ଆଜି ୨୦୨୨ ମସିହା, ମେ ମାସ ୧୩ ତାରିଖ, ଶୁକ୍ରବାର, ମେଷ, ୩୦ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ଦ୍ୱାଦଶୀ ତିଥି, ହସ୍ତା ନକ୍ଷତ୍ର, କନ୍ୟା ଚନ୍ଦ୍ର । ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...
ଟ୍ରେନିଂ ବେଳେ ଛତିଶଗଡ଼ ରାୟପୁରରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ହେଲିକପ୍ଟରଟି ଅବତରଣ ବେଳେ ଏଥିରେ ନିଆଁ ଲାଗିଯିବାରୁ କ୍ରାସ ହୋଇଥିବା କୁହାଯାଉଛି । ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ପାଇଲଟ୍ ଥିଲେ ।
ମେଦବହୁଳ ବ୍ୟକ୍ତିଙ୍କ ପାଇଁ ମଦ୍ୟପାନ ବିପଦ ହୋଇପାରେ। ସେମାନଙ୍କୁ ପ୍ରମୁଖ କର୍କଟ ଭଳି ସମସ୍ୟାରେ ପୀଡିତ ହେବାକୁ ପଡିପାରେ। ମଦ୍ୟପାନ କରିବା ଦ୍ୱାରା ଅନେକ ପ୍ରକାରର କର୍କଟ ରୋଗ ହେବାର ଆଶଙ୍କା ରହିଛି।
ବେଳେବେଳେ ନାକ ବନ୍ଦ ହୋଇଯିବା ଦ୍ୱାରା ଅନେକ ଅସୁବିଧାର କାରଣ ହୋଇଥାଏ। ଶ୍ୱାସ ନେବାରେ ଅସୁବିଧା ହୁଏ। ଗଳାରେ ଯନ୍ତ୍ରଣା ହୁଏ। ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ କିଛି ଯୋଗ ଏବଂ ମୁହଁର ବ୍ୟାୟାମ ରହିଛି, ଯାହା ଅତ୍ୟନ୍ତ ଲାଭଦାୟକ ହୋଇପାରେ।
ବାରାଣାସୀର ଜ୍ଞାନବ୍ୟାପୀ ମସଜିଦ ସର୍ଭେ ସମ୍ପର୍କରେ କୋର୍ଟଙ୍କ ବଡ ନିଷ୍ପତ୍ତି । ମସଜିଦର ସର୍ଭେ ପାଇଁ ନିଯୁକ୍ତ ଆଡଭୋକେଟ୍ କମିଶନର ଅଜୟ କୁମାର ମିଶ୍ରଙ୍କୁ ହଟାଇବାକୁ କୋର୍ଟ ମନା କରି ଦେଇଛନ୍ତି ।
ଅନ୍ୟପଟେ ଶ୍ରୀଲଙ୍କାର ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ସଙ୍କ ଉପରେ କଟକଣା ଲଗାଇଛନ୍ତି ସ୍ଥାନୀୟ କୋର୍ଟ । ସେ କୋର୍ଟଙ୍କ ବିନା ଅନୁମତିରେ ଦେଶ ଛାଡ଼ିପାରିବେ ନାହିଁ ।
ପୁଣି ଜମ୍ମୁକାଶ୍ମୀରର ପଣ୍ଡିତକୁ ଟାର୍ଗେଟ୍ କଲେ ଆତଙ୍କବାଦୀ । ଜମ୍ମୁକାଶ୍ମୀରର ଏକ ପଣ୍ଡିତକୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଥିବା ସୂଚନା ମିଳିଛି ।
ରାଜୀବ କୁମାରଙ୍କ କାର୍ଯ୍ୟକାଳ ୧୫ ତାରିଖରୁ ଆରମ୍ଭ ହେବ । ଏନେଇ ଆଜି କେନ୍ଦ୍ର ଆଇନମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି ।
ଟମାଟୋ ଫ୍ଲୁକୁ ନେଇ ଏବେ ଦେଶରେ ହାଇଆଲର୍ଟ। ସ୍ଥିତି ଏମିତି ହେଲାଣି ଯେ, କର୍ଣ୍ଣାଟକ ଓ ତାମିଲନାଡ଼ୁ ସରକାର ଏହି ରୋଗ ପାଇଁ ହାଇଆଲର୍ଟ ଜାରି କରିଛନ୍ତି । ତେବେ ଜାଣନ୍ତି କି କାହିଁକି ବ୍ୟାପୁଛି ଏହି ଟମାଟୋ ଫ୍ଲୁ ?
