରେ ଡ୍ରାଇଭର ସୁରକ୍ଷିତ ଥିବା ଜଣାପଡ଼ୁଛି । କିନ୍ତୁ ଗାଡ଼ିର ସାମ୍ନା ପଟ ଛିନ୍ ଛତ୍ର ହୋଇଥିବା ଦେଖାଯାଇଛି ।
ଉଜୈନର ଇଙ୍ଗୋରିଆ ପୋଲିସ୍ ଥାନା ଅନ୍ତର୍ଗତ ଅସଲାନା ଗାଁରେ ରମେଶଲାଲଙ୍କ ତିନି ଝିଅ ଏବଂ ଗୋଟିଏ ପୁଅର ବିବାହ କାର୍ଯ୍ୟ ଥିଲା ।
ମହାରାଷ୍ଟ୍ରର ପ୍ରସିଦ୍ଧ ଶିରିଡି ସାଇବାବାଙ୍କୁ ଜଣେ ଭକ୍ତ ୨ କୋଟି ଟଙ୍କାର ସୁନା ପଟି ଦାନ କରିଛନ୍ତି ।
ଚଳିତ ଆଇପିଏଲ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚି ଯାଇଛି। ଡିୱାଇ ପାଟିଲ ଷ୍ଟାଡିୟମରେ ଆଜି ଲିଗ୍ ଷ୍ଟେଜରେ ନିଜ ନିଜର ଶେଷ ମ୍ୟାଚ୍ ଖେଳିବାକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ଓ କୋଲକାତା ନାଇଟ ରାଇଡର୍ସ ମୈଦାନକୁ ଓହ୍ଲାଇଛନ୍ତି।
ପାକିସ୍ତାନର ଜଣେ ମୁସଲମାନ ମହିଳା ୭୫ ବର୍ଷ ପରେ ଭାରତରେ ରହୁଥିବା ଜଣେ ଶିଖ ଭାଇଙ୍କୁ ଭେଟିଛନ୍ତି । ଭାରତ-ପାକିସ୍ତାନ ବିଭାଜନ ସମୟରେ, ମମତାଜ ବିବି ଛୋଟ ପିଲା ଥିଲେ ।
ପୁଅ ବୋହୂ ପିଲାଛୁଆ ଜନ୍ମ ନକରିବାରୁ ବାପା ମା’ କୋର୍ଟରେ କ୍ଷତିପୂରଣ ବାବଦକୁ ୫ କୋଟି ଟଙ୍କା ଫେରସ୍ତ କରିବା ପାଇଁ ଏକ ମାମଲା ଦାୟର କରିଛନ୍ତି ।
ଅନେକଙ୍କ ଅବସ୍ଥା ଗୁରୁତର ରହିଛି ତେଣୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା ରହିଛି ।
ନିଜ ବରଯାତ୍ରୀରେ ମାତାଲ ହେଲା ବର । ସମୟ ଗଡ଼ିଯିବାରୁ ରାଗିଯାଇ କନ୍ୟାକୁ ଅନ୍ୟ ପୁଅ ସହ ବାହା କରିଦେଲେ କନ୍ୟାପକ୍ଷ ।
୨୦୧୨ରେ ଝିଅ ଶୀନା ବୋରାଙ୍କୁ ହତ୍ୟା କରିଥିଲେ ଇନ୍ଦ୍ରାଣୀ । ୨୦୧୫ ମସିହାରୁ ଇନ୍ଦ୍ରାଣୀ ମୁମ୍ବାଇର ବାଇକୁଲ୍ଲା ଜେଲରେ ବନ୍ଦ ରହିଥିଲେ । ସାଢ଼େ ୬ ବର୍ଷ କାଳ ଜେଲ୍ରେ ରହିବା ପରେ ଜାମିନ ପାଇଛନ୍ତି ଇନ୍ଦ୍ରାଣୀ ମୁଖାର୍ଜୀ ।
ଗତ କିଛିଦିନ ହେବ ସୁନା ଦର ବୃଦ୍ଧି ପାଉଥିବାବେଳେ ଆଜି ଦର ସାମାନ୍ୟ ହ୍ରାସ ପାଇଛି...
ରାଜୀବ ଗାନ୍ଧିଙ୍କ ହତ୍ୟାକାରୀ ଏଜି ପେରାରିଭାଲାନଙ୍କୁ ମୁକ୍ତି କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ ।
ପାଖାପାଖି ମାସେ ହେଲାଣି ଶ୍ରୀଲଙ୍କାରେ ଅସ୍ଥିରତା ଲାଗି ରହିଥିବା ବେଳେ ପ୍ରଭାବିତ ହୋଇଛି ପର୍ଯ୍ୟଟନ କ୍ଷେତ୍ର।
ଆଜି, ୨୦୨୨ ମସିହା, ମେ ମାସ, ୧୮ ତାରିଖ, ବୁଧବାର, ବୃଷ, ୪ ଦିନ, ଜ୍ୟେଷ୍ଠ ମାସ, କୃଷ୍ଣପକ୍ଷ, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ…
ଆସାମରେ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ୭ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।
ନିଜର ଦୃଢ ଇଛାଶକ୍ତି ଆଜି ଦେଇଛି ତାଙ୍କୁ ସଫଳତା। ମୁମ୍ବାଇ ରାସ୍ତାରେ ଫୁଲ ବିକ୍ରି କରି ଉଚ୍ଚ ହେବାର ସ୍ୱପ୍ନ ଦେଖୁଥିବା ସରିତା ଆଜି ଜେଏନୟୁରୁ କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ ପହଞ୍ଚିଛନ୍ତି। ଆସନ୍ତୁ ଜାଣିବା ପୂରା କାହାଣୀ।
ମୋବାଇଲ୍ ଚାଟିଂ ବେଳେ ଆମେ ଅନେକ ଇମୋଜି ବ୍ୟବହାର କରୁ। ଅବଶ୍ୟ, ଏହି ପ୍ରଶ୍ନ ଅନେକଙ୍କ ମନରେ ଆସୁଥିବ ଯେ ଏହି ଇମୋଜିଗୁଡିକ କେଉଁଠୁ ଆସିଲା। ଏବେ ଏହାର ପ୍ରମାଣ ମିଳିଛି।
ୱାଙ୍ଖଡେରେ ଗର୍ଜିଛି ରାହୁଲ ତ୍ରିପାଠୀଙ୍କ ବ୍ୟାଟ। ତାଙ୍କର ବିସ୍ଫୋରକ ୭୬ ରନ ଇନିଂସ୍ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବଡ଼ ସ୍କୋଡ଼ର କରିପାରିଛି ସନରାଇଜର୍ସ ହାଇଦ୍ରାବାଦ। ପ୍ଲେ ଅଫ ଦୃଷ୍ଟିରୁ ହାଇଦ୍ରାବାଦ ପାଇଁ ଆଜିର ମ୍ୟାଚ୍ କର ବା ମର ସ୍ଥିତି।