୨୦୦୦ ବ୍ୟାଚ୍ର ଝାଡ଼ଖଣ୍ଡ କ୍ୟାଡର IAS ପୂଜା ସିଙ୍ଘଲଙ୍କ ନାଁରେ ମନରେଗା ଅର୍ଥ ହେରଫେର ନେଇ ଅଭିଯୋଗ ଥିଲା ।
ତାଜମହଲ ପିଟିସନରଙ୍କୁ ଝଟକା ଦେଲେ ଆହ୍ଲାବାଦ ହାଇକୋର୍ଟ । ତାଜମହଲର ପ୍ରକୃତ ଇତିହାସ ଜାଣିବାକୁ ହାଇକୋର୍ଟରେ ହୋଇଥିବା ଆବେଦନ ବିଚାର ଯୋଗ୍ୟ ନୁହେଁ ବୋଲି କଡ଼ା ଟିପ୍ପଣୀ ଦେଇଛନ୍ତି ହାଇକୋର୍ଟ ।
ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ରେଳବାଇ, ନାଗପୁର ଡିଭିଜନରେ ଟ୍ରେଡ୍ ଆପ୍ରେଣ୍ଟିସ୍ ପଦବୀରେ ନିଯୁକ୍ତି ପାଇଁ SECR ଆବେଦନକୁ ଆମନ୍ତ୍ରଣ କରିଛି। ସମୁଦାୟ ୧୦୪୪ଟି ପଦବୀ ପାଇଁ ନିଯୁକ୍ତି କରାଯିବ।
ମହେଶ ବାବୁଙ୍କ ଏକ ବିବାଦୀୟ ମତ ଏବେ ପୁଣି ଚର୍ଚ୍ଚାରେ ଥିବା ବେଳେ ଏହାର ପ୍ରତିକ୍ରିୟା ଦେଇଛନ୍ତି ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ରାମ ଗୋପାଳ ବର୍ମା। ବଲିଉଡ ଏକ କମ୍ପାନୀ ନୁହେଁ ବୋଲି ସେ କହିଛନ୍ତି।
ୱେବ୍ ସିରିଜ୍ 'ଆଶ୍ରମ'ର ପୂର୍ବ ଦୁଇଟିଯାକ ସିଜିନ୍କୁ ଲୋକେ ପସନ୍ଦ କରିଥିବା ବେଳେ ଏବେ ସିରିଜ୍ର ତୃତୀୟ ସିଜିନ୍କୁ ରହିଛି ଅପେକ୍ଷା। ଅନେକ ବାଦ ବିବାଦ ପରେ ବି ଏହା ରିଲିଜ୍ ହେବାକୁ ଯାଉଛି। ଆଜି ଟିଜର୍ ରିଲିଜ୍ ହୋଇଥିବା ବେଳେ କାଲି ରିଲିଜ୍ ହେବ ଟ୍ରେଲର୍
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୬,୯୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୨୦୦ ଟଙ୍କା ରହିଛି।
ବୈବାହିକ ଦୁଷ୍କର୍ମ ମାମଲାରେ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ରାୟ । ସ୍ତ୍ରୀର ଇଚ୍ଛା ବିରୋଧରେ ଶାରୀରିକ ସମ୍ପର୍କ ରଖିବା ଅପରାଧ ।
କୋଏମ୍ବାଟୁରର ଇଡ୍ଲି ଆମ୍ମା ତଥା ସମାଜସେବୀ ଏମ୍. କମଲାଥାଲଙ୍କ ପାଇଁ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଏକ ନୂଆ ଘର ନିର୍ମାଣ କରିଛନ୍ତି। ଗତ ୩୭ ବର୍ଷ ହେଲା କମଲାଥାଲ ଟଙ୍କିକିଆ ଇଡଲି, ସମ୍ବର ଓ ଚଟନି ବିକ୍ରି କରି ଆସୁଛନ୍ତି।
ସାଧାରଣ ପିଲାଙ୍କ ଭଳି କିଛି କରି ଦେଖାଇ ଅନ୍ୟଙ୍କ ପ୍ରତି ଉଦାହରଣ ପାଲଟିଛନ୍ତି ହାଇଦ୍ରାବାଦର ଦୁଇ ଭିନ୍ନକ୍ଷମ ଯାଆଁଳା ଭଉଣୀ । ଯାହାଙ୍କୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଲାଗିରହିଛି ।
୫ବର୍ଷରୁ କମ୍ ଶିଶୁ ଏହି ଟମାଟୋ ଫ୍ଲୁରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏଯାବତ୍ ଏହି ରୋଗରେ କେରଳର କୋଲ୍ଲାମ ଜିଲ୍ଲାର ୮୦ ଜଣ ଶିଶୁ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।
ଦେଶବାସୀଙ୍କ ଉଦ୍ଦେଶ୍ୟରେ ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟାଙ୍କ ବଡ଼ ବାର୍ତ୍ତା । ସପ୍ତାହକ ମଧ୍ୟରେ ନୂଆ ପ୍ରଧାନମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀଙ୍କୁ ନିଯୁକ୍ତି ମିଳିବ ବୋଲି ସେ କହିଛନ୍ତି । ସଂଖ୍ୟାଗରିଷ୍ଠ ସମର୍ଥନ ଥିବା ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ଦିଆଯିବ ।
ଆଜି ୨୦୨୨ ମସିହା ମେ ମାସ ୧୨ ତାରିଖ, ଗୁରୁବାର, ମେଷ, ୨୯ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ଏକାଦଶୀ ତିଥି, ଉତ୍ତରା ଫାଲଗୁନି ନକ୍ଷତ୍ର, କନ୍ୟା ଚନ୍ଦ୍ର । ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...
ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ବାଇକ୍ରେ ତିଆରି ହୋଇଗଲା ପାଣି ଜାହାଜ। ସିଟ୍ରେ ବସି ବୁଲିଲେ ଲୋକେ.. ସୋସିଆଲ ମିଡ଼ିଆରେ ଭାଇରାଲ ହେଲା ଭିଡ଼ିଓ…
ଗୁରୁବାର ସକାଳେ ତିବ୍ଦତ ଏୟାରଲାଇନ୍ସର ଏକ ବିମାନ ଟେକ୍ ଅଫ୍(ଉଡ଼ାଣ ଭରିବା) ବେଳେ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି।
ଇଣ୍ଡିଆନ୍ ପ୍ରିମିୟର ଲିଗ୍ର ୫୮ତମ ମ୍ୟାଚରେ ମୁହାଁମୁହିଁ ହୋଇଥିଲେ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ । ତେବେ ଦିଲ୍ଲୀ ଏହି ମ୍ୟାଚ୍କୁ ୮ ୱିକେଟ୍ରେ ଜିତିଯାଇଛି ।
ଚଳିତ ଆଇପିଏଲରେ ବିଜୟ ପାଇଁ ସଂଘର୍ଷ କରୁଥିବା ଚେନ୍ନାଇ ସୁପର କିଙ୍ଗସକୁ ବଡ଼ ଝଟକା ଲାଗିଛି। ଦଳର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏବେ ଆହତ ସମସ୍ୟା ଯୋଗୁ ପୂରା ଆଇପିଏଲରୁ ବାଦ ପଡ଼ିଛନ୍ତି। ଆସନ୍ତାକାଲି ଦଳ ଚୀର ପ୍ରତିଦ୍ୱନ୍ଦ୍ୱୀ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ। ଏହା ପୂର୍ବରୁ ହିଁ ଜାଡେଜା ଆଇପିଏଲରୁ ଆଉଟ ହୋଇଛନ୍ତି